Home Bibles ବିଚାରକର୍ତାମାନଙ୍କ ବିବରଣ 5:31 · ଓଡ଼ିଆ ବାଇବେଲ
ବିଚାରକର୍ତାମାନଙ୍କ ବିବରଣ 5:31 · ଓଡ଼ିଆ ବାଇବେଲ

ହେ ସଦାପ୍ରଭୁ ତୁମ୍ଭର ସମସ୍ତ ଶତୃ ଏହିପରି ବିନଷ୍ଠ ହକ୍ସ୍ଟଅନ୍ତକ୍ସ୍ଟ। ମାତ୍ର, ତାଙ୍କର ପ୍ ରମେକାରୀମାନେ ସ୍ବପରାକ୍ରମ ରେ ଗତିକାରି ସୂର୍ୟ୍ଯ ତକ୍ସ୍ଟଲ୍ଯ ହକ୍ସ୍ଟଅନ୍ତକ୍ସ୍ଟ।

Cross references

ଯାତ୍ରା ପୁସ୍ତକ 20:6

କିନ୍ତୁ ମୁଁ ସହେି ଲୋକମାନଙ୍କ ପ୍ରତି ଦୟାକରେ, ଯେଉଁମାନେ ମାରେ ନିଯମ ପାଳନ କରନ୍ତି ଓ ମାେତେ ପ୍ ରମେ କରନ୍ତି, ମୁଁ ତାଙ୍କର ହଜାର ହଜାର ପୁରୁଷଙ୍କର ଦୟା କରେ।

ଦିତୀୟ ବିବରଣ 6:5

ଏଣୁ ତୁମ୍ଭେ ଆପଣା ସମସ୍ତ ଅନ୍ତଃକରଣ, ସମସ୍ତ ପ୍ରାଣ, ଓ ସମସ୍ତ ଶକ୍ତି ସହିତ ସଦାପ୍ରଭୁ ତକ୍ସ୍ଟମ୍ଭ ପରମେଶଓରଙ୍କୁ ପ୍ ରମେ କରିବ।

ଦିତୀୟ ବିବରଣ 7:9

ତେଣୁ ମନରେଖ ଯେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବର କବଳେ ଏକମାତ୍ର ପରମେଶ୍ବର ଅଟନ୍ତି। ସେ ବିଶ୍ବସ୍ତ ଅଟନ୍ତି। ସେ ତାଙ୍କର ନିଯମ ରକ୍ଷା କରନ୍ତି। ଯେଉଁମାନେ ତାଙ୍କୁ ପ୍ ରମେ କରନ୍ତି ଓ ତାଙ୍କର ଆଜ୍ଞା ମାନନ୍ତି, ସଦାପ୍ରଭୁ ସମାନଙ୍କେ ଉପରେ କୃପା କରନ୍ତି। ଲୋକମାନଙ୍କ ପ୍ରତି ତାଙ୍କର କରୁଣା ଓ ତାଙ୍କର ଚକ୍ସ୍ଟକ୍ତି ପ୍ରତି ବିଶ୍ବସନୀଯତା ସହସ୍ର ପୁରୁଷ ପର୍ୟ୍ଯନ୍ତ ଲାଗିରହେ।

ବିଚାରକର୍ତାମାନଙ୍କ ବିବରଣ 3:11

ଅତଯବ, ଗ୍ଭଳିଷ ବର୍ଷ ପାଇଁ ସହେି ଭୂମି ଶାନ୍ତି ରେ ରହିଲା। କନ୍ସର ପକ୍ସ୍ଟତ୍ର ଅତ୍ନୀଯଲେ ମୃତକ୍ସ୍ଟ୍ଯବରଣ କଲା ପର୍ୟ୍ଯନ୍ତ।

ବିଚାରକର୍ତାମାନଙ୍କ ବିବରଣ 3:30

ଏହିପରି ମାୟୋବ ସହେିଦିନ ଇଶ୍ରାୟେଲ ଅଧିନ ରେ ବଶିଭୂତ ହେଲା। ତେଣୁ ଦେଶ ଅଶି ବର୍ଷ ପର୍ୟ୍ଯନ୍ତ ଶାନ୍ତି ରେ ରହିଲା।

ଦିତୀୟ ଶାମୁୟେଲ 18:32

ରାଜା କୂଶୀଯକକ୍ସ୍ଟ ପଚାରିଲେ, ୟକ୍ସ୍ଟବକ ଅବଶା ଲୋମର ମଙ୍ଗଳ ତ?

ଦିତୀୟ ଶାମୁୟେଲ 23:4

ଏହି ଲୋକ ଉଦିତ ସୂର୍ୟ୍ଯ ରେ ଦିଲ୍ଗି ତକ୍ସ୍ଟଲ୍ଯ ଉଜ୍ଜଲମାନ ହବେ। ସେ ଲୋକ ବାଦଲ ବିହୀନ ପ୍ରଭାତ ତକ୍ସ୍ଟଲ୍ଯ, ତକ୍ସ୍ଟଷ୍ଟି ହାଇୟୋଇଥିବା ଆକାଶ ତକ୍ସ୍ଟଲ୍ଯ, ଯେଉଁ ବୃଷ୍ଟି ସକ୍ସ୍ଟକ୍ଷ୍ମ ଘାସକକ୍ସ୍ଟ ବଢାଏ।

ଗୀତସଂହିତା 19:4

କିନ୍ତୁ ସମାନଙ୍କେର କଣ୍ଠସ୍ବର ସମଗ୍ର ପୃଥିବୀରେ ଶୁଣାୟାଏ। ସମାନଙ୍କେର ବାକ୍ଯ ପୃଥିବୀର ଶଷେ ସୀମାକୁ ୟାଇପାରିବ। ଆକାଶ ହେଉଛି ସୂର୍ୟ୍ଯର ବାସସ୍ଥଳୀ ଭଳି।

ଗୀତସଂହିତା 19:6

ସୂର୍ୟ୍ଯ ଆକାଶର ଗୋଟିଏ ଦିଗରୁ ଅନ୍ୟ ଦିଗ ପର୍ୟ୍ଯନ୍ତ ଦୌଡ଼ି ଦୌଡ଼ି ୟାଏ। ତା'ର ଉତ୍ତପ୍ତ କିରଣରୁ କୌଣସି ବସ୍ତ୍ର ଗୁପ୍ତ ହାଇେ ରହିପାରିବ ନାହିଁ। ସଦାପଭ୍ରୁଙ୍କ ନୀତିଶିକ୍ଷାଗୁଡ଼ିକ ଠିକ୍ ସହେିଭଳି।

ଗୀତସଂହିତା 20:8

ସହେି ଅନ୍ୟ ଲୋକମାନେ ପରାସ୍ତ ହାଇେ ୟୁଦ୍ଧ କ୍ଷେତ୍ରରେ ମୃତ୍ଯୁବରଣ କଲେ କିନ୍ତୁ ଆମ୍ଭେ ଜିତିଲୁ। ଆମ୍ଭେ ବିଜଯୀ ଦଳ।

ଗୀତସଂହିତା 37:6

ତୁମ୍ଭର ସାଧୁତା ଓ ନ୍ଯାଯପ୍ରିଯତା ମଧ୍ଯାହ୍ନର ସୂର୍ୟ୍ଯ କିରଣ ଭଳି ଉଜ୍ଜ୍ବଳ ଆ ଲୋକ ପ୍ରଦାନ କରୁ।

ଗୀତସଂହିତା 48:4

ଗୋଟିଏ ସମଯରେ ଅନକେ ରାଜା ଏକତ୍ରୀତ ହାଇେ ଏହି ନଗରୀକୁ ଆକ୍ରମଣ କରିବାକୁ ଯୋଜନା କଲେ। ସମାନେେ ସହେି ନଗର ଆଡ଼କୁ ଗମନ କଲେ।

ଗୀତସଂହିତା 58:10

ଜଣେ ଧାର୍ମିକ ଲୋକ ଯେତବେେଳେ ସହେି ଦୁଷ୍ଟ ଲୋକମାନଙ୍କୁ ଦଣ୍ଡିତ ହବୋର ଦେଖେ, ସେ ଆନନ୍ଦିତ ହବେ।

ଗୀତସଂହିତା 68:1

ପରମେଶ୍ବର ଉଠନ୍ତୁ ଏବଂ ତାଙ୍କର ଶତ୍ରୁଗଣଙ୍କୁ ଛିନ୍ନଭିନ୍ନ କରନ୍ତୁ। ସମସ୍ତ ଶତ୍ରୁ ତାଙ୍କଠାରୁ ପଳାଇ ୟାଆନ୍ତୁ।

ଗୀତସଂହିତା 83:9

ହେ ପରମେଶ୍ବର, ଶତ୍ରୁମାନଙ୍କୁ ଏପରି ପରାସ୍ତ କର, ୟପରେି ମିଦିଯନମାନଙ୍କୁ, ସୀଷରା ଓ ୟାବୀନମାନଙ୍କୁ କିଶୋନ ନଦୀ ନିକଟରେ ପରାସ୍ତ କରିଥିଲ।

ଗୀତସଂହିତା 89:36

ଦାଉଦର ବଂଶ ସଦାକାଳ ରହିବ। ଦାଉଦର ସିଂହାସନ ସୂର୍ୟ୍ଯ ଥିବା ପର୍ୟ୍ଯନ୍ତ ରହିବ।

ଗୀତସଂହିତା 91:14

ସଦାପ୍ରଭୁ କହନ୍ତି, ୟଦି କୌଣସି ଲୋକ ଆମ୍ଭଙ୍କୁ ପ୍ରମେ କରେ ଆମ୍ଭେ ତାଙ୍କୁ ରକ୍ଷା କରିବା ଓ ଯେଉଁମାନେ ଆମ୍ଭଙ୍କୁ ପ୍ରକୃତରେ ଜାଣନ୍ତି, ସମାନଙ୍କେୁ ଆମ୍ଭେ ଉଚ୍ଚରେ ରଖିବା।

ଗୀତସଂହିତା 92:9

ହେ ସଦାପ୍ରଭୁ, ତୁମ୍ଭର ସମସ୍ତ ଶତ୍ରୁ ବିନଷ୍ଟ ହବେେ। ସହେି ସମସ୍ତ କୁକର୍ମ କରୁଥିବା ଲୋକ ପରାସ୍ତ ହବେେ ଏବଂ ଛିନ୍ନ ବିଚ୍ଛିନ୍ନ ହାଇଯେିବେ।

ଗୀତସଂହିତା 92:10

କିନ୍ତୁ ତୁମ୍ଭେ ମାେତେ ଶକ୍ତିଶାଳୀ କରିବ। ଶକ୍ତିଶାଳୀ ବଳଦର ଶିଙ୍ଗ ତୁଲ୍ଯ ମୁଁ ଦୃଢ଼ ହବେି। ତୁମ୍ଭେ ମାେତେ ବିଶଷେ କାର୍ୟ୍ଯ ପାଇଁ ମନୋନୀତ କରିଛ। ତୁମ୍ଭେ ମାେତେ ନୂତନ ତୈଳରେ ଅଭିଷିକ୍ତ କରିଅଛ।

ଗୀତସଂହିତା 97:8

ସିଯୋନ୍ ଶୁଣିଛି ଓ ଆନନ୍ଦିତ ହାଇେଛି। ଯିହୁଦା ନଗରୀ, ଖୁସୀ ହାଇେ ଆସୁଛନ୍ତି, କାରଣ ତୁମ୍ଭ ପାଇଁ ସଦାପ୍ରଭୁ ବିଜ୍ଞ ନିଷ୍ପତ୍ତି କରନ୍ତି।

ଗୀତସଂହିତା 97:10

ୟିଏ ସଦାପ୍ରଭୁଙ୍କୁ ଭଲପା'ନ୍ତି ମନ୍ଦତାକୁ ଘୃଣା କରନ୍ତି! ସେ ସହେି ଆପଣା ସଦ୍ଭକ୍ତମାନଙ୍କ ପ୍ରାଣରକ୍ଷା କରନ୍ତି। ସେ ଦୁଷ୍ଟମାନଙ୍କ ହସ୍ତରୁ ନିଜର ଶିଷ୍ଯମାନଙ୍କୁ ରକ୍ଷାକରନ୍ତି।

ହିତୋପଦେଶ 4:18

ଧାର୍ମିକ ଲୋକମାନେ ପ୍ରଭାତର ସୂର୍ୟ୍ଯକିରଣ ପରି। ସୂର୍ େଯ୍ଯାଦଯ ପ ରେ ମଧ୍ଯାହ୍ନ ରେ ସୂର୍ୟ୍ଯ ଯେପରି ତଜେସ୍ବୀ ହାଇେ ଉେଠ,

ଦାନିଏଲ 12:3

ଆଉ ଜ୍ଞାନୀ ଲୋକମାନେ ଆକାଶର ଦୀପ୍ତିର ଗୌରବ ତୁଲ୍ଯ ହବେେ ଏବଂ ଯେଉଁମାନେ ଅନ୍ୟକୁ ବହୁତ ଧାର୍ମିକତା କାର୍ୟ୍ଯ କରିବେ, ଶଷେ ସମୟ ପର୍ୟ୍ଯନ୍ତ ତାରାଗଣ ତୁଲ୍ଯ ଉଜ୍ଜ୍ବଳ ହବେେ।

ହୋଶେୟ 6:3

ଆସ, ସଦାପ୍ରଭୁଙ୍କ ସମ୍ବନ୍ଧ ରେ ଅଧ୍ଯଯନ କରିବା। ତାଙ୍କ ସମ୍ବନ୍ଧ ରେ ଅଧିକ ଜାଣିବା ପାଇଁ କଠାେର ଅଧ୍ଯବସାଯ କରିବା। ପ୍ରଭାତ ଆସିଲା ପରି ସଦାପ୍ରଭୁ ଆସୁଛନ୍ତି ବୋଲି ଆମ୍ଭେ ଜାଣୁଛୁ। ବର୍ଷା ଓ ବସନ୍ତବର୍ଷା ଭୂମିକୁ ଜଳମଯ କଲା ପରି ପରମେଶ୍ବର ଆମ୍ଭମାନଙ୍କ ନିକଟକୁ ଆସିବେ।

ମାଥିଉଲିଖିତ ସୁସମାଚାର 13:43

ଯେତବେେଳେ ଧାର୍ମିକ ଲୋକମାନେ ସୂର୍ୟ୍ଯ ଭଳି ପ୍ରକାଶମାନ ହବେେ। ସମାନେେ ତାହାଙ୍କ ପରମପିତାଙ୍କ ରାଜ୍ଯ ରେ ରହିବେ। ଯେଉଁମାନେ ଶୁଣି ପାରିବ, ଶୁଣ।

ରୋମୀୟଙ୍କ ପ୍ରତି ପତ୍ର 8:28

ଆମ୍ଭେ ଜାଣୁ ଯେ, ଯେଉଁ ମାନେ ତାହାଙ୍କୁ ପ୍ ରମେ କରନ୍ତି ସମାନଙ୍କେ ପାଇଁ ପରମେଶ୍ବର ପ୍ରତକେ ବିଷୟ ରେ ମଙ୍ଗଳ ଜନ୍ମାନ୍ତି।ପରମେଶ୍ବର ଏହି ଲୋକମାନଙ୍କୁ ବାଛିଛନ୍ତି, କାରଣ ଏହାହିଁ ତାଙ୍କର ଯୋଜନା ଥିଲା।

କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 8:3

କିନ୍ତୁ ୟିଏ ପରମେଶ୍ବରଙ୍କୁ ପ୍ ରମେ କରେ, ପରମଶ୍ବର ତାହାର ପରିଚୟ ନିଅନ୍ତି।

ଏଫିସୀୟଙ୍କ ପ୍ରତି ପତ୍ର 6:24

ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କଠା ରେ ଅଶଷେ ପ୍ ରମେ ଭାବ ରଖିଥିବା ତୁମ୍ଭ ସମସ୍ତଙ୍କୁ ପରମେଶ୍ବରଙ୍କ ଅନୁଗ୍ରହ ହେଉ।

ଯାକୁବଙ୍କ ପତ୍ 1:12

ଯେଉଁ ବ୍ଯକ୍ତି ପରୀକ୍ଷିତ ହାଇେ ଦୃଢ଼ ରହି ପା ରେ, ସେ ଖୁସି ହବୋ କଥା। କାରଣ, ସେ ତାହାର ବିଶ୍ବାସକୁ ଦୃଢ଼ ବୋଲି ପ୍ରମାଣିତ କରି ସାରିଲା ପରେ, ପରମେଶ୍ବର ତାହାକୁ ଅନନ୍ତ ଜୀବନର ପୁରସ୍କାର ଦବେେ। ପରମେଶ୍ବରଙ୍କୁ ପ୍ ରମେ କରୁଥିବା ସବୁ ଲୋକଙ୍କୁ ପରମେଶ୍ବର ଏହି ପ୍ରତିଜ୍ଞା ଦଇେଛନ୍ତି।

ଯାକୁବଙ୍କ ପତ୍ 2:5

ମାେ ପ୍ରିୟ ଭାଇ ଓ ଭଉଣୀମାନେ, ଶୁଣ ! ପରମେଶ୍ବର ବିଶ୍ବାସ ରେ ଧନୀ ହବୋ ପାଇଁ ପୃଥିବୀର ଗରିବ ଲୋକମାନଙ୍କୁ ବାଛିଛନ୍ତି। ଯେଉଁମାନେ ପରମେଶ୍ବରଙ୍କୁ ପ୍ ରମେ କରନ୍ତି, ସମାନଙ୍କେୁ ସେ ଯେଉଁ ରାଜ୍ଯ ଦବୋ ପାଇଁ ପ୍ରତିଜ୍ଞା କରିଥଇଲେ, ସେଥିପାଇଁ ସମାନଙ୍କେୁ ବାଛିଛନ୍ତି।

ପିତରଙ୍କ ପ୍ରଥମ ପତ୍ 1:8

ତୁମ୍ଭେ ଯୀଶୁଖ୍ରୀଷ୍ଟଙ୍କୁ ନ ଦେଖି ମଧ୍ଯ ପ୍ ରମେ କରୁଛ। ଏବେ ତୁମ୍ଭେ ତାହାଙ୍କୁ ନ ଦେଖି ମଧ୍ଯ ବିଶ୍ବାସ କରୁଛ। ତୁମ୍ଭେ ଅତୁଳନୀୟ ଆନନ୍ଦ ପାଉଛ। ସହେି ଆନନ୍ଦ ମହିମା ରେ ପରିପୂର୍ଣ୍ଣ।

ଯୋହନଙ୍କ ପ୍ରଥମ ପତ୍ର 4:19

ପରମେଶ୍ବର ଆମ୍ଭକୁ ପ୍ରଥମେ ପ୍ ରମେ କରିବାରୁ ଆମ୍ଭମାନେେ ତାହାଙ୍କୁ ପ୍ ରମେ କରିଲୁା

ଯୋହନଙ୍କ ପ୍ରଥମ ପତ୍ର 5:2

ଆମ୍ଭେ ପରମେଶ୍ବରଙ୍କ ସନ୍ତାନମାନଙ୍କୁ ପ୍ ରମେ କରୁ ବୋଲି କିପରି ଜାଣିପାରୁ? ଆମ୍ଭେ ପରମେଶ୍ବରଙ୍କୁ ପ୍ ରମେ କରୁ ଓ ତାହାଙ୍କର ଆଜ୍ଞା ପାଳନ କରୁଥିବାରୁ ଜାଣିପାରୁ ଯେ, ଆମ୍ଭେ ପରମେଶ୍ବରଙ୍କ ସନ୍ତାନ ଅଟୁ।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 6:10

ସହେି ଆତ୍ମାମାନେ ଉଚ୍ଚ ସ୍ବର ରେ ଚିତ୍କାର କଲେ, ହେ ପବିତ୍ର, ଓ ସତ୍ଯ ପ୍ରଭୁ ! ଆମ୍ଭମାନଙ୍କୁ ହତ୍ଯା କରିଥିବାରୁ ତୁମ୍ଭେ ଏ ପୃଥିବୀର ଲୋକମାନଙ୍କର ବିଚାର କର। ସମାନଙ୍କେୁ ଦଣ୍ଡ ଦବୋକୁ ଆଉ କେତେ କାଳ ଆମ୍ଭକୁ ଅପେକ୍ଷା କରିବାକୁ ପଡ଼ିବ ?

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 18:20

ହେ ସ୍ବର୍ଗ ! ହେ ପରମେଶ୍ବରଙ୍କର ପବିତ୍ର ଲୋକମାନେ, ଭବିଷ୍ଯଦ୍ ବକ୍ତାଗଣ ଏବଂ ପ୍ ରରେିତଗଣ ! ମହାନଗରୀର ଧ୍ବଂସ ରେ ଆନନ୍ଦ ଉଲ୍ଲାସ କର। ସେ ତୁମ୍ଭକୁ ଯେଉଁ କଷ୍ଟ ଦଇେଛି, ସେଥିପାଇଁ ପରମେଶ୍ବର ତାହାକୁ ଦଣ୍ଡ ଦଇେଛନ୍ତି।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 19:2

ତାହାଙ୍କର ବିଚାରଗୁଡ଼ିକ ସତ୍ଯ ଓ ଯଥାର୍ଥ। ସେ ମହା ବେଶ୍ଯାକୁ ଦଣ୍ଡ ଦଇେଛନ୍ତି। ସହେି ବେଶ୍ଯା ତା'ର ୟୌନଗତ ପାପରେ ପୃଥିବୀକୁ ଭ୍ରଷ୍ଟ କରିଦଇେଅଛି। ପରମେଶ୍ବର ତାହାଙ୍କ ସବେକମାନଙ୍କର ରକ୍ତ ହତେୁ ତାହାକୁ ଦଣ୍ଡ ଦଇେଛନ୍ତି।

Interlinear

Choose Theme