ବିଚାରକର୍ତାମାନଙ୍କ ବିବରଣ 21:17 · ଓଡ଼ିଆ ବାଇବେଲ
ବିନ୍ଯାମୀନ ପରିବାରବର୍ଗର ଅବଶିଷ୍ଟ ଲୋକମାନେ ସମାନଙ୍କେର ବଂଶ ରକ୍ଷା କରିବା ଉଚିତ୍। ତା' ନ ହେଲେ ଇଶ୍ରାୟେଲରକ୍ସ୍ଟ ପରିବାରବର୍ଗ ଲୋପ ପାଇଯିବେ।
Cross references
ଗଣନା ପୁସ୍ତକ 26:55
ତୁମ୍ଭେ ଗୁଳାବାଣ୍ଟ ଦ୍ବାରା ଦେଶ ଭାଗ କରିବା ଉଚିତ୍। ସମାନେେ ନିଜ ନିଜ ପରିବାରବର୍ଗର ନାମ ଅନୁସାରେ ଭାଗ ପାଇବା ଉଚିତ୍।
ଗଣନା ପୁସ୍ତକ 36:7
ଅଧିକାର ଗୋଟିଏ ପରିବାରବର୍ଗରୁ ଅନ୍ୟ ଗୋଟିଏ ପରିବାରବର୍ଗକୁ ୟିବା ଉଚିତ୍ ନୁହଁ। ଇଶ୍ରାୟେଲ ପ୍ରେତ୍ୟକକ ବ୍ଯକ୍ତି ସମାନଙ୍କେର ଭୂମିର ଅଧିକାର ନିଜ ନିଜ ପରିବାରବର୍ଗଙ୍କ ମଧିଅରେ ରଖିବା ଉଚିତ୍।