Home Bibles ☰ Books ବିଚାରକର୍ତାମାନଙ୍କ ବିବରଣ 21:3 · ଓଡ଼ିଆ ବାଇବେଲ
ବିଚାରକର୍ତାମାନଙ୍କ ବିବରଣ 21:3 · ଓଡ଼ିଆ ବାଇବେଲ

ସମାନେେ ସଦାପ୍ରଭୁଙ୍କୁ କହିଲେ, ହେ ସଦାପ୍ରଭୁ! ତୁମ୍ଭେ ଇଶ୍ରାୟେଲର ପରମେଶ୍ବର। ଇଶ୍ରାୟେଲୀୟ ପ୍ରତି ଏପରି ବିପଦ କାହିଁକି ପଡିଲା? ଏବଂ କାହିଁକି ଇଶ୍ରାୟେଲର ପରିବାରବର୍ଗ ମଧ୍ଯରକ୍ସ୍ଟ ଗୋଟିଏ ହଜି ଯାଉଛି।

Cross references

ଦିତୀୟ ବିବରଣ 29:24

ସେତବେେଳେ ସବୁ ଗୋଷ୍ଠୀଯ ଲୋକମାନେ କହିବେ, 'ସଦାପ୍ରଭୁ ଏଦେଶ ପ୍ରତି କାହିଁକି ଏପରି କଲେ? ଏରୂପ ମହାକୋର୍ଧ ପ୍ରଜ୍ବଳିତ ହବୋର କାରଣ କ'ଣ?

ଯିହୋଶୂୟ 7:7

ଯିହାଶୂେୟ କହିଲେ, ହେ ମାରେ ପ୍ରଭକ୍ସ୍ଟ, ଆପଣ କାହିଁକି ଏହି ଲୋକମାନଙ୍କୁ ୟର୍ଦ୍ଦନ ପାର ହବୋକକ୍ସ୍ଟ ଦେଲେ? କ'ଣ ଆମ୍ଭକକ୍ସ୍ଟ ଇ ମାରେୀଯମାନଙ୍କ ହସ୍ତ ରେ ବିନାଶ କରିବାକୁ, ଏହା କଲେ? ଆହା ଯଦି ମୁ ୟର୍ଦ୍ଦନ ସପୋରି ରେ ରହିଥାନ୍ତି।

ଗୀତସଂହିତା 74:1

ପରମେଶ୍ବର, ତୁମ୍ଭେ କାହିଁକି ବହୁତ ଦିନ ଆମ୍ଭମାନଙ୍କୁ ପରିତ୍ଯାଗ କଲ ? ତୁମ୍ଭେ କାହିଁକି ଆମ୍ଭମାନଙ୍କ ଉପରେ ଏତେ ରାଗିଅଛ, ଆମ୍ଭେ ୟେ ତୁମ୍ଭର ନିଜ ଦଳ?

ଗୀତସଂହିତା 80:12

ହେ ପରମେଶ୍ବର, ତୁମ୍ଭେ କାହିଁକି ଦ୍ରାକ୍ଷାଲତାର ସୁରକ୍ଷା ପ୍ରାଚୀର ଭାଙ୍ଗି ପକାଇଲ ? ପଥିକମାନେ ସବୁ ଅଙ୍ଗୁର ଛିଣ୍ଡାଇ ପକାଉଛନ୍ତି।

ହିତୋପଦେଶ 19:3

ମନୁଷ୍ଯର ଅଜ୍ଞାନତା ନିଜର ଜୀବନକୁ ଧ୍ବଂସ କରେ। କିନ୍ତୁ ତା'ପ ରେ ସେ ସଦାପ୍ରଭୁଙ୍କୁ ବଦନାମ କରେ।

ଯିଶାଇୟ 63:17

ହେ ସଦାପ୍ରଭୁ, ଆମ୍ଭମାନଙ୍କୁ କାହିଁକି ତୁମ୍ଭ ପଥରୁ ବିଭ୍ରାନ୍ତ କରୁଅଛି ଓ ତୁମ୍ଭକୁ ଭୟ କରିବାକୁ ଆମ୍ଭର ଅନ୍ତଃକରଣକୁ କଠିନ କରୁଅଛ ? ନିଜର ଦାସମାନଙ୍କ ପାଇଁ ଓ ନିଜର ଅଧିକାର ସ୍ବରୂପ ଗୋଷ୍ଠୀଗଣଙ୍କ ପାଇଁ ଫରେିଆସ।

ଯିରିମିୟ 12:1

ହେ ସଦାପ୍ରଭୁ, ମୁଁ ଯେତବେେଳେ ତୁମ୍ଭ ବିପକ୍ଷ ରେ ଅଭିଯୋଗ ଆଣେ, ତୁମ୍ଭେ ସର୍ବଦା ଉଚିତ୍ ଅଟ, କିନ୍ତୁ ତଥାପି ତୁମ୍ଭ ନିଷ୍ପତ୍ତି ବିରୁଦ୍ଧ ରେ ମୁଁ ପ୍ରତିବାଦ କରିବି। ଦୁଷ୍ଟ ଲୋକମାନେ କାହିଁକି କୃତକାର୍ୟ୍ଯ ହୁଅନ୍ତି ? ଅତି ବିଶ୍ବାସଘାତକ କାହିଁକି ନିରାପଦ ରେ ରହନ୍ତି ?

Interlinear

Choose Theme