Home Bibles ବିଚାରକର୍ତାମାନଙ୍କ ବିବରଣ 2:10 · ଓଡ଼ିଆ ବାଇବେଲ
ବିଚାରକର୍ତାମାନଙ୍କ ବିବରଣ 2:10 · ଓଡ଼ିଆ ବାଇବେଲ

ଏହାପରେ ପୂରା ପିଢି ମୃତ ହେଲା ଏବଂ ପର ପିଢି ସମାନଙ୍କେର ଉତ୍ତରାଧିକାରୀ ହେଲେ। ଏହି ନୂତନ ବଂଶଧର ସଦାପ୍ରଭୁଙ୍କୁ ଜାଣି ନ ଥିଲେ ଏମିତିକି ସମାନେେ ଜାଣିଲେ ନାହିଁ ଇଶ୍ରାୟେଲର ଲୋକମାନଙ୍କର କ'ଣ ସେ କଲେ।

Cross references

ଆଦି ପୁସ୍ତକ 15:15

ତଥାପି ତୁମ୍ଭ ନିମନ୍ତେ, ତୁମ୍ଭେ ଶାନ୍ତି ରେ ମରିବ ଏବଂ ତୁମ୍ଭର ପୂର୍ବପୁରୁଷଙ୍କ ସହିତ ମିଳିତ ହବେ ଏବଂ ତୁମ୍ଭେ ବହୁତ ବୃଦ୍ଧ ବଯସ ରେ କବର ପା୍ରପ୍ତ ହବେ।

ଆଦି ପୁସ୍ତକ 25:8

ଏହାପରେ ଅବ୍ରହାମ ଦୁର୍ବଳ ଦେଲେ ଓ ମୃତ୍ଯୁବରଣ କଲେ। ସେ ଅନକେ ବର୍ଷ ପର୍ୟ୍ଯନ୍ତ ବଞ୍ଚିଲେ। ସେ ଆପଣା ଲୋକମାନଙ୍କ ସହିତ କବର ପାଇଲେ।

ଆଦି ପୁସ୍ତକ 25:17

ଇଶ୍ମାଯଲରେ ଆଯୁ 137 ବର୍ଷ ବଞ୍ଚିଲେ। ଏହାପରେ ସେ ପ୍ରାଣ ତ୍ଯାଗ କଲେ। ସେ ତାଙ୍କ ପୂର୍ବପୁରୁଷଙ୍କ ସହିତ କବର ପ୍ରାପ୍ତ ହେଲେ।

ଆଦି ପୁସ୍ତକ 49:33

ଯାକୁବ ତାଙ୍କର ପିଲାମାନଙ୍କ ସହିତ କଥାବାର୍ତ୍ତା କଲାପରେ ସେ ଶୟ୍ଯା ରେ ଦୁଇପାଦ ଏକତ୍ର ବିଛଣା ଭିତରକୁ କରି ପ୍ରାଣତ୍ଯାଗ କଲେ।

ଯାତ୍ରା ପୁସ୍ତକ 1:6

ପରେ ଯୋଷଫେ ତାଙ୍କର ଭାଇମାନେ ଓ ତ୍ତକାଳୀନ ସମସ୍ତ ଲୋକ ମଲେ।

ଯାତ୍ରା ପୁସ୍ତକ 1:8

ଏହାପରେ ଜଣେ ନୂତନ ରାଜା ମିଶର ରେ ରାଜୁତି କଲେ। ସହେି ରାଜା ଜାଣଙ୍କ ଯୋଷଫଙ୍କେୁ ଜାଣି ନଥିଲେ।

ଯାତ୍ରା ପୁସ୍ତକ 5:2

କିନ୍ତୁ ଫାରୋ କହିଲେ, ସଦାପ୍ରଭୁ କିଏ? ମୁଁ କାହିଁକି ତାଙ୍କୁ ମାନିବି? ମୁଁ କାହିଁକି ଇଶ୍ରାୟେଲୀୟମାନଙ୍କୁ ୟିବାକୁ ଦବେି? ସଦାପ୍ରଭୁ କିଏ ମୁଁ ତାହା ଜାଣେ ନାହିଁ। ତେଣୁ ମୁଁ ଇଶ୍ରାୟେଲୀୟମାନଙ୍କୁ ୟିବାକୁ ଦବେି ନାହିଁ।

ଗଣନା ପୁସ୍ତକ 27:13

ତାହା ତୁମ୍ଭେ ନିରୀକ୍ଷଣ କଲାପରେ, ହାରୋଣଙ୍କ ତୁଲ୍ଯ ତୁମ୍ଭେ ମଧ୍ଯ ତୁମ୍ଭ ପୁର୍ବପୁରୁଷଗଣ ନିକଟକୁ ୟିବ।

ଦିତୀୟ ବିବରଣ 31:16

ସେତବେେଳେ ସଦାପ୍ରଭୁ ମାଶାଙ୍କେକ୍ସ୍ଟ କହିଲେ, ଦେଖ, ତୁମ୍ଭେ ଆପଣା ପୂର୍ବପୁରୁଷମାନଙ୍କ ସହିତ ଶଯନ କରିବ। ଏହାପରେ ଏହି ଲୋକମାନେ ଉଠିବେ। ପକ୍ସ୍ଟଣି ଯେଉଁ ଦେଶ ରେ ପ୍ରବେଶ କରିବାକୁ ଯାଉଅଛନ୍ତି, ସହେି ସ୍ଥାନ ରେ ବିଦେଶୀଯ ଦବଗେଣର ଅନକ୍ସ୍ଟଗାମୀ ହାଇେ ବ୍ଯଭିଗ୍ଭର କରିବେ ଓ ଆମ୍ଭକକ୍ସ୍ଟ ତ୍ଯାଗ କରିବେ। ଆମ୍ଭେ ସମାନଙ୍କେ ସହିତ ଯେଉଁ ନିଯମ କରିଅଛକ୍ସ୍ଟ, ତାହା ଲଙ୍ଘନ କରିବେ।

ଯିହୋଶୂୟ 24:31

ଇଶ୍ରାୟେଲୀୟମାନେ ସଦାପ୍ରଭୁଙ୍କୁ ଉପାସନା କରିଥିଲେ, ତାଙ୍କର ମୃତକ୍ସ୍ଟ୍ଯପରେ ମଧ୍ଯ ସମାନେେ ସଦାପ୍ରଭୁଙ୍କର ଉପାସନା କଲେ। ସମାନଙ୍କେର ବଯୋଜେଷ୍ଠଗଣ ବଞ୍ଚିଥିଲା ୟାଏଁ ସମାନେେ ସଦାପ୍ରଭୁଙ୍କର ଉପାସନା କରିବା ଜାରି ରଖିଲେ। ଏହି ମୂଖିଆମାନେ ଦେଖିଥିଲେ ସଦାପ୍ରଭୁ ଇଶ୍ରାୟେଲକକ୍ସ୍ଟ ଯାହା କରିଥିଲେ।

ପ୍ରଥମ ଶାମୁୟେଲ 2:12

ଏଲିଙ୍କର ପକ୍ସ୍ଟତ୍ରମାନେ ପାପୀ ଥିଲେ ଏବଂ ସମାନେେ ସଦାପ୍ରଭଙ୍କକ୍ସ୍ଟ ଜାଣନ୍ତି ନାହିଁ

ଦିତୀୟ ଶାମୁୟେଲ 7:12

ଯେତବେେଳେ ତୁମ୍ଭେ ମୃତକ୍ସ୍ଟ୍ଯବରଣ କରିବ, ତୁମ୍ଭକୁ ତୁମ୍ଭର ପୂର୍ବପୁରୁଷମାନଙ୍କ ମଧିଅରେ କବର ଦିଆୟିବ। ତା'ପରେ ମୁ ତୁମ୍ଭର ଔରଷରକ୍ସ୍ଟ ରାଜା କରିବି ଏବଂ ତାଙ୍କର ରାଜ୍ଯ ସ୍ଥାପନ କରିବି।

ପ୍ରଥମ ବଂଶାବଳୀ 28:9

ଏବଂ ତୁମ୍ଭେ ମାରେ ପୁତ୍ର ଶଲୋମନ, ତୁମ୍ଭ ପିତାର ପରମେଶ୍ବରଙ୍କୁ ଜାଣିଅଛ। ଶୁଦ୍ଧ ହୃଦଯ ରେ ପରମେଶ୍ବରଙ୍କର ସବୋ କର। ପରମେଶ୍ବରଙ୍କ ସବୋ କରିବା ନିମନ୍ତେ ହୃଦଯ ରେ ଆନନ୍ଦିତ ହୁଅ। କାହିଁକି ? କାରଣ ପ୍ରତିଟି ବ୍ଯକ୍ତିର ହୃଦଯ ରେ କ'ଣ ଅଛି, ତାହା ସଦାପ୍ରଭୁ ଜାଣନ୍ତି। ସଦାପ୍ରଭୁ ତୁମ୍ଭ ହୃଦଯର ସମସ୍ତ ଚିନ୍ତାକୁ ବୁଝିପାରନ୍ତି। ଯଦି ତୁମ୍ଭେ ସଦାପ୍ରଭୁଙ୍କ ନିକଟକୁ ସାହାୟ୍ଯ ମାଗବା ନିମନ୍ତେ ୟିବ, ତୁମ୍ଭେ ଉତ୍ତର ପାଇବ। କିନ୍ତୁ ତୁମ୍ଭେ ଯଦି ସଦାପ୍ରଭୁଙ୍କଠାରୁ ଫରେି ଦୂରକୁ ଚାଲିୟିବ, ତବେେ ସେ ତୁମ୍ଭକୁ ଚିରକାଳ ନିମନ୍ତେ ତ୍ଯାଗ କରିବେ।

ଆୟୁବ ପୁସ୍ତକ 21:14

କିନ୍ତୁ ଦୁଷ୍ଟ ଲୋକମାନେ ପରମେଶ୍ବରଙ୍କୁ କହିଲେ, 'ଆମ୍ଭକୁ ଏକା ଛାଡ଼ିଦିଅ। ତୁମ୍ଭେ ଯାହା କରିବାକୁ ଚାହୁଁଛ ଆମ୍ଭେ ତାହା ଖାତିର୍ କରୁନାହୁଁ।'

ଗୀତସଂହିତା 92:5

ହେ ସଦାପ୍ରଭୁ, ତୁମ୍ଭର କର୍ମସବୁ ମହତ୍। ତୁମ୍ଭର ବିଚାରଧାରା ବୁଝିବା ଆମ୍ଭ ପକ୍ଷେ କଷ୍ଟକର।

ଯିଶାଇୟ 5:12

ତୁମ୍ଲଭମାଲନସଭାଜିର ଦ୍ରାକ୍ଷାରସ, ବୀଣା, ତବଲା ବଂଶୀ ଏବଂ ଅନ୍ଯାନ୍ଯ ବାଦ୍ଯୟନ୍ତ୍ର ରଖିଥାଅ। ମାତ୍ର ସଦାପ୍ରଭୁଙ୍କର କାର୍ୟ୍ଯ ଲକ୍ଷ୍ଯ କର ନାହିଁ। ସଦାପ୍ରଭୁଙ୍କର ହସ୍ତ ବହୁ ଜିନିଷ ତିଆରି କରିଛ ମାତ୍ର ତୁମ୍ଲଭମାଲନ ତାହା ଲକ୍ଷ୍ଯ କର ନାହିଁ।ସତଣୁ ଏହା ତୁମ୍ଭମାନଙ୍କ ପାଇଁ ସନ୍ତାପର କାରଣସହବ।

ଯିରିମିୟ 9:2

ଆଉ ଯଦି ପଥିକମାନଙ୍କର ବସାପରି ପ୍ରାନ୍ତର ରେ ମାରେ ଗୋଟିଏ ବସା ଥାଆନ୍ତା, ତବେେ ମୁଁ ନିଜ ଲୋକମାନଙ୍କୁ ତ୍ଯାଗ କରି ସମାନଙ୍କେଠାରୁ ଦୂ ରଇେ ୟାଇ ପାରନ୍ତି। କାରଣ ସମାନେେ ସମସ୍ତେ ବ୍ଯଭିଚାରୀ ଓ ପରମେଶ୍ବରଙ୍କ ପ୍ରତି ବିଶ୍ବାସଘାତକତା କରିଛନ୍ତି।

ଯିରିମିୟ 9:3

ପୁଣି ସମାନେେ ଅସତ୍ଯତା ନିମନ୍ତେ ନିଜ ନିଜ ଜିହ୍ବାରୂପ ଧନୁକୁ ବକ୍ର କରନ୍ତି। ଆଉ ସମାନେେ ଦେଶ ରେ ବଳିଷ୍ଠ ହାଇେଅଛନ୍ତି, ମାତ୍ର ସତ୍ଯତା ପାଇଁ ନୁହେଁ। କାରଣ ସମାନେେ ପାପ ଉପ ରେ ପାପ କରିବାକୁ ଅଗ୍ରସର ହୁଅନ୍ତି। ସମାନେେ ଆମ୍ଭକୁ ଜାଣନ୍ତି ନାହିଁ। ଏହା ସଦାପ୍ରଭୁ କହନ୍ତି।

ଯିରିମିୟ 9:5

ସମାନେେ ପ୍ରେତ୍ୟକକ ଆପଣା ପ୍ରତିବେଶୀକୁ ପ୍ରବ୍ଯଞ୍ଚନା କରିବେ ଓ କବେେ ସତ୍ଯକଥା କହିବେ ନାହିଁ। ସମାନେେ ମିଥ୍ଯା କହିବାକୁ ନିଜ ନିଜ ଜିହ୍ବାକୁ ଶିଖାଇ ଅଛନ୍ତି। ଥକିବା ପର୍ୟ୍ଯନ୍ତ ସମାନେେ ମନ୍ଦକର୍ମ କରନ୍ତି।

ଯିରିମିୟ 22:16

ଯୋଶିୟ ଦରିଦ୍ର ଓ ଦୀନହୀନଙ୍କର ଯତ୍ନ ନେଉଥିବାରୁ ତାଙ୍କ ମଙ୍ଗଳ ହେଲା। ସଦାପ୍ରଭୁ କହନ୍ତି, ଏହାକି ଆମ୍ଭକୁ ଜ୍ଞାତ ହବୋର ନୁହେଁ ?

ଯିରିମିୟ 31:34

ପରମେଶ୍ବରଙ୍କୁ ଜାଣିବାକୁ ସମାନେେ ଆପଣା ଆପଣା ପ୍ରତିବେଶୀଙ୍କୁ ଓ ଭ୍ରାତାଙ୍କୁ ଶିକ୍ଷା ଦବେେ ନାହିଁ। କାରଣ ସଦାପ୍ରଭୁ କହନ୍ତି େଛାଟଠାରୁ ବଡ଼ ପର୍ୟ୍ଯନ୍ତ ସମସ୍ତେ ଆମ୍ଭକୁ ଜାଣିବେ। ଯେ ହତେୁ ଆମ୍ଭେ ସମାନଙ୍କେର ଅପରାଧ କ୍ଷମା କରିବା ଓ ସମାନଙ୍କେର ପାପ ଆଉ ସ୍ମରଣ କରିବା ନାହିଁ।

ଲୂକଲିଖିତ ସୁସମାଚାର 20:32

ଶଷେ ରେ ସହେି ସ୍ତ୍ରୀଟି ମଧ୍ଯ ମରିଗଲା।

ରେରିତମାନଙ୍କ କାର୍ଯ୍ୟର ବିବରଣ 13:36

ଦାଉଦ ତାହାଙ୍କ ୟୁଗ ରେ ପରମେଶ୍ବରଙ୍କର ଇଚ୍ଛା ଅନୁସାରେ ସବୋକାର୍ୟ୍ଯ କରି ସାରିଲାପରେ ଦହେତ୍ଯାଗ କରିଥିଲେ। ଦାଉଦଙ୍କୁ ତାହାଙ୍କ ପୂର୍ବପୁରୁଷମାନଙ୍କ ସହିତ ସମାଧି ଦିଆଗଲା ଓ ସେ କ୍ଷୟ ପ୍ରାପ୍ତ ହେଲେ।

ଗାଲାତୀୟଙ୍କ ପ୍ରତି ପତ୍ର 4:8

ପୂର୍ବରୁ ତୁମ୍ଭେ ପରମେଶ୍ବରଙ୍କୁ ଜାଣି ନ ଥିଲ। ତୁମ୍ଭମାନେେ ମିଥ୍ଯା ଦବେତାମାନଙ୍କର ଦାସ ଥିଲ।

ଥେସଲନୀକୀୟଙ୍କ ପ୍ରତି ଦ୍ୱିତୀୟ ପତ୍ର 1:8

ଯେଉଁମାନେ ପରମେଶ୍ବରଙ୍କୁ ଜାଣନ୍ତି ନାହିଁ ଓ ଆମ୍ଭ ପ୍ରଭୁ ଯୀଶୁଙ୍କର ସୁସମାଚାରକୁ ମାନନ୍ତି ନାହିଁ, ସମାନଙ୍କେୁ ଦଣ୍ଡ ଦବୋ ଲାଗି ସେ ଜ୍ବଳନ୍ତ ଅଗ୍ନି ଶିଖା ସହିତ ଆସିବେ।

ତୀତସଙ୍କ ପ୍ରତି ପତ୍ର 1:16

ସେ ଲୋକମାନେ କୁହନ୍ତି ଯେ ସମାନେେ ପରମେଶ୍ବରଙ୍କୁ ଜାଣିଛନ୍ତି। କିନ୍ତୁ ଯେଉଁସବୁ ମନ୍ଦ କାମ ସମାନେେ କରୁଛନ୍ତି, ସେଥିରୁ ଜଣାଯାଏ ଯେ ସମାନେେ ପରମେଶ୍ବରଙ୍କୁ ଗ୍ରହଣ କରନ୍ତି ନାହିଁ। ସମାନେେ ଭୟଙ୍କର ଲୋକ, ଆଜ୍ଞା ବି ରୋଧୀ ଓ କୌଣସି ଭଲ କାମ ପାଇଁ ଅ ଯୋଗ୍ଯ।

Interlinear

Choose Theme