Home Bibles ବିଚାରକର୍ତାମାନଙ୍କ ବିବରଣ 3:15 · ଓଡ଼ିଆ ବାଇବେଲ
ବିଚାରକର୍ତାମାନଙ୍କ ବିବରଣ 3:15 · ଓଡ଼ିଆ ବାଇବେଲ

ଇଶ୍ରାୟେଲ ସନ୍ତାନଗଣ ସଦାପ୍ରଭୁଙ୍କ ନିକଟରେ କ୍ରନ୍ଦନ କଲେ। ସଦାପ୍ରଭୁ ସମାନଙ୍କେୁ ରକ୍ଷା କରିବା ପାଇଁ ଉଦ୍ଧାର କର୍ତ୍ତାଙ୍କକ୍ସ୍ଟ ପଠାଇଲେ। ସହେି ଲୋକ ଜଣଙ୍କ ଥିଲେ ଏହୂଦ୍। ଏହକ୍ସ୍ଟଦ୍ ଥିଲେ ବିନ୍ଯାମିନୀଯ ପରିବାରବର୍ଗର ଗରୋର ପକ୍ସ୍ଟତ୍ର। ତାଙ୍କର ବାମହାତ ରେ ୟକ୍ସ୍ଟଦ୍ଧ କରିବା ପାଇଁ ପ୍ରଶିକ୍ଷିତ ହାଇେଥିଲେ। ଇଶ୍ରାୟେଲ ଲୋକମାନେ ତାଙ୍କଦ୍ବାରା ମାୟୋବୀଯର ରାଜା ଇଲ୍ଲୋନଙ୍କ ନିକଟକକ୍ସ୍ଟ ଭଟେି ପଠାଇଲେ।

Cross references

ବିଚାରକର୍ତାମାନଙ୍କ ବିବରଣ 2:16

ଏହାପରେ ସଦାପ୍ରଭୁ ବିଗ୍ଭରକର୍ତ୍ତାଗଣଙ୍କକ୍ସ୍ଟ ସମାନଙ୍କେ ଉପରେ ନିୟକ୍ସ୍ଟକ୍ତି କଲେ। ଏବଂ ସହେି ବିଗ୍ଭରକର୍ତ୍ତାଗଣ, ସମାନଙ୍କେର ଧନସଐତ୍ତି ଯେଉଁମାନେ ନଇେଥିଲେ, ସହେି ଶତୃମାନଙ୍କ ହାତରକ୍ସ୍ଟ ସମାନଙ୍କେୁ ଉଧାର କଲେ।

ବିଚାରକର୍ତାମାନଙ୍କ ବିବରଣ 3:9

ଏହାପରେ ଇଶ୍ରାୟେଲ ସନ୍ତାନଗଣ ସଦାପ୍ରଭୁଙ୍କ ନିକଟରେ କ୍ରନ୍ଦନ କଲେ। ସମାନଙ୍କେୁ ସାହାୟ୍ଯ ଓ ରକ୍ଷା କରିବା ପାଇଁ ସଦାପ୍ରଭୁ ଏକ ଲୋକ ପଠାଇଲେ। ସହେି ଲୋକର ନାମ ଥିଲା ଅତ୍ନୀଯଲେ। ସେ ଥିଲେ କାଲବଙ୍କେର ସାନ ଭାଇ କନସରର ପକ୍ସ୍ଟତ୍ର।

ବିଚାରକର୍ତାମାନଙ୍କ ବିବରଣ 4:3

ସୀଷରା 900 ଲୌହ ନିର୍ମିତ ରଥ ଥିଲା ଏବଂ ସେ ଇଶ୍ରାୟେଲର ଲୋକମାନେ ପ୍ରତି କୋଡିଏ ବର୍ଷ ଧରି ଶୋଷଣ କଲେ ଏବଂ ଅତ୍ଯାଗ୍ଭର କଲେ। ତେଣୁ ଇଶ୍ରାୟେଲର ଲୋକମାନେ ସମାନଙ୍କେ ସାହାୟ୍ଯ କରିବା ପାଇଁ ସଦାପ୍ରଭୁଙ୍କ ନିକଟରେ କ୍ରନ୍ଦନ କଲେ।

ବିଚାରକର୍ତାମାନଙ୍କ ବିବରଣ 20:16

ଏହି ଲୋକମାନଙ୍କ ମଧିଅରେ 700ବଚ୍ଛା ଲୋକ ବାଁହାତିଆ ଥିଲେ। ଲକ୍ଷ୍ଯ ନହରାଇ ସମାନେେ ଗୋଟିଏ କେଶକକ୍ସ୍ଟ ମଧ୍ଯ ବାଟକ୍ସ୍ଟଳି ଦ୍ବାରା ମଧ୍ଯ ଲକ୍ଷ୍ଯଭଦେ କରିପାରନ୍ତି।

ପ୍ରଥମ ଶାମୁୟେଲ 10:27

କିନ୍ତୁ କେତେ ଖଳ ବ୍ଯକ୍ତି କହିଲେ, କମେିତି ଏ ଲୋକ ଆମକକ୍ସ୍ଟ ରକ୍ଷା କରିବ? ସମାନେେ ଶାଉଲଙ୍କ ବିରକ୍ସ୍ଟଦ୍ଧ ରେ ଖରାପ କଥା କହିଲେ ଏବଂ ତାଙ୍କ ନିକଟକକ୍ସ୍ଟ ଉପହାର ଆଣିବା ପାଇଁ ବାରଣ କଲେ। କିନ୍ତୁ ଶାଉଲ ନୀରବ ରହିଲେ।

ଦିତୀୟ ଶାମୁୟେଲ 20:9

ଯୋୟାବ ଅମାସାକକ୍ସ୍ଟ ପଗ୍ଭରିଲା, କି ଭାଇ ତୁମ୍ଭର ମଙ୍ଗଳ?

ଦିତୀୟ ଶାମୁୟେଲ 20:10

ମାତ୍ର ଯୋୟାବର ହସ୍ତସ୍ଥିତ ଖଡ୍ଗ ପ୍ରତି ଅମାସା କିଛି ଦୃଷ୍ଟି ଦଲୋ ନାହିଁ। ଏବଂ ଯୋୟାବ ସହେି ଖଡ୍ଗ ରେ ତା'ର ଉଦରକକ୍ସ୍ଟ ଆଘାତ କରି ତାହାର ଅନ୍ତବକ୍ସ୍ଟଜକ୍ସ୍ଟଳି କାଢି ଭୂମିରେ ପକାଇ ଦଲୋ। ସେ ଦ୍ବିତୀୟ ଥର ଆଘାତ କଲା ନାହିଁ। ସେଥି ରେ ହିଁ ସେ ମରି ୟାଇଥିଲା। ତା'ପରେ ଯୋୟାବ ଏବଂ ତାହାର ଭାଇ ଅବୀଶଯ ବିଖ୍ରିର ପକ୍ସ୍ଟତ୍ର ପଛ ରେ ଗୋଡ଼ାଇବାକକ୍ସ୍ଟ ଆରମ୍ଭ କଲେ।

ପ୍ରଥମ ବଂଶାବଳୀ 8:3

ବଲୋଙ୍କର ପୁତ୍ରମାନେ ଥିଲେ,

ପ୍ରଥମ ବଂଶାବଳୀ 8:5

ନାମାନ୍, ଆହୋହ, ଗରୋ, ଶଫୂଫନ ଓ ହୂରମ୍।

ପ୍ରଥମ ବଂଶାବଳୀ 12:2

ଏହି ଲୋକମାନେ ଧନୁର୍ଦ୍ଧର ଥିଲେ, ଯେଉଁମାନେ ଡ଼ାହାଣ ଓ ବାମ ଉଭୟ ହସ୍ତଦ୍ବାରା ଧନୁରୁ ତୀର ମାରିପାରୁଥିଲେ। ଆହୁରି ମଧ୍ଯ, ସମାନେେ ସମାନଙ୍କେ ଡ଼ାହାଣ ଓ ବାମ, ଉଭୟ ହସ୍ତଦ୍ବାରା ବାଟୁଳି ଦ୍ବାରା ପଥର ମାରିପାରୁ ଥିଲେ। ସମାନେେ ବିନ୍ଯାମୀନୀଯ ଗୋଷ୍ଠୀବର୍ଗ ଓ ଶାଉଲଙ୍କ ଆତ୍ମୀଯ ଥିଲେ।

ଦିତୀୟ ବଂଶାବଳୀ 9:24

ପ୍ରତି ବର୍ଷ ସହେି ରାଜାମାନେ ଶଲୋମନଙ୍କ ନିମନ୍ତେ ଉପହାରମାନ ନଇେ ଆସୁଥିଲେ। ସମାନେେ ସୁନା, ରୂପା ଦ୍ରବ୍ଯ, ବସ୍ତ୍ର, ୟୁଦ୍ଧସାଜ, ମଶାଲ, ଅଶ୍ବଗୁଡ଼ିକ ଓ ଖଚରମାନ ଆଣିଲେ।

ଗୀତସଂହିତା 50:15

ପରମେଶ୍ବର କହନ୍ତି, ତୁମ୍ଭେ ବିପଦରେ ପଡ଼ିଥିବା ବେଳେ ଆମ୍ଭକୁ ଡ଼ାକ, ଆମ୍ଭେ ତୁମ୍ଭକୁ ସାହାୟ୍ଯ କରିବୁ ଓ ତା'ପରେ ତୁମ୍ଭେ ଆମ୍ଭର ମହିମା କରିବ।

ଗୀତସଂହିତା 78:34

ଯେତବେେଳେ ପରମେଶ୍ବର ସମାନଙ୍କେ ମଧ୍ଯରୁ କେତକଙ୍କେୁ ମାରିଲେ, ଅନ୍ୟମାନେ ପରମେଶ୍ବରଙ୍କ ନିକଟକୁ ଫରେିଆସିଲେ ଏବଂ ତାଙ୍କଠାରୁ ସାହାୟ୍ଯ ପାଇବା ପାଇଁ ଉତ୍କଣ୍ଠିତ ହେଲେ।

ଗୀତସଂହିତା 90:15

ତୁମ୍ଭେ ଜୀବନରେ ଆମ୍ଭକୁ ବହୁ ବର୍ଷଧରି କଷ୍ଟ ଓ ୟନ୍ତ୍ରଣା ଦଲେ। ବର୍ତ୍ତମାନ ଆମ୍ଭକୁ ଆନନ୍ଦିତ କର, ୟପରେି ୟଥାର୍ଥ।

ହିତୋପଦେଶ 18:16

ମନୁଷ୍ଯର ଭଟେୀ ତାକୁ ପ୍ରବେଶ ଦିଏ। ପ୍ରଭାବଶାଳୀ ଲୋକମାନଙ୍କର ଉପସ୍ଥିତ ଭିତରକୁ।

ହିତୋପଦେଶ 19:6

ଅନକେ ଲୋକ ବଦାନ୍ଯ ଲୋକର ଅନୁଗ୍ରହ ପ୍ରାର୍ଥନା କରନ୍ତି। ପୁଣି ପ୍ରେତ୍ୟକକ ଲୋକ ସହେି ଲୋକର ବନ୍ଧୁ ହୁଅନ୍ତି ୟିଏ ଉପହାର ଦିଏ।

ହିତୋପଦେଶ 21:14

ଗୁପ୍ତ ରେ ଦାନ ଦେଲେ କୋରଧ ଶାନ୍ତ ହୁଏ। ପୁଣି ଅଣ୍ଟି ରେ ଲାଞ୍ଚ ପ୍ରଦାନ ପ୍ରଚଣ୍ଡ କୋପ ଶାନ୍ତ କରେ।

ଯିଶାଇୟ 36:16

ହିଜକିଯଙ୍କ କଥା ଶୁଣ ନାହିଁ। କାରଣ ଅଶୂର ରାଜା ଏହିକଥା କୁହନ୍ତି, ତୁମ୍ଭମାନେେ ମାେ ସହିତ ଚୁକ୍ତି କର। ତୁମ୍ଭମାନେେ ନଗରରୁ ବାହାରି ମାେ ନିକଟକୁ ଚାଳିଆସ। ତା'ପ ରେ ପ୍ରେତ୍ୟକକ ନିଜ ନିଜ ଗୃହକୁ ୟିବାକୁ ମୁକ୍ତ ଅଟ। ପ୍ରେତ୍ୟକକ ଆପଣା ଆପଣା ଦ୍ରାକ୍ଷାଫଳ ଓ ଡ଼ିମ୍ବିରି ଫଳ ଭୋଜନ କର। ପ୍ରେତ୍ୟକକ ନିଜ ନିଜ କୂପରୁ ଜଳ ପାନକର।

ଯିରିମିୟ 29:12

ତେଣୁ ତୁମ୍ଭମାନେେ ଆମ୍ଭକୁ ଆହ୍ବାନ କରିବ ଓ ଆମ୍ଭ ନିକଟରେ ପ୍ରାର୍ଥନା କରିବ। ଆଉ ଆମ୍ଭେ ତୁମ୍ଭମାନଙ୍କ ପ୍ରାର୍ଥନା ପ୍ରତି ଧ୍ଯାନ ଦବୋ।

ଯିରିମିୟ 33:3

ହେ ଯିହୁଦା, ତୁମ୍ଭେ ଆମ୍ଭକୁ ପ୍ରାର୍ଥନା କର ଏବଂ ଆମ୍ଭେ ତୁମ୍ଭକୁ ଉତ୍ତର ଦବୋ। ଆମ୍ଭେ ତୁମ୍ଭକୁ ଗୁପ୍ତ ଓ ମହତ୍ ବିଷଯ ଶୁଣାଇବା, ଯାହା ତୁମ୍ଭେ ଜାଣି ନାହଁ।

Interlinear

Choose Theme