Home Bibles ☰ Books ବିଚାରକର୍ତାମାନଙ୍କ ବିବରଣ 18:4 · ଓଡ଼ିଆ ବାଇବେଲ
ବିଚାରକର୍ତାମାନଙ୍କ ବିବରଣ 18:4 · ଓଡ଼ିଆ ବାଇବେଲ

ସେ ଉତ୍ତର ରେ କହିଲା, ମୀଖା ମାେ ପ୍ରତି ଏହିପରି କରିଛନ୍ତି। ସେ ମାେତେ ବତନେ ଦଇେ ଏଠା ରେ ଯାଜକ ରୂପେ ନିୟକ୍ସ୍ଟକ୍ତି କରିଛନ୍ତି

Cross references

ବିଚାରକର୍ତାମାନଙ୍କ ବିବରଣ 17:10

ମୀଖା କହିଲା, ମାେ ସଙ୍ଗେ ତକ୍ସ୍ଟମେ ବାସ କର। ମାରେପିତା ଓ ଯାଜକ ହକ୍ସ୍ଟଅ। ତହିଁରେ ମୁ ତୁମ୍ଭକୁ ବାର୍ଷୀକ ଦଶଖଣ୍ତ ରୂପା, ଖାଦ୍ୟ ଓ ବସ୍ତ୍ର ଦବେି। ମୀଖା ଯାହା କହିଲା, ସହେି ଲବେୀୟ ତାହା କଲା।

ବିଚାରକର୍ତାମାନଙ୍କ ବିବରଣ 17:12

ଏହାପରେ ମୀଖା ଦ୍ବାରା ଯାଜକ ଭାବରେ ନିୟକ୍ସ୍ଟକ୍ତ ହାଇେ ସହେି ୟକ୍ସ୍ଟବା ଲୋକ ମୀଖାର ଗୃହ ରେ ରହିଲା।

ହିତୋପଦେଶ 28:21

ଜଣେ ବିଚାରକ ଜଣଙ୍କର ମୁହଁ ଦେଖି ବିଚାର କରିବା ଉଚିତ୍ ନୁହେଁ, କିଅବା ଲାଞ୍ଚ ନଇେ ବିଚାର କରିବା ଉଚିତ୍ ନୁହେଁ।

ଯିଶାଇୟ 56:11

ସମାନେେ ପଟେୁ କୁକୁର ସଦୃଶ ତବେେ ତୃପ୍ତ ହୁଅନ୍ତି ନାହିଁ। ଆଉ ମଧ୍ଯ ସମାନେେ ବିଚାରଶୂନ୍ଯ ମଷେପାଳକ। ସମାନେେ ଚାରିଆଡ଼ୁ ଆପଣା ଆପଣା ଲାଭ ଚେଷ୍ଟା ରେ ଆପଣା ଆପଣା ବାଟ ଆଡ଼େ ଫରେିଅଛନ୍ତି।

ଯିହିଜିକଲ 13:19

ମୁଠାଏ ବାଲି ପାଇଁ ଓ କେତେଖଣ୍ଡ ରୋଟୀ ପାଇଁ ତୁମ୍ଭମାନେେ ମାେ ଲୋକମାନଙ୍କ ମଧିଅରେ ମାେତେ ଅପମାନିତ କଲ। ତୁମ୍ଭର ମିଥ୍ଯା ପାଇଁ ମାରେ ଲୋକମାନେ ଯେଉଁମାନେ ମିଥ୍ଯା ଶୁଣିଲେ, ତୁମ୍ଭମାନେେ ଲୋକମାନଙ୍କୁ ହତ୍ଯା କରିଛ, ଯେଉଁମାନଙ୍କର ମରିବା ଉଚିତ୍ ନ ଥିଲା ଏବଂ ତୁମ୍ଭେ ସହେି ଲୋକମାନଙ୍କୁ ଛାଡ଼ି ଦଇେଛ, ଯେଉଁମାନଙ୍କର ମରିବା ଉଚିତ୍ ଥିଲା।

ହୋଶେୟ 4:8

ଆମ୍ଭର ଲୋକମାନଙ୍କ ପାପଗୁଡିକରୁ ଯାଜକମାନେ ଲାଭବାନ ହୁଅନ୍ତି। ସମାନେେ ଲୋକମାନଙ୍କର ଦୁଷ୍ଟପଣିଆରୁ ଫାଇଦା ଉଠାଇବା ରେ ଲୋଭୀ।

ମଲାଖୀ 1:10

ଆମ୍ଭେ ଇଛାକରୁ, ତୁମ୍ଭର କହେି ଯାଜକ ଦ୍ବାରା ବନ୍ଦ କରିଦିଅନ୍ତୁ। ତା' ହେଲେ ତୁମ୍ଭେ ମାରେ ବଦେୀ ରେ ଅନୁପୟୋଗୀ ଅଗ୍ନି ଜଳାଇ ପିରିବ ନାହିଁ। ଆମ୍ଭେ କିନ୍ତୁ ତୁମ୍ଭଠା ରେ ସନ୍ତୁଷ୍ଟ ନୁହଁ। ଆମ୍ଭେ ତୁମ୍ଭର ନବୈେଦ୍ଯ ଗ୍ରହଣ କରିବୁ ନାହିଁ। ସର୍ବଶକ୍ତିମାନ୍ ସଦାପ୍ରଭୁ ଏହିସବୁ କହିଥିଲେ।

ଯୋହନଲିଖିତ ସୁସମାଚାର 10:12

ମଷେ ରଖିବା ପାଇଁ ଯେଉଁ ମୂଲିଆକୁ ରଖାଯାଇଛି, ସେ ଲୋକ ମଷେପାଳକ ଠାରୁ ଭିନ୍ନ। ମଷଗେୁଡିକ ମୂଲିଆର ନୁହଁନ୍ତି। ତେଣୁ ସେ ଗଧିଆ ଆସିବା ଦେଖିଲେ ମଷେମାନଙ୍କୁ ଏକୁଟିଆ ଛାଡି ଦୌଡି ପଳାଏ। ତା'ପରେ ଗଧିଆ ମଷେମାନଙ୍କ ଉପରକୁ କୁଦାମା ରେ ଓ ସମାନଙ୍କେୁ ଛିନ୍ନଭିନ୍ନ କରି ଦିଏ।

ରେରିତମାନଙ୍କ କାର୍ଯ୍ୟର ବିବରଣ 8:18

ପ୍ ରରେିତମାନଙ୍କ ହାତ ରଖିବା ଦ୍ବାରା ପବିତ୍ର ଆତ୍ମା ପ୍ରାପ୍ତ ହବୋ ଶିମାନେ ଦେଖିଲା। ତେଣୁ ଶିମାନେ ପ୍ ରରେିତମାନଙ୍କୁ ଟଙ୍କା ଯାଚି କହିଲା,

ରେରିତମାନଙ୍କ କାର୍ଯ୍ୟର ବିବରଣ 20:33

ମୁଁ ଯେତବେେଳେ ତୁମ୍ଭମାନଙ୍କ ସହିତ ଥିଲି, ସେତବେେଳେ ମୁଁ କବେେ କାହାର ଟଙ୍କା ଓ ସୁନ୍ଦର ବସ୍ତ୍ର ପ୍ରତି ଲୋଭ ଦଖାଇେ ନାହିଁ।

ତୀମଥିଙ୍କ ପ୍ରତି ପ୍ରଥମ ପତ୍ର 3:3

ସେ ଅତ୍ଯଧିକ ମଦ୍ଯପାନ କରିବା ଉଚିତ ନୁହେଁ। ସେ କଳହ ମନୋବୃତ୍ତିର ଲୋକ ନ ହାଇେଥିବା କଥା। ସେ ନମ୍ର ଓ ଶାନ୍ତ ହବୋ ଦରକାର।

ତୀତସଙ୍କ ପ୍ରତି ପତ୍ର 1:11

ଜଣେ ପ୍ରାଚୀନ ସମାନଙ୍କେର ଭୁଲ ବିଷୟ ରେ ତାହାଙ୍କୁ ଅବଗତ କରାଇବାକୁ ସକ୍ଷମ ଥିବେ ଓ ସମାନଙ୍କେୁ ଏପରି ଅବାନ୍ତର କଥା କହିବାରୁ ବନ୍ଦ କରାଇପାରୁଥିବେ। ସହେି ଲୋକମାନେ କୁଶିକ୍ଷାର ଉପଦେଶ ଦଇେ ସମ୍ପୂର୍ଣ୍ଣ ପରିବାରଗୁଡ଼ିକୁ ନଷ୍ଟ କରୁଛନ୍ତି। ସମାନେେ କବଳେ ଲୋକମାନଙ୍କୁ ଠକିବା ପାଇଁ ଏଭଳି ଶିକ୍ଷା ଦିଅନ୍ତି କାରଣ ସମାନେେ ଧନ ଅର୍ଜନ କରିବାକୁ ଇଚ୍ଛା କରନ୍ତି।

ପିତରଙ୍କ ଦିତୀୟ ପତ୍ର 2:3

ସହେି ଭଣ୍ଡ ଶିକ୍ଷକମାନେ କବଳେ ତୁମ୍ଭର ଧନ ଚାହାଁନ୍ତି। ସମାନେେ ଖାଲି ମିଛ କଥା କହି ତୁମ୍ଭର ମନ ନବେେ। ଏହି ଭଣ୍ଡ ଶିକ୍ଷକଙ୍କର ନ୍ଯାୟ ବିଚାର ବହୁ ପୂର୍ବରୁ ପ୍ରସ୍ତୁତ ହାଇେ ରହିଛି। ପରମେଶ୍ବର ସମାନଙ୍କେୁ ନଷ୍ଟ କରି ଦବେେ। ସମାନେେ ତାହାଙ୍କଠାରୁ ରକ୍ଷା ପାଇବେ ନାହିଁ।

ପିତରଙ୍କ ଦିତୀୟ ପତ୍ର 2:14

ପ୍ରେତ୍ୟକକ ଥର କୌଣସି ସ୍ତ୍ରୀଲୋକକୁ ଦେଖିଲେ, ସମାନେେ ବ୍ଯଭିଚାର କରିବା ପାଇଁ ଚାହାଁନ୍ତି। ଏହିଭଳି ଭାବରେ ସମାନେେ ସବୁବେଳେ ପାପ କରୁଥାନ୍ତି। ସମାନେେ ଦୁର୍ବଳ ଲୋକମାନଙ୍କୁ ପାପର ଫାନ୍ଦ ରେ ପକାଇ ଦିଅନ୍ତି। ସମାନଙ୍କେ ହୃଦୟଗୁଡ଼ିକ ସ୍ବାର୍ଥପରତା ରେ ପରିପୂର୍ଣ୍ଣ। ସମାନେେ ଅଭିଶପ୍ତ।

Interlinear

Choose Theme