Home Bibles ବିଚାରକର୍ତାମାନଙ୍କ ବିବରଣ 2:4 · ଓଡ଼ିଆ ବାଇବେଲ
ବିଚାରକର୍ତାମାନଙ୍କ ବିବରଣ 2:4 · ଓଡ଼ିଆ ବାଇବେଲ

ଯେତବେେଳେ ସଦାପ୍ରଭୁଙ୍କ ଦୂତ ଏହିକଥା ଇଶ୍ରାୟେଲବାସୀଙ୍କକ୍ସ୍ଟ କହିଲେ, ସମାନେେ ଉଚ୍ଚସ୍ବର ରେ ରୋଦନ କଲେ।

Cross references

ପ୍ରଥମ ଶାମୁୟେଲ 7:6

ଇଶ୍ରାୟେଲୀୟମାନେ ମିସପୀ ରେ ମିଳିତ ହେଲେ ଏବଂ ପାଣି ଆଣିଲେ ଏବଂ ସଦାପ୍ରଭୁଙ୍କ ଆଗ ରେ ତାହା ଢାଳିଲେ। ସମାନେେ ସହେିଦିନ ଉପବାସ ପାଳନ କଲେ। ସମାନେେ କହିଲେ, ଆମ୍ଭମାନେେ ସଦାପ୍ରଭୁଙ୍କ ବିରକ୍ସ୍ଟଦ୍ଧ ରେ ପାପ କରୁଛକ୍ସ୍ଟ। ଶାମକ୍ସ୍ଟଯଲେ ମିସପୀ ରେ ଇଶ୍ରାୟେଲୀୟମାନଙ୍କର ବିଗ୍ଭର କଲେ।

ପ୍ରଥମ ଶାମୁୟେଲ 11:4

ଗିବିଯା ଦୂତ ଶାଉଲ ବାସ କରୁଥିବା ସହର ରେ ଲୋକମାନଙ୍କୁ ଏହି କଥା କହିବାରକ୍ସ୍ଟ ଲୋକମାନେ ଦକ୍ସ୍ଟଃଖ ରେ କ୍ରନ୍ଦନ କରିବାକୁ ଲାଗିଲେ।

ଏଜ୍ରା 10:1

ଏଜ୍ରା ପରମେଶ୍ବରଙ୍କ ଗୃହ ସମ୍ମୁଖ ରେ ପ୍ରାର୍ଥନା କରୁଥିଲେ ଓ ତାଙ୍କର ଦୋଷ ସ୍ବୀକାର କରୁଥିଲେ। ଏହି ସମୟରେ ସେ ପରମେଶ୍ବରଙ୍କ ମନ୍ଦିର ସମ୍ମୁଖ ରେ ନତମସ୍ତକ ହାଇେ କ୍ରନ୍ଦନ କରୁଥିଲେ। ଏଜ୍ରା ଏପରି କରୁଥିବା ସମୟରେ ଦଳେ ଲୋକ ଇଶ୍ରାୟେଲର ପୁରୁଷମାନେ, ସ୍ତ୍ରୀମାନେ ଓ ପିଲାମାନେ ତାଙ୍କ ଚତୁଃପାଶର୍‌ବ ରେ ଘରେି ରହିଥିଲେ। ସହେି ଇଶ୍ରାୟେଲୀୟମାନେ ମଧ୍ଯ ଅତିଶଯ କ୍ରନ୍ଦନ କରୁଥିଲେ।

ହିତୋପଦେଶ 17:10

ମୂର୍ଖକୁ ଶ ହେ ମାଡ଼ ଅପେକ୍ଷା ବୁଦ୍ଧିମାନକୁ ପଦେ ଅନୁୟୋଗ ଅଧିକ କାଟେ।

ଯିରିମିୟ 31:9

ସମାନେେ କ୍ରନ୍ଦନ କରି ଆସୁଥିଲା ବେଳେ ଆମ୍ଭେ ସମାନଙ୍କେୁ ଆଗଇେ ନବୋ। ଆମ୍ଭେ ସମାନଙ୍କେୁ ଜଳପୂର୍ଣ୍ଣ ନଦୀଗୁଡ଼ିକ ନିକଟ ଦଇେ ସଳଖ ପଥରେ ଗମନ କରାଇବା। ସେ ପଥରେ ସମାନେେ ଝୁଣ୍ଟିବେ ନାହିଁ। କାରଣ ଆମ୍ଭେ ଇଶ୍ରାୟେଲର ପିତା ଓ ଇଫ୍ରଯିମ ଆମ୍ଭର ପ୍ରଥମଜାତ ସନ୍ତାନ।

ଯୋୟେଲ 2:12

ଏହା ସଦାପ୍ରଭୁଙ୍କର ବାର୍ତ୍ତା: ବର୍ତ୍ତମାନ ତୁମ୍ଭମାନେେ ସର୍ବାନ୍ତକରଣ ରେ ଆମ୍ଭ ନିକଟକୁ ଫରେିଆସ। ମନ୍ଦ କର୍ମ କରିଥିଲ ବୋଲି ବିଳାପ କର। ସେଥିପାଇଁ ଉପବାସ କରି ପ୍ରାର୍ଥନା କର।

ଯିଖରିୟ 12:10

ଆମ୍ଭେ ଦାଉଦ ପରିବାର ଓ ୟିରୁଶାଲମ ନିବାସୀଙ୍କ ଉପ ରେ ଦୟା ଓ ବିନତୀର ଆତ୍ମା ବୃଷ୍ଟି କରିବା। ସମାନେେ ଆମ୍ଭକୁ ଦେଖିବେ, ଯାହାକୁ ସମାନେେ ବିନ୍ଧି କଲେ। ଏବଂ ସମାନେେ ଶାେକ କରିବେ। ସମାନେେ ଏପରି ଶାେକ କରିବେ ଯେ, ନିଜର ଏକମାତ୍ର ପୁତ୍ରର ମୃତ୍ଯୁ ରେ ଜଣେ ଯେପରି ଶାେକ କରେ। ସମାନେେ ବ୍ଯାକୁଳ ହାଇେ କାନ୍ଦିବେ, ଯେପରି ଜଣେ ଜେଷ୍ଠପୁତ୍ରର ମୃତ୍ଯୁ ରେ କାନ୍ଦନ୍ତି।

ଲୂକଲିଖିତ ସୁସମାଚାର 6:21

ତୁମ୍ଭମାନେେ, ଯେଉଁମାନେ ଏବେ ଭୋକିଲା, ଧନ୍ଯ, କାରଣ ତୁମ୍ଭମାନେେ ପରିତୃପ୍ତ ହବେ। ରୋଦନ କରୁଛ ଯେ ତୁମ୍ଭମାନେେ, ତୁମ୍ଭମାନେେ ଏବେ ଧନ୍ଯ, କାରଣ ତୁମ୍ଭମାନେେ ଆନନ୍ଦ ରେ ଜୀବନଯାପନ କରିବ।

ଲୂକଲିଖିତ ସୁସମାଚାର 7:38

ସେ ଯୀଶୁଙ୍କ ପଛଆଡେ ଗୋଡ ପାଖ ରେ ଠିଆ ହେଲା। ସେ କାନ୍ଦୁଥିଲା। ତା'ପରେ ସେ ଯୀଶୁଙ୍କ ପାଦ ତା ଲୁହ ରେ ଧୋଇ ଦଲୋ। ନିଜ ମୁଣ୍ଡର ବାଳ ରେ ଯୀଶୁଙ୍କ ପାଦ ପୋଛି ଦଲୋ। ତାହାଙ୍କ ପାଦ ରେ ବହୁବାର ଚୁମ୍ବନ ଦଲୋ ଓ ପାଦ ଉପରେ ଅତର ଢାଳି ଦଲୋ।

କରିନ୍ଥୀୟଙ୍କ ପ୍ରତି ଦ୍ୱିତୀୟ ପତ୍ର 7:10

କାରଣ ଈଶ୍ବରଙ୍କ ଇଚ୍ଛା ଅନୁସାରେ ଯେଉଁ ଦୁଃଖ ଦ୍ବାରା ପରିତ୍ରାଣ ପାଇଲ ଓ ମନ ପରିବର୍ତ୍ତନ କରିଲ, ସେଥିପାଇଁ ଦୁଃଖିତ ହବୋ ଆବଶ୍ଯକ ନାହିଁ। ମାତ୍ର ଜାଗତିକ ଦୁଃଖ ମୃତ୍ଯୁ ଆଣିଥାଏ।

ଯାକୁବଙ୍କ ପତ୍ 4:9

ଦୁଃଖି ହୁଅ, ଦୁଃଖ ପ୍ରକାଶ କର ଓ କ୍ରନ୍ଦନ କର ! ତୁମ୍ଭର ହାସ୍ଯକୁ କ୍ରନ୍ଦନ ରେ ବଦଳାଇ ଦିଅ। ତୁମ୍ଭର ପ୍ରଫୁଲତାକୁ ଦୁଃଖ ରେ ବଦଳାଅ।

Interlinear

Choose Theme