Home Bibles ବିଚାରକର୍ତାମାନଙ୍କ ବିବରଣ 18:6 · ଓଡ଼ିଆ ବାଇବେଲ
ବିଚାରକର୍ତାମାନଙ୍କ ବିବରଣ 18:6 · ଓଡ଼ିଆ ବାଇବେଲ

ତହକ୍ସ୍ଟଁ ଯାଜକ ତାଙ୍କୁ କହିଲା, କକ୍ସ୍ଟଶଳ ରେ ୟାଅ। ତୁମ୍ଭମାନଙ୍କର ଗନ୍ତବ୍ଯ ପଥ ସଦାପ୍ରଭୁଙ୍କ ସମ୍ମକ୍ସ୍ଟଖ ରେ ଅଛି।

Cross references

ଯାତ୍ରା ପୁସ୍ତକ 4:18

ଏହାପରେ ମାଶାେ ତାଙ୍କର ଶ୍ବଶୁର ୟିଥ୍ରୋଙ୍କ ନିକଟକୁ ଫରେିଗଲେ। ମାଶାେ ୟିଥ୍ରୋଙ୍କୁ କହିଲେ, ଦୟାକରି ମାେତେ ମିଶରକୁ ୟିବାକୁ ଦିଅ। ମୁଁ ମାରେ ଲୋକମାନଙ୍କୁ ଦେଖିବା ପାଇଁ ଚାହୁଁଛି ଏବଂ ଜାଣିବା ପାଇଁ ଚାହୁଁଛି, ସମାନେେ ବର୍ତ୍ତମାନ କିପରି ଅଛନ୍ତି। ସମାନେେ ଆଜି ପର୍ୟ୍ଯନ୍ତ ଜୀବିତ ଅଛନ୍ତି କି ନାହିଁ?

ଦିତୀୟ ବିବରଣ 11:12

ସହେି ଦେଶ ବିଷଯ ରେ ସଦାପ୍ରଭୁ ତକ୍ସ୍ଟମ୍ଭ ପରମେଶ୍ବର ମନୋୟୋଗ କରନ୍ତି। ବର୍ଷର ଆରମ୍ଭରକ୍ସ୍ଟ ବର୍ଷର ଶଷେ ପର୍ୟ୍ଯନ୍ତ ସଦାପ୍ରଭୁ ତକ୍ସ୍ଟମ୍ଭ ପରମେଶ୍ବରଙ୍କ ଦୃଷ୍ଟି ତହିଁ ଉପରେ ସର୍ବଦା ଥାଏ।

ପ୍ରଥମ ରାଜାବଳୀ 22:6

ତେଣୁ ଆହାବ୍ 400 ଭବିଷ୍ଯଦ୍ବକ୍ତାଙ୍କୁ ଡକାଇ ଏକତ୍ରୀତ କଲେ ଓ ସମାନଙ୍କେୁ ପଚାରିଲେ, ମୁଁ ରାମାେତ୍-ଗିଲିଯଦ ବିରୁଦ୍ଧ ରେ ପ୍ରଥମେ ୟୁଦ୍ଧ କରିବାକୁ ୟିବା ଉଚିତ୍ କି, ଏଥିରୁ କ୍ଷାନ୍ତ ହବୋ ଉଚିତ୍?

ପ୍ରଥମ ରାଜାବଳୀ 22:12

ଅନ୍ୟ ସମସ୍ତ ଭବିଷ୍ଯଦ୍ବକ୍ତା ତାଙ୍କ ସହିତ ଏକମତ ହାଇେ କହିଲେ, ରାମାେତ୍-ଗିଲିଯଦ୍କୁ ୟାଅ ଓ ଅରାମୀଯ ସୈନ୍ଯବାହୀନି ବିରୁଦ୍ଧ ରେ ୟୁଦ୍ଧ ରେ ଜଯଲାଭ କର। କାରଣ ସଦାପ୍ରଭୁ ତୁମ୍ଭ ହସ୍ତ ରେ ସମାନଙ୍କେୁ ପରାସ୍ତ କରାଇବେ।

ପ୍ରଥମ ରାଜାବଳୀ 22:15

ତା'ପରେ ମୀଖାଯ ରାଜାଙ୍କ ସମ୍ମୁଖ ରେ ଛିଡା ହେଲେ ଓ ରାଜା ଆହାବ୍ ତାଙ୍କୁ ପଚାରିଲେ, ମୀଖାଯ, ଆମ୍ଭମାନେେ ୟୁଦ୍ଧ କରିବାକୁ ରାମାେତ୍-ଗିଲିଯଦକୁ ୟିବା ଉଚିତ୍ କି କ୍ଷାନ୍ତ ହବୋ ଉଚିତ୍?

ଗୀତସଂହିତା 33:18

ଯେଉଁମାନେ ସଦାପ୍ରଭୁଙ୍କୁ ଉପାସନା କରନ୍ତି, ପରମେଶ୍ବର ସମାନଙ୍କେର ଯତ୍ନ ନିଅନ୍ତି ଓ ସମାନଙ୍କେ ଉପରେ ଦୃଷ୍ଟି ରଖନ୍ତି। ଯେଉଁମାନେ ତାଙ୍କର ଉପାସନା କରନ୍ତି, ସହେିମାନେ ତାଙ୍କର ସ୍ବର୍ଗୀଯ କରୁଣାରେ ରକ୍ଷା ପାଆନ୍ତି।

ଯିରିମିୟ 23:21

ଆମ୍ଭେ ସହେି ଭବିଷ୍ଯଦବକ୍ତାମାନଙ୍କୁ ପଠାଇ ନ ଥିଲୁ। ତଥାପି ସମାନେେ ଆପେ ଆପେ ଧାଇଁଲେ। ଆମ୍ଭେ ସମାନଙ୍କେୁ କିଛି ବାକ୍ଯ ପ୍ରଦାନ କରି ନ ଥିଲୁ। ମାତ୍ର ସମାନେେ ଆମ୍ଭ ନାମ ରେ ଭବିଷ୍ଯଦବାକ୍ଯ ପ୍ରଚାର କଲେ।

ଯିରିମିୟ 23:32

ଆଉ ମଧ୍ଯ ସଦାପ୍ରଭୁ କହନ୍ତି, ଦେଖ, ଯେଉଁମାନେ ମିଥ୍ଯା ସ୍ବପ୍ନର ଭବିଷ୍ଯଦବାକ୍ଯ ପ୍ରଚାର କରନ୍ତି ଓ ସହେି ମିଥ୍ଯା କଥା ଓ ଅସାର ଶିକ୍ଷା ଦ୍ବାରା ଆମ୍ଭର ଲୋକମାନଙ୍କୁ ବିଭ୍ରାନ୍ତ କରନ୍ତି। ଆମ୍ଭେ ସମାନଙ୍କେର ବିପକ୍ଷ ଅଟୁ। ସଦାପ୍ରଭୁ କହନ୍ତି, ଆମ୍ଭେ ସମାନଙ୍କେୁ ପଠାଇ ନାହୁଁ କିଅବା ସମାନଙ୍କେୁ ଆଜ୍ଞା ଦଇେ ନାହୁଁ। ତେଣୁ ସମାନେେ ଏହି ଲୋକମାନଙ୍କର କିଛି ମାତ୍ର ଉପକାର କରିପାରିବେ ନାହିଁ।

ଥେସଲନୀକୀୟଙ୍କ ପ୍ରତି ପ୍ରଥମ ପତ୍ର 3:11

ଆମ୍ଭର ପରମେଶ୍ବର, ପରମପିତା ଓ ଆମ୍ଭର ପ୍ରଭୁଯୀଶୁ ତୁମ୍ଭମାନଙ୍କ ପାଖ ରେ ପହଁଞ୍ଚିବା ପାଇଁ ମାର୍ଗ ପ୍ରସ୍ତୁତ କରନ୍ତୁ ବୋଲି, ଆମ୍ଭେ ପ୍ରାର୍ଥନା କରୁଛୁ।

Interlinear

Choose Theme