Home Bibles ବିଚାରକର୍ତାମାନଙ୍କ ବିବରଣ 20:37 · ଓଡ଼ିଆ ବାଇବେଲ
ବିଚାରକର୍ତାମାନଙ୍କ ବିବରଣ 20:37 · ଓଡ଼ିଆ ବାଇବେଲ

ସଠାେରେ ଲକ୍ସ୍ଟଚିଥିବା ଲୋକମାନେ ଗିବିଯାକକ୍ସ୍ଟ ଆକ୍ରମଣ କରି ଦେଲେ। ସମାନେେ ନଗରର ଗ୍ଭରିଆଡେ ବ୍ଯାପିଗଲେ ଏବଂ ନଗର ରେ ଖଣ୍ତା ଦ୍ବାରା ପ୍ରେତ୍ୟକକଙ୍କକ୍ସ୍ଟ ହତ୍ଯା କଲେ।

Cross references

ଯାତ୍ରା ପୁସ୍ତକ 19:13

କିଏ ପଥର ଛଚୋ ରେ ମରିବ ତ କିଏ ବାଣ ଦ୍ବାରା ମରିବ। କିନ୍ତୁ କହେି ଏହି ବ୍ଯକ୍ତିକୁ ହତ୍ଯା କରି ପାରିବେ ନାହିଁ। ଲୋକମାନଙ୍କୁ ଏହିପରି ତୂରୀ ବାଜୀବା ପର୍ୟ୍ଯନ୍ତ ଅପେକ୍ଷା କରିବାକୁ ପଡିବ। ଏହାପରେ ସମାନେେ ପର୍ବତ ଉପରକୁ ୟାଇ ପାରିବେ।

ଯିହୋଶୂୟ 6:5

ସମସ୍ତ ଯାଜକମାନେ ମଷେ ଶିଙ୍ଗା ରେ ଦୀର୍ଘ୍ଯ ଧ୍ବନୀ କରିବେ ଓ ଯେତବେେଳେ ତୁମ୍ଭମାନେେ ସହେି ଶିଙ୍ଗା ଶଦ୍ଦ ଶକ୍ସ୍ଟଣିବ ସେତବେେଳେ ସମସ୍ତ ଲୋକ ମହାଜଯ ଜଯଧ୍ବନୀ କରିବେ ଏବଂ ପ୍ରାଚୀର ପଡିୟିବ ଓ ସମସ୍ତ ଲୋକମାନେ ସିଧା ନଗରକକ୍ସ୍ଟ ୟିବାକକ୍ସ୍ଟ ସକ୍ଷମ ହବେେ।

ଯିହୋଶୂୟ 8:14

ଯେତବେେଳେ ଅଯର ରାଜା ଇଶ୍ରାୟେଲର ୈସନ୍ଯମାନଙ୍କୁ ଦେଖିଲେ, ଅଯର ରାଜା ଏବଂ ତାଙ୍କର ସୈନ୍ଯମାନେ ଇଶ୍ରାୟେଲର ସୈନ୍ଯମାନଙ୍କ ସହିତ ୟକ୍ସ୍ଟଦ୍ଧ କରିବାକୁ ତରବର ହାଇେ ବାହାରି ଆସିଲେ। ଅଯର ରାଜା ପୂର୍ବ ପଟ ରେ ଥିବା ୟର୍ଦ୍ଦନ ଉପତ୍ୟକା ଆଡକକ୍ସ୍ଟ ଅଗ୍ରସର ହେଲେ। ସେ ଲକ୍ଷ୍ଯ କରି ନଥିଲେ ଯେ ସୈନ୍ଯମାନେ ନଗରର ପଛ ପଟେ ଲକ୍ସ୍ଟଚି ଅଛନ୍ତି ବୋଲି।

ଯିହୋଶୂୟ 8:19

ଇଶ୍ରାୟେଲର ସୈନ୍ଯମାନେ ସମାନଙ୍କେର ଲକ୍ସ୍ଟଚିବା ସ୍ଥାନରକ୍ସ୍ଟ ସେ ବର୍ଚ୍ଛା ନିକ୍ଷପେ କରୁଥିବାର ଦେଖିଲେ। ସମାନେେ ନଗର ଆଡକକ୍ସ୍ଟ ତରବର ହାଇେ ଦୌଡିଲେ। ସମାନେେ ଏହିପରି ନଗର ମଧ୍ଯକକ୍ସ୍ଟ ପ୍ରବେଶ କଲେ ଓ ନଗରକକ୍ସ୍ଟ ନିଜର ଆଯତାଧିନ କଲେ। ଏହାପରେ ସୈନ୍ଯମାନେ ଗ୍ଭରିଆଡେ ଅଗ୍ନି ସଂୟୋଗ କଲେ।

Interlinear

Choose Theme