Home Bibles ☰ Books ବିଚାରକର୍ତାମାନଙ୍କ ବିବରଣ 6:15 · ଓଡ଼ିଆ ବାଇବେଲ
ବିଚାରକର୍ତାମାନଙ୍କ ବିବରଣ 6:15 · ଓଡ଼ିଆ ବାଇବେଲ

କିନ୍ତୁ ଗିଦ୍ଦିୟୋନ ତାଙ୍କୁ କହିଲେ, ହେ ମାରେ ସଦାପ୍ରଭୁ, ମୁ କିପରି ଇଶ୍ରାୟେଲକକ୍ସ୍ଟ ରକ୍ଷା କରି ପାରିବି? ମନଃଶିର ପରିବାରବର୍ଗ ମଧିଅରେ ମାରେ ପରିବାର ସବୁଠାରକ୍ସ୍ଟ ଦୁର୍ବଳ ଏବଂ ମାରେପରିବାର ମଧିଅରେ ମୁ ସବୁଠାରକ୍ସ୍ଟ ସାନ।

Cross references

ଆଦି ପୁସ୍ତକ 32:10

ତୁମ୍ଭେ ମାେତେ ଦୟା ଦଖାଇେ ଆସିଅଛ। ତୁମ୍ଭେ ମାରେ ବହୁତ ମଙ୍ଗଳ କରିଅଛ। ମୁଁ ସେ କୌଣସି ବିଷଯ ପାଇଁ ୟୋଗ୍ଯ ନୁହେଁ। ମୁଁ ଯେତବେେଳେ ପ୍ରଥମଥର ୟର୍ଦ୍ଦନ ନଦୀ ପାରି ହଲିେ, କବଳେ ଏ ବାଡ଼ି ଛଡ଼ା ମାରେ କିଛି ନଥିଲା। କିନ୍ତୁ ବର୍ତ୍ତମାନ ମାରେପରିବାର, ଜୀବଜନ୍ତୁ ଏତେ ବେଶୀ ଯେ ଦୁଇଟା ଶିବିର ହାଇପୋ ରେ।

ଯାତ୍ରା ପୁସ୍ତକ 3:11

କିନ୍ତୁ ମାଶାେ ପରମେଶ୍ବରଙ୍କୁ କହିଲେ, ମୁଁ ଫାରୋ ନିକଟକୁ ୟିବା ପାଇଁ କିଏ? କିପରି ମୁଁ ଇଶ୍ରାୟେଲୀୟମାନଙ୍କୁ ମିଶର ଦେଶରୁ ବାହାରକୁ ଆଣିବି?

ଯାତ୍ରା ପୁସ୍ତକ 4:10

କିନ୍ତୁ ମାଶାେ ସଦାପ୍ରଭୁଙ୍କୁ କହିଲେ, ହେ ସଦାପ୍ରଭୁ, କଥା କହିବାର ଚାତୁର୍ୟ୍ଯ ମାଠାେ ରେ ନାହିଁ। ଏବଂ ଅତୀତ ରେ ମୁଁ ଜଣେ ଉତ୍ତମ ବକ୍ତା ନଥିଲି। ବର୍ତ୍ତମାନ ମଧ୍ଯ ମୁଁ ଜଣେ ଉତ୍ତମ ବକ୍ତା ନୁହେଁ, ଯଦିଓ ତୁମ୍ଭେ ମାେତେ କହିଲ। ଆପଣ ଜାଣନ୍ତି ଯେ, ମୁଁ ବହୁତ ଧିର କ ହେ ଏବଂ ଉତ୍ତମ ଶବ୍ଦ ବ୍ଯବହାର କରିପାରିବି ନାହିଁ।

ଯାତ୍ରା ପୁସ୍ତକ 18:21

ଆହୁରି ତୁମ୍ଭେ ଏହି ଲୋକମାନଙ୍କ ମଧ୍ଯରୁ କର୍ମକ୍ଷମ, ଅର୍ଥାତ୍

ପ୍ରଥମ ଶାମୁୟେଲ 9:21

ଶାଉଲ ଉତ୍ତର ଦେଲେ, ମୁ ବିନ୍ଯାମୀନ ବଂଶର ସଦସ୍ଯ ଅଟେ। ଏହା ଇଶ୍ରାୟେଲର ଏକ େଛାଟ ପରିବାରବର୍ଗ। ଆପଣ କହିଁକି କହକ୍ସ୍ଟଛନ୍ତି ଇଶ୍ରାୟେଲୀୟମାନେ ମାେତେ ଗ୍ଭହାଁନ୍ତି?

ପ୍ରଥମ ଶାମୁୟେଲ 18:23

ଶାଉଲ ଦାସମାନେ ଏକଥା ଦାଉଦଙ୍କକ୍ସ୍ଟ କହିଲେ, କିନ୍ତୁ ଦାଉଦ ଉତ୍ତର ଦେଲେ, ତୁମ୍ଭେ କ'ଣ ଭାବକ୍ସ୍ଟଛ ରାଜାଙ୍କର ଜ୍ବାଇଁ ହବୋ ଅତି ସହଜ? ମାରେ ଏତେ ଅର୍ଥ ନାହିଁ ଯାହାକି ମୁ ରାଜାଙ୍କର ଝିଅ ପାଇଁ ଖର୍ଚ୍ଚ କରିପାରିବି। ମୁ ଜଣେ ଅତି ସାଧାରଣ ଦରିଦ୍ର ଲୋକ ଓ ମାରେଅଳ୍ପ ମାନ୍ଯ।

ଯିରିମିୟ 1:6

ତା'ପ ରେ ମୁଁ କହିଲି, ହାୟ, ହାୟ, ହେ ସୈନ୍ଯାଧିପତି ସଦାପ୍ରଭୁ, ମୁଁ କଥା କହି ଜାଣେ ନାହିଁ, ମୁଁ ତ କବଳେ ବାଳକ।

ଯିରିମିୟ 50:45

ଏଣୁ ସଦାପ୍ରଭୁ ବାବିଲ ବିରୁଦ୍ଧ ରେ ଯେଉଁ ମନ୍ତ୍ରଣା ଓ କଲଦୀଯମାନଙ୍କ ବିପକ୍ଷ ରେ ଯେଉଁ ସଙ୍କଳ୍ପ କରିଅଛନ୍ତି, ତାହା ଶୁଣ। ଲୋକମାନେ ସମାନଙ୍କେ ପଲର ଛୁଆମାନଙ୍କୁ ଟାଣି ନଇେଯିବେ। ସମାନଙ୍କେର ଚରାଭୂମି ଓ ନିବାସସ୍ଥାନ ଶୂନ୍ଯ ହାଇଯେିବ।

ମୀଖା 5:2

କିନ୍ତୁ ହେ ବୈତ୍ଲହେମ୍-ଉଫ୍ରାଥା, ତୁମ୍ଭେ ଯିହୁଦାର ଗୋଟିଏ କ୍ଷୁଦ୍ରତମ ସହର ଅଟ। କିନ୍ତୁ ତୁମ୍ଭ ମଧ୍ଯରୁ ଇଶ୍ରାୟେଲର ଶାସନକର୍ତ୍ତା ହବୋ ନିମନ୍ତେ ଜଣେ ବ୍ଯକ୍ତି ଆମ୍ଭ ଉଦ୍ଦେଶ୍ଯ ରେ ଜନ୍ମ ହବେେ। ତାଙ୍କର ଉତ୍ପତ୍ତି ପୁରାତନ ତଥା ଅନାଦିକାଳରୁ ହାଇେଅଛି।

ଲୂକଲିଖିତ ସୁସମାଚାର 1:34

ମରିୟମ ସ୍ବର୍ଗଦୂତଙ୍କୁ ପଚାରିଲେ, ଏହା କିପରି ଘଟିବ? ମୁଁ ଏବେ ମଧ୍ଯ କୁମାରୀ ଅଛି?

କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 15:9

ମୁଁ ସମସ୍ତ ପ୍ ରରେିତମାନଙ୍କ ମଧିଅରେ ସବୁଠାରୁ କ୍ଷୁଦ୍ରତମ। ଏପରିକି ମାରେ ପ୍ ରରେିତ ବୋଲି ଡ଼କା ୟିବାର ୟୋଗ୍ଯତା ମଧ୍ଯ ନାହିଁ, କାରଣ ମୁଁ ପୂର୍ବରୁ ପରମେଶ୍ବରଙ୍କ ମଣ୍ଡଳୀକୁ ତାଡ଼ନା କରିଛି।

ଏଫିସୀୟଙ୍କ ପ୍ରତି ପତ୍ର 3:8

ପରମେଶ୍ବରଙ୍କ ଲୋକମାନଙ୍କ ଭିତ ରେ ମୁଁ ଅତି କ୍ଷୁଦ୍ର ଲୋକ ଥିଲି, କିନ୍ତୁ ପରମେଶ୍ବର ମାେତେ ଏହି ଅନୁଗ୍ରହଦାନ ଦେଲେ ଯେପରି ମୁଁ ଅଣଯିହୂଦୀମାନଙ୍କୁ ଖ୍ରୀଷ୍ଟଙ୍କ ଐଶ୍ବର୍ୟ୍ଯପୂର୍ଣ୍ଣ ସୁସମାଚାର କହିବି। ସହେି ଐଶ୍ବର୍ୟ୍ଯଗୁଡ଼ିକ ଏତେ ମହାନ ଯେ ତାହାକୁ ସମ୍ପୂର୍ଣ୍ଣରୂପେ ବୁଝିବା ସମ୍ଭବପର ନୁହେଁ।

Interlinear

Choose Theme