Home Bibles ବିଚାରକର୍ତାମାନଙ୍କ ବିବରଣ 5:27 · ଓଡ଼ିଆ ବାଇବେଲ
ବିଚାରକର୍ତାମାନଙ୍କ ବିବରଣ 5:27 · ଓଡ଼ିଆ ବାଇବେଲ

ତାହାର ପାଦତଳେ ନଇଁ ପଡିଲା, ପାଦତଳେ ସେ ଲୋଟି ପଡିଲା, ପାଦତଳେ ସେ ଶୋଇ ପଡିଲା। ଯେଉଁଠା ରେ ସେ ଶୋଇ ପଡିଲା ସହେିଠା ରେ ସେ ମଲେ।

Cross references

ଗୀତସଂହିତା 52:7

ଦେଖ ତାଙ୍କୁ କ'ଣ ହେଲା। ସେ ରକ୍ଷା ପାଇବା ପାଇଁ ପରମେଶ୍ବରଙ୍କୁ ବିଶ୍ବାସ କଲା ନାହିଁ। ସେ ଭାବିଲା, ତା'ର ଧନ ଏବଂ ମିଥ୍ଯା ତାକୁ ଉଦ୍ଧାର କରିବ।

ମାଥିଉଲିଖିତ ସୁସମାଚାର 7:2

ତୁମ୍ଭେ ଅନ୍ୟର ବିଚାର କଲେ ଠିକ୍ ସହେିଭଳି ତୁମ୍ଭର ବି ବିଚାର କରାୟିବ। ତୂମ୍ଭେ ଅନ୍ୟକୁ ଯେଉଁଥି ରେ ତଉଲିବ ପରମେଶ୍ବର ତୁମ୍ଭକୁ ସହେିଥି ରେ ତଉଲିବେ। ତୁମ୍ଭେ ଅନ୍ୟକୁ କ୍ଷମା ଦେଲେ ତୁମ୍ଭକୁ ବି କ୍ଷମା ଦିଆୟିବ।

ଯାକୁବଙ୍କ ପତ୍ 2:13

ତୁମ୍ଭେ ଅନ୍ୟମାନଙ୍କ ପ୍ରତି ନିଶ୍ଚୟ ଦୟା ଦଖାଇବୋ ଉଚିତ। ଯଦି ତୁମ୍ଭେ ଦୟା ନ ଦଖାଇବେ, ତା ହେଲେ ପରମେଶ୍ବର ବିଚାର କଲା ବେଳେ ତୁମ୍ଭ୍ ପ୍ରତି ମଧ୍ଯ ସେ ଦୟା ଦଖାଇବେେ ନାହିଁ। କିନ୍ତୁ ଅନ୍ୟମାନଙ୍କୁ ଦୟା ଦଖାଇେଥିବା ବ୍ଯକ୍ତି ତାହାର ବିଚାର ହେଲା ବେଳେ ନିର୍ଭୟ ରେ ଠିଆ ହବେ।

Interlinear

Choose Theme