ସେ ସମୟରେ ଇଶ୍ରାୟେଲ ମଧିଅରେ କୌଣସି ରାଜା ନ ଥିଲେ। ତେଣୁ ଯାହା ଦୃଷ୍ଟି ରେ ଯାହା ଭଲ ଲାଗିଲା, ସେ ତାହା କଲା।
Cross references
ଇଶ୍ରାୟେଲୀୟ ସନ୍ତାନମାନଙ୍କ ଉପରେ କୌଣସି ରାଜତ୍ବ କରିବା ପୂର୍ବରୁ, ସହେି ସମୟରେ ଇଦୋମ ରେ ରାଜାମାନେ ଥିଲେ।
ଏପରି ତୁମ୍ଭମାନେେ କରନାହିଁ, ଯାହାର ଦୃଷ୍ଟି ରେ ଯାହା ଭଲ, ସହେିପରି ଉପାସନା କର ନାହିଁ, ଯାହା ଆମ୍ଭେ ଏହି ସ୍ଥାନ ରେ କରୁଅଛକ୍ସ୍ଟ।
ଲୋକମାନଙ୍କ ପ୍ରଧାନବର୍ଗର ସମାଗମ ସମୟରେ, ସମସ୍ତ ଇଶ୍ରାୟେଲ ବଂଶ ଏକତ୍ର ହବୋ ବେଳେ ସଦାପ୍ରଭୁ ୟିଶକ୍ସ୍ଟ ରକ୍ସ୍ଟଣ ରେ ରାଜାଥିଲେ।
ସହେି ସମୟରେ ଇଶ୍ରାୟେଲ ମଧିଅରେ ରାଜା ନ ଥିଲେ। ସହେି ସମୟରେ ଦାନ ପରିବାରବର୍ଗର ବସତି ନିମନ୍ତେ ଭୂଖଣ୍ତ ଖାଜେକ୍ସ୍ଟଥିଲେ। କାରଣ ସେ ପର୍ୟ୍ଯନ୍ତ ସମାନେେ ଇଶ୍ରାୟେଲର ପରିବାରବର୍ଗ ମଧିଅରେ ଭୂମି ପାଇଲେ ନାହିଁ।
ସହେି ସମୟରେ ଇଶ୍ରାୟେଲୀୟମାନଙ୍କର କହେି ରାଜା ନଥିଲେ।
ସମାନେେ ସଦାପ୍ରଭୁଙ୍କୁ କହିଲେ, ହେ ସଦାପ୍ରଭୁ! ତୁମ୍ଭେ ଇଶ୍ରାୟେଲର ପରମେଶ୍ବର। ଇଶ୍ରାୟେଲୀୟ ପ୍ରତି ଏପରି ବିପଦ କାହିଁକି ପଡିଲା? ଏବଂ କାହିଁକି ଇଶ୍ରାୟେଲର ପରିବାରବର୍ଗ ମଧ୍ଯରକ୍ସ୍ଟ ଗୋଟିଏ ହଜି ଯାଉଛି।
ସେ ସମୟର ଇଶ୍ରାୟେଲର ଲୋକମାନଙ୍କର ଜଣେ ରାଜା ନ ଥିଲେ। ତେଣୁ ପ୍ରେତ୍ୟକକ ବ୍ଯକ୍ତି ଯାହା ସମାନଙ୍କେ ପାଇଁ ଠିକ୍ ମଣକ୍ସ୍ଟଥିଲେ ତାହା କରୁଥିଲେ।
ସହେି ଲୋକମାନେ କହନ୍ତି, ଆମ୍ଭମାନେେ ଏହିପରି ମିଥ୍ଯା କହି ଲୋକମାନଙ୍କ ମଧ୍ୟରେ ପ୍ରାଧାନ୍ଯ ବିସ୍ତାର କରିବୁ। ଆମ୍ଭେ ଜାଣୁ ଆମ୍ଭକୁ କ'ଣ କହିବାକୁ ପଡ଼ିବ। ୟାହାଫଳରେ କହେି ଆମ୍ଭମାନଙ୍କ ଉପରେ କର୍ତ୍ତା ସାଜି ପାରିବ ନାହିଁ।
ଅଜ୍ଞାନର ପଥ ତା'ର ନିଜ ଦୃଷ୍ଟି ରେ ଯଥାର୍ଥ ମାତ୍ର ଜ୍ଞାନବାନ ମାନେ ପରାମର୍ଶ ଶୁଣନ୍ତି।
ମନୁଷ୍ଯର ଦୃଷ୍ଟି ରେ ଯେ କୌଣସି ପଥ ସରଳ ଦଖାୟୋଏ ତାହା ଶଷେ ରେ ମୃତ୍ଯୁର ପଥ ହାଇେଥାଏ।
ଜଣେ ଲୋକ ଭାବେ ସେ ଯାହା କହୁଛି, ତାହା ଠିକ୍। କିନ୍ତୁ ସଦାପ୍ରଭୁ ଆମ୍ଭମାନଙ୍କୁ ପରୀକ୍ଷା କରନ୍ତି।
ହେ ୟୁବକ, ତୁମ୍ଭେ ଆପଣା ୟୌବନାବସ୍ଥା ରେ ଆନନ୍ଦ କର ଓ ୟୌବନ କାଳ ରେ ତୁମ୍ଭର ଚିତ୍ତ ତୁମ୍ଭକୁ ହୃଷ୍ଟ କରୁ। ତୁମ୍ଭର ହୃଦଯ ଯାହା କରିବା ପାଇଁ ତୁମ୍ଭକୁ ଆଗଇେ ନେଉଛି, ତାହା କର। ଯାହା ଚାହୁଁଛ ତାହା କର। କିନ୍ତୁ ମନରେଖ ଯେ, ତୁମ୍ଭମାନେେ ଯାହାସବୁ କରୁଛ, ପରମେଶ୍ବର ତା'ର ବିଚାର କରିବେ।
ତୁମ୍ଭେ ସଦାପ୍ରଭୁଙ୍କ ନାମ ରେ ଆମ୍ଭମାନଙ୍କୁ ଯେଉଁ କଥା କହିଅଛ, ତୁମ୍ଭର ସହେି କଥା ଆମ୍ଭମାନେେ ଶୁଣିବୁ ନାହିଁ।