Home Bibles ବିଚାରକର୍ତାମାନଙ୍କ ବିବରଣ 5:1 · ଓଡ଼ିଆ ବାଇବେଲ
ବିଚାରକର୍ତାମାନଙ୍କ ବିବରଣ 5:1 · ଓଡ଼ିଆ ବାଇବେଲ

ଇଶ୍ରାୟେଲ ସନ୍ତାନଗଣ ଯେଉଁଦିନ ସୀଷରାକକ୍ସ୍ଟ ପରାସ୍ତ କଲେ। ସହେିଦିନ ଦବୋରା ଓ ବାରକ୍ ଅବୀନୋଯମର ପକ୍ସ୍ଟତ୍ର ଏହି ସଂଗୀତ ଗାନ କଲେ।

Cross references

ଯାତ୍ରା ପୁସ୍ତକ 15:1

ଏହାପରେ ମାଶାେ ଓ ଇଶ୍ରାୟେଲୀୟ ଲୋକମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ଏହି ସଂଗୀତ ଗାନ କଲେ, ଆମ୍ଭେ ସଦାପ୍ରଭୁଙ୍କ ପ୍ରଶଂସା ଗାନ କରିବା। ସେ ମହାନ କାର୍ୟ୍ଯ କରିଛନ୍ତି। ସେ ଅଶ୍ବ ଏବଂ ଅଶ୍ବାରୋହୀଙ୍କୁ ସମୁଦ୍ର ରେ ନିକ୍ଷପେ କଲେ।

ଯାତ୍ରା ପୁସ୍ତକ 15:21

ତା'ପରେ ମରିଯମ ଲୋକମାନଙ୍କୁ କହିଲେ, ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ଗାନ କର। ଯେ ହତେୁ ସେ ମହାନ କାର୍ୟ୍ଯ କରିଛନ୍ତି। ସେ ଅଶ୍ବ ଓ ଅଶ୍ବାରୋହୀ ସୈନ୍ଯମାନଙ୍କୁ ସମୁଦ୍ର ରେ ନିକ୍ଷପେ କରିଅଛନ୍ତି।

ଗଣନା ପୁସ୍ତକ 21:17

ସହେି ସମୟରେ ଇଶ୍ରାୟେଲ ଏହି ଗୀତ ଗାଇଲେ:

ବିଚାରକର୍ତାମାନଙ୍କ ବିବରଣ 4:4

ସହେି ସମୟରେ ଦାବୋରା ନାମକ ଜଣେ ଭବିଷ୍ଯତ୍ବକ୍ତି ଥିଲେ। ସେ ଲପ୍ପୀଦୋତର ସ୍ତ୍ରା ଥିଲେ। ସେ ଇଶ୍ରାୟେଲର ଲୋକମାନଙ୍କ ଉପରେ ବିଚାରପତି ହେଲେ।

ପ୍ରଥମ ଶାମୁୟେଲ 2:1

ହାନ୍ନା ପ୍ରାର୍ଥନା କରି କହିଲା, ମାରେ ଅନ୍ତଃକରଣ ସଦାପ୍ରଭୁଙ୍କଠା ରେ ମହାଉଲ୍ଲାସ କରୁଅଛି। ପରମେଶ୍ବରଙ୍କଠା ରେ ମୁ ମାରେ ବହକ୍ସ୍ଟତ ଶକ୍ତି ଅନକ୍ସ୍ଟଭବ କରୁଛି। ମୁ ମାରେ ଶତୃମାନଙ୍କୁ ଉପହାସ କରୁଛି। ଯେ ହତେକ୍ସ୍ଟ ତୁମ୍ଭେ ମାେତେ ରକ୍ଷା କରିଥିବାରକ୍ସ୍ଟ ମୁ ବହକ୍ସ୍ଟତ ଖକ୍ସ୍ଟସି।

ଦିତୀୟ ଶାମୁୟେଲ 22:1

ଯେଉଁ ସମୟରେ ସଦାପ୍ରଭୁ ୟାବତୀଯ ଶତୃ ହସ୍ତରକ୍ସ୍ଟ ଓ ଶାଉଲଙ୍କର ହସ୍ତରକ୍ସ୍ଟ ଦାଉଦଙ୍କକ୍ସ୍ଟ ଉଦ୍ଧାର କଲେ। ସେ ସମୟରେ ସେ ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ଏହି ଗୀତ ନିବଦନେ କଲେ।

ଦିତୀୟ ବଂଶାବଳୀ 20:21

ଯିହାଶାଫେଟ୍ ଲୋକମାନଙ୍କର ଉପଦେଶ ଶୁଣିଲେ। ଏହାପରେ ସେ ଗାଯକମାନଙ୍କୁ ସଦାପ୍ରଭୁଙ୍କ ପ୍ରଶଂସାଗାନ କରିବା ପାଇଁ ନିୟୁକ୍ତ କଲେ, ସମାନେେ ପବିତ୍ର ଚୋଗା ପରିଧାନ କରିଛନ୍ତି। ସମାନେେ ସଦାପ୍ରଭୁଙ୍କର ପ୍ରଶଂସାଗାନ କରି ସୈନ୍ଯଦଳର ସମ୍ମୁଖ ରେ ୟାତ୍ରା କଲେ। ଗାଯକମାନେ ଏହି ଗୀତ ଗାଉଥିଲେ, ସଦାପ୍ରଭୁଙ୍କୁ ଧନ୍ଯବାଦ ଦିଅ, କାରଣ ତାଙ୍କର ପ୍ ରମେ ଅନନ୍ତକାଳସ୍ଥାଯୀ।

ଦିତୀୟ ବଂଶାବଳୀ 20:27

ତା'ପରେ ଯିହାଶାଫେଟ୍ ଯିହୁଦା ଓ ୟିରୁଶାଲମ ସମସ୍ତ ଲୋକଙ୍କୁ ଫରୋଇ ୟିରୁଶାଲମ ନଇଗେଲେ। ପରମେଶ୍ବର ସମାନଙ୍କେର ଶତ୍ରୁମାନଙ୍କୁ ଯାହା କରିଥିଲେ, ସେଥି ରେ ସମାନେେ ବହୁତ ଖୁସି ହେଲେ।

ଆୟୁବ ପୁସ୍ତକ 38:7

ସକାଳର ତାରାଗଣ ଏକତ୍ର ଗୀତ ଗାଇଲେ ଏବଂ ଏହା ଯେତବେେଳେ ହେଲା ସ୍ବର୍ଗଦୂତଗଣ ଆନନ୍ଦ ରେ ଚିତ୍କାର କଲେ।

ଗୀତସଂହିତା 18:1

ସେ କହିଲେ, ହେ ସଦାପ୍ରଭୁ, ତୁମ୍ଭେ ହିଁ ମାରେ ଶକ୍ତିସ୍ବରୂପ, ମୁଁ ତୁମ୍ଭକୁ ଭଲ ପାଏ।

ଯିଶାଇୟ 12:1

ସହେି ସମୟରେ ତୁମ୍ଭେ କହିବ, ହେ ସଦାପ୍ରଭୋ, ମୁଁ ତୁମ୍ଭର ପ୍ରଶଂସା କରୁଛି। ତୁମ୍ଭେ ଆମ୍ଭ ଉପ ରେ କ୍ରୋଧାନ୍ବିତ ଥିଲ, ମାତ୍ର ବର୍ତ୍ତମାନ ତୁମ୍ଭର କୋରଧ ନିବୃତ୍ତ ହାଇେଅଛି, ତୁମ୍ଭେ ତୁମ୍ଭର ପ୍ ରମେ ଆମ୍ଭକୁ ଦଖାଇେଅଛ।'

ଯିଶାଇୟ 25:1

ହେ ସଦାପ୍ରଭୁ, ତୁମ୍ଭେ ମାରେ ପରମେଶ୍ବର। ମୁଁ ତୁମ୍ଭର ପ୍ରତିଷ୍ଠା କରିବି ଓ ତୁମ୍ଭ ନାମର ପ୍ରଶଂସା କରିବି। କାରଣ ତୁମ୍ଭେ ସବୁ ଆଶ୍ଚର୍ୟ୍ଯ କାର୍ୟ୍ଯ ସମ୍ପାଦନ କରିଛ। ତୁମ୍ଭେ ପୁରାତନ କାଳ ରେ ୟହା କହିଥିଲ, ତାହା ସମ୍ପୂର୍ଣ୍ଣ ସତ୍ଯ ରେ ପରିଣତ ହାଇେଛି। ତୁମ୍ଭେ ଯାହାସବୁ କହିଥିଲ, ତାହାହିଁ ଘଟିଅଛି।

ଯିଶାଇୟ 26:1

ସଦେିନ, ଯିହୁଦା ଦେଶ ରେ ଏହି ଗୀତ ଗାନ କରାୟିବ। ଆମ୍ଭମାନଙ୍କର ଏକ ସୁଦୃଢ଼ ନଗର ଅଛି। ସଦାପ୍ରଭୁ ଆମ୍ଭମାନଙ୍କର ମୁକ୍ତିଦାତା। ସଦାପ୍ରଭୁ ଆମ୍ଭମାନଙ୍କ ଏକ ବଡ଼, ଉଚ୍ଚ ପ୍ରାଚୀର ଓ ଗୋଟିଏ ଦୃଢ ନଗର ତିଆରି କରିବେ।

ଲୂକଲିଖିତ ସୁସମାଚାର 1:46

ତା'ପରେ ମରିୟମ କହିଲେ,

ଲୂକଲିଖିତ ସୁସମାଚାର 1:67

ତା'ପରେ ଯୋହନଙ୍କ ପିତା ଜିଖରିୟ ପବିତ୍ର ଆତ୍ମା ରେ ପରିପୂର୍ଣ୍ଣ ହାଇେ ଉଠିଲେ। ସେ ଭବିଷ୍ଯଦ୍ବାଣୀ କହିଲେ,

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 15:3

ସମାନେେ ପରମେଶ୍ବରଙ୍କର ସବେକ ମାଶାଙ୍କେର ଓ ମଷେଶାବକଙ୍କର ଗୀତ ବୋଲୁଥିଲେ :

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 19:1

ତା'ପରେ ମୁଁ ସ୍ବର୍ଗ ରେ ଅନକେ ଲୋକମାନଙ୍କର ସ୍ବର ଭଳି ଏକ ସ୍ବର ଶୁଣିଲି। ସମାନେେ କହୁଥିଲେ :

Interlinear

Choose Theme