ଏହାପରେ ଦବୋରା ବାରକକକ୍ସ୍ଟ କହିଲେ, ଆଜି ସଦାପ୍ରଭୁ ତୁମ୍ଭକୁ ସହାୟ ହବେେ ସୀଷରାକକ୍ସ୍ଟ ପରାସ୍ତ କରିବା ପାଇଁ ତୁମ୍ଭେ ନିଶ୍ଚିତ ଭାବରେ ଜାଣ ଯେ ସଦାପ୍ରଭୁ ତକ୍ସ୍ଟମ୍ଭ ଆଗେ ଆଗେ ଗଲେ। ତେଣୁ ବାରକ୍ ତାଙ୍କର 10,000 ଲୋକଙ୍କକ୍ସ୍ଟ ତାବୋର ପର୍ବତର ପ୍ରଦେଶକକ୍ସ୍ଟ ଆଣିଲେ।
Cross references
ତେଣୁ ଲୋଟ ବାହାରକୁ ୟାଇ ତାଙ୍କର ଜ୍ବାଇଁଙ୍କୁ କହିଲେ, ଶିଘ୍ର ଏ ସହର ପରିତ୍ଯାଗ କର! ପରମେଶ୍ବର ଖୁବଶିଘ୍ର ଏହି ସହର ଧ୍ବଂସ କରିବେ। କିନ୍ତୁ ସହେି ଲୋକମାନେ ଭାବିଲେ ଲୋଟ ସମାନଙ୍କେ ସହିତ ଥଟ୍ଟା ହେଉଛନ୍ତି।
ସମାନେେ ନଗର ଛାଡ଼ିବା ପରେ ଯୋଷଫେ ତାଙ୍କର ଦାସଙ୍କୁ କହିଲେ, ସହେି ଲୋକମାନଙ୍କୁ ଅନୁସରଣ କର। ସମାନଙ୍କେୁ ଅଟକାଇ କୁହ, 'ଆମ୍ଭେ ତୁମ୍ଭମାନଙ୍କ ପ୍ରତି ଉତ୍ତମ ବ୍ଯବହାର କଲୁ କିନ୍ତୁ ତୁମ୍ଭମାନେେ କାହିଁକି ଏପରି ମନ୍ଦ ଆଚରଣ କଲ? କାହିଁକି ତୁମ୍ଭମାନେେ ଆମ୍ଭ ମହାଶୟଙ୍କର ରୂପା ପାତ୍ର ଚୋରି କଲ?
ଏଣୁ ଆଜି ଏହା ଜ୍ଞାତ ହକ୍ସ୍ଟଅ, ଯେ ସଦାପ୍ରଭୁ ତକ୍ସ୍ଟମ୍ଭ ପରମେଶ୍ବର ସ୍ବଯଂ ଗ୍ରାସକାରୀ ଅଗ୍ନିସକ୍ସ୍ଟରୂପ ହାଇେ ତକ୍ସ୍ଟମ୍ଭ ଆଗେ ଆଗେ ଗମନ କରୁଅଛନ୍ତି। ସମାନଙ୍କେୁ ସଂହାର କରିବେ ଓ ସମାନଙ୍କେୁ ତୁମ୍ଭମାନଙ୍କ ସମ୍ମକ୍ସ୍ଟଖ ରେ ନତ କରିବେ। ତହିଁରେ ତକ୍ସ୍ଟମ୍ଭ ପ୍ରତି ସଦାପ୍ରଭୁଙ୍କ ବାକ୍ଯ ଅନକ୍ସ୍ଟସା ରେ ତୁମ୍ଭେ ସମାନଙ୍କେୁ ତଡି ଦବେ ଓ ସମାନଙ୍କେୁ ଶିଘ୍ର ବିନାଶ କରିବ।
ବର୍ତ୍ତମାନ ୟାଅ ଏବଂ ଲୋକମାନଙ୍କୁ ପ୍ରତିଷ୍ଠା କର। ଲୋକମାନଙ୍କୁ କକ୍ସ୍ଟହ, 'ନିଜକକ୍ସ୍ଟ ପବିତ୍ର କାର୍ୟ୍ଯ ପାଇଁ ପବିତ୍ର କର। ଆସନ୍ତା କାଲି ପାଇଁ ପ୍ରସ୍ତକ୍ସ୍ଟତ ହକ୍ସ୍ଟଅ। ସଦାପ୍ରଭୁ ଇଶ୍ରାୟେଲର ପରମେଶ୍ବର କହନ୍ତି ମୁ ନଷ୍ଟ କରିବା ପାଇଁ କହିଥିବା ଲକ୍ସ୍ଟସ୍ଖନ ଦ୍ରବ୍ଯକକ୍ସ୍ଟ ତୁମ୍ଭମାନେେ ଅଧିକାର କରିଅଛ। ତୁମ୍ଭେ ସେ ବସ୍ତକ୍ସ୍ଟ ନଷ୍ଟ ନ କରିବା ୟାଏଁ ଶତୃମାନଙ୍କ ଉପରେ ଜଯଲାଭ କରିପାରିବ ନାହିଁ।
ସଦାପ୍ରଭୁ ଯିହାଶୂେୟଙ୍କକ୍ସ୍ଟ କହିଲେ, ସମାନଙ୍କେୁ ଭୟ କର ନାହିଁ, କାରଣ ମୁ ସମାନଙ୍କେୁ ତକ୍ସ୍ଟମ୍ଭ ହସ୍ତ ରେ ସମର୍ପଣ କରିବି। ସମାନଙ୍କେ ମଧ୍ଯରକ୍ସ୍ଟ ଜଣେ ହେଲେ, ତୁମ୍ଭର ସମ୍ମକ୍ସ୍ଟଖୀନ ହାଇେ ପାରିବେ ନାହିଁ।
ରାତ୍ରି ସମୟରେ ସଦାପ୍ରଭୁ ଗିଦ୍ଦିୟୋନଙ୍କକ୍ସ୍ଟ କହିଲେ, ଉଠ, ସହେି ଛାଉଣୀକକ୍ସ୍ଟ ଓହ୍ଲାଇ ୟାଅ। ସମାନଙ୍କେୁ ପରାସ୍ତ କରିବା ରେ ମୁ ତୁମ୍ଭମାନଙ୍କୁ ଅନକ୍ସ୍ଟମତି ଦବେି।
ଦାସୀ ତାକକ୍ସ୍ଟ କହିଲା, ଉଠ, ଗ୍ଭଲ ଆମ୍ଭମାନେେ ଆମ୍ଭ ରାସ୍ତା ରେ ୟିବା, ମାତ୍ର ସେ ଉତ୍ତର ଦଲୋ ନାହିଁ । ତେଣୁ ସେ ତାକକ୍ସ୍ଟ ଗଧ ଉପରକକ୍ସ୍ଟ ନଲୋ ଏବଂ
ତା'ପରଦିନ ପ୍ରତକ୍ସ୍ଟ୍ଯଷରକ୍ସ୍ଟ ଶାମକ୍ସ୍ଟଯଲେ ଶାଉଲଙ୍କକ୍ସ୍ଟ ବିଛଣାରକ୍ସ୍ଟ ଉଠାଇଲେ ଏବଂ କହିଲେ, ଶୟ୍ଯା ତ୍ଯାଗ କର, ମୁ ତୁମ୍ଭକୁ ତକ୍ସ୍ଟମ୍ଭ ଗନ୍ତବ୍ଯ ସ୍ଥାନକକ୍ସ୍ଟ ପଠାଇବି। ଶାଉଲ ବିଛଣାରକ୍ସ୍ଟ ଉଠିଲେ ଶାମୁୟେଲଙ୍କ ସହ ବାହାରକକ୍ସ୍ଟ ଗଲେ।
ତୁମ୍ଭମାନେେ ସହେି ତୂତ୍ବୃକ୍ଷ ତାଟୋ ଉପରେ ୈସନ୍ଯମାନଙ୍କର ପଦାଗ୍ଭରଣର ଶଦ୍ଦ ପରି ଶଦ୍ଦ ଶକ୍ସ୍ଟଣିପାରିବ। ତବେେ ତୁମ୍ଭମାନେେ ସମାନଙ୍କେୁ ଶିଘ୍ର ଆକ୍ରମଣ କରିବ, କାରଣ ସହେି ସମୟରେ ସଦାପ୍ରଭୁ ତୁମ୍ଭମାନଙ୍କ ଆଗ ରେ ଯିବେ ଏବଂ ତୁମ୍ଭମାନଙ୍କ ସକାେଶ ପଲେଷ୍ଟୀୟମାନଙ୍କୁ ପରାସ୍ତ କରିବେ।
ହେ ପରମେଶ୍ବର, ତୁମ୍ଭେ ଆପଣା ଭକ୍ତମାନଙ୍କୁ ମିଶରରୁ ବାହାର କରି ଆଣିଲ ଏବଂ ପାଦରେ ଚଲାଇ ମରୁଭୂମିକୁ ପାର କରାଇଲ।
ସୀନଯ ପରମେଶ୍ବରଙ୍କର ! ଇସ୍ରାଯଲରେ ପରମେଶ୍ବର! ତୁମ୍ଭ କାରଣରୁ ପୃଥିବୀ କମ୍ପିତ ହେଲା ଓ ଆକାଶ ମେଘ ବୃଷ୍ଟି କଲା।
ତୁମ୍ଭମାନେେ ତରତର ହାଇେ ୟାଅ ନାହିଁ କିମ୍ବା ତୁମ୍ଭମାନେେ ପଳାତକପରି ପଳାଯନ କରିବ ନାହିଁ। ସଦାପ୍ରଭୁ ତୁମ୍ଭମାନଙ୍କର ଆଗେ ଆଗେ ଗମନ କରିବେ, ଇଶ୍ରାୟେଲର ପରମେଶ୍ବର ତୁମ୍ଭମାନଙ୍କର ଅନୁସରଣ କରିବେ।
ତା'ପ ରେ ଭଗ୍ନକାରୀଦଳ ଲୋକମାନଙ୍କର ନତେୃତ୍ବ ନବେେ। ସମାନେେ ପ୍ରବେଶପଥକୁ ଭାଙ୍ଗି ସହେି ନଗରୀକୁ ପରିତ୍ଯାଗ କରିଛନ୍ତି। ସମାନଙ୍କେର ରାଜା ସମାନଙ୍କେର ଅଗ୍ରଗାମୀ ଓ ତାଙ୍କ ଲୋକମାନଙ୍କର ସମ୍ମୁଖ ରେ ସଦାପ୍ରଭୁ ମଧ୍ଯ ଥିବେ।