Home Bibles ବିଚାରକର୍ତାମାନଙ୍କ ବିବରଣ 6:27 · ଓଡ଼ିଆ ବାଇବେଲ
ବିଚାରକର୍ତାମାନଙ୍କ ବିବରଣ 6:27 · ଓଡ଼ିଆ ବାଇବେଲ

ତେଣୁ ଗିଦ୍ଦିୟୋନ ତାଙ୍କର ସବେକଙ୍କ ମଧ୍ଯରକ୍ସ୍ଟ ଦଶଜଣଙ୍କକ୍ସ୍ଟ ନେଲେ, ଏବଂ ସଦାପ୍ରଭୁ ଯେପରି କରିବାକୁ କହିଥିଲେ, ସହେିପରି କଲେ। କିନ୍ତୁ ଗିଦ୍ଦିୟୋନ ତାଙ୍କର ପରିବାର ଓ ସହର ଲୋକମାନଙ୍କ ଭୟ ରେ ଏହି କାର୍ୟ୍ଯ ଦିନ ରେ ନ କରି ରାତ୍ରି ସମୟରେ କଲେ।

Cross references

ଦିତୀୟ ବିବରଣ 4:1

ବର୍ତ୍ତମାନ ହେ ଇଶ୍ରାୟେଲ ମୁ ଯେଉଁ ନିଯମ ଓ ଆଜ୍ଞା ପାଳନ କରିବା ପାଇଁ ତୁମ୍ଭମାନଙ୍କୁ ଶିକ୍ଷା ଦେଉଅଛି, ତହିଁରେ ମନୋଯୋଗ କର। ତାହା ପାଳନ କଲେ ତୁମ୍ଭମାନେେ ବଞ୍ଚିବ। ଆଉ ସଦାପ୍ରଭୁ ତୁମ୍ଭମାନଙ୍କ ପୂର୍ବପୁରୁଷଗଣର ପରମେଶ୍ବର ତୁମ୍ଭମାନଙ୍କୁ ଯେଉଁ ଦେଶ ଦବେେ, ତହିଁଯରେ ପ୍ରବେଶ କରି ତାହା ଅଧିକାର କରିବ।

ଗୀତସଂହିତା 112:5

ଦରକାର ବେଳେ ଋଣ ଦବୋ ଏବଂ ଉଧାର ହବୋ, ଏହା ଗୋଟିଏ ଲୋକର ଭଲ ଗୁଣ। କୌଣସି ବ୍ଯକ୍ତି ନିଜର ବ୍ଯାପାରରେ ଧାର୍ମିକତା ଅବଲମ୍ବନ କରିବା ମଙ୍ଗଳ ଅଟେ।

ମାଥିଉଲିଖିତ ସୁସମାଚାର 16:24

ତା'ପରେ ଯୀଶୁ ତାହାଙ୍କର ଶିଷ୍ଯମାନଙ୍କୁ କହିଲେ, ଯଦି କହେି ଲୋକ ମାରେ ଅନୁସରଣ କରିବାକୁ ଇଚ୍ଛା କରୁଛି ତବେେ ସେ ନିଜ ବିଷୟ ରେ ଭୂଲିଯାଉ। ସେ ଲୋକକୁ ଦିଆଯାଇଥିବା ଯାତନାର କୃଶ ବହନ କରୁ। ତା'ପରେ ସେ ମାରେ ଅନୁସରଣ କରିବା ଉଚିତ।

ଯୋହନଲିଖିତ ସୁସମାଚାର 2:5

ଯୀଶୁଙ୍କର ମାଆ ସବେକମାନଙ୍କୁ କହିଲେ, ଯୀଶୁ ଯେପରି କହନ୍ତି, ତୁମ୍ଭମାନେେ ସପରେି କର।

ଯୋହନଲିଖିତ ସୁସମାଚାର 3:2

ସେ ଦିନେ ରାତ୍ରି ରେ ଯୀଶୁଙ୍କ ପାଖକୁ ଆସିଲେ। ସେ କହିଲେ, ହେ ଗୁରୁ, ଆମ୍ଭେ ଜାଣୁଛୁ ଯେ, ତୁମ୍ଭେ ଏକ ଗୁରୁ, ପରମେଶ୍ବରଙ୍କ ଦ୍ବାରା ପଠାଯାଇ ଅଛ। ତୁମ୍ଭେ ଯେଉଁସବୁ ଆଶ୍ଚର୍ୟ୍ଯ କାର୍ୟ୍ଯ କରୁଛ ସେ ଗୁଡିକ ପରମେଶ୍ବରଙ୍କ ସାହାୟ୍ଯ ନପାଇ କହେି କରିପାରିବେ ନାହିଁ।

ଯୋହନଲିଖିତ ସୁସମାଚାର 15:14

ତୁମ୍ଭେ ଯଦି ମାେ କହିବା ଅନୁଯାଯୀ କାମ କର, ତବେେ ତୁମ୍ଭମାନେେ ମାରେ ବନ୍ଧୁ।

ଗାଲାତୀୟଙ୍କ ପ୍ରତି ପତ୍ର 1:16

ପରମେଶ୍ବର ତାହାଙ୍କ ପୁତ୍ରଙ୍କ ବିଷୟ ରେ କହିଲେ। ଯେତବେେଳେ ପରମେଶ୍ବର ମାେତେ ଡାକିଲେ, ମୁଁ କୌଣସି ମଣିଷର ପରାମର୍ଶ ବା ସାହାୟ୍ଯ ନଇେ ନ ଥିଲି।

ଥେସଲନୀକୀୟଙ୍କ ପ୍ରତି ପ୍ରଥମ ପତ୍ର 2:4

ପରମେଶ୍ବର ଆମ୍ଭକୁ ପରୀକ୍ଷା କରି ଓ ବିଶ୍ବାସ କରି ସୁସମାଚାର କହିବା ଦାଯିତ୍ବ ଦଇେଥିବାରୁ ଆମ୍ଭେ ସୁସମାଚାର ପ୍ରଚାର କରୁଛୁ। ଅତଏବ ଯେତବେେଳେ ଆମ୍ଭେ କିଛି କହୁ ମନୁଷ୍ଯକୁ ସନ୍ତୁଷ୍ଟ କଲାପରି ନୁହେଁ, ପରମେଶ୍ବରଙ୍କୁ ଖୁସି କରିବା ଆମ୍ଭର ଉଦ୍ଦେଶ୍ଯ ଅଟେ। ପରମେଶ୍ବର ଆମ୍ଭର ହୃଦୟଗୁଡ଼ିକୁ ପରୀକ୍ଷା କରନ୍ତି।

Interlinear

Choose Theme