ଏହାପରେ ୟୋଯାଶ ତାଙ୍କ ଚତକ୍ସ୍ଟଃପାଶର୍ବ ରେ ଘରେି ରହିଥିବା ଲୋକମାନଙ୍କୁ କହିଲେ, ତୁମ୍ଭମାନେେ କ'ଣ ବାଲ୍କକ୍ସ୍ଟ ପ୍ରତିରକ୍ଷା କରିବ? ତୁମ୍ଭେ ତାଙ୍କୁ ରକ୍ଷା କରିବ କି? ୟିଏ ବାଲ୍ ସକାେଶ ୟକ୍ସ୍ଟକ୍ତି କଲ, ସକାଳେ ତାକକ୍ସ୍ଟ ମୃତକ୍ସ୍ଟ୍ଯ ଦଣ୍ତ ଦିଆୟିବ। ଯଦି ବାଲ୍ ଦବେତା ଅଟେ, ସେ ନିଜେ ତାଙ୍କର ପ୍ରତିରକ୍ଷା କରୁ, ୟିଏ ତା'ର ୟଜ୍ଞବଦେୀ ଭାଙ୍ଗି ଅଛି।
Cross references
ତୁମ୍ଭେ ଲୋକ ଗହଳି ସହିତ ୟୋଗ ଦବୋ ଉଚିତ୍ ନୁହଁ ଏବଂ ନ୍ଯାଯକୁ ଭ୍ରଷ୍ଟ କରିବା ଉଚିତ୍ ନୁହଁ, ଯେତବେେଳେ ତୁମ୍ଭେ ନ୍ଯାଯାଳଯ ରେ ସାକ୍ଷ୍ଯ ଦିଅ।
ତହୁଁ ଦେଶ ଅନୁସନ୍ଧାନକାରୀ ଲୋକମାନଙ୍କ ମଧ୍ଯରୁ ନୂନର ପୁତ୍ର ଯିହାଶୂେୟ ଓ ୟିଫୁନ୍ନିର ପୁତ୍ର କାଲେବ୍ ନିଜନିଜ ବସ୍ତ୍ର ଚିରିଲେ।
ତୁମ୍ଭମାନେେ ସହେି ଭବିଷ୍ଯଦବକ୍ତା ବା ସ୍ବପ୍ନ ଦର୍ଶକକକ୍ସ୍ଟ ପ୍ରାଣ ଦଣ୍ତ ଦବୋ ଉଚିତ୍। କାରଣ ସହେି ବ୍ଯକ୍ତିଟି ମାରେ ଲୋକମାନଙ୍କୁ ପରମେଶ୍ବରଙ୍କ ବରକ୍ସ୍ଟଦ୍ଧ ରେ ବିଦ୍ରୋହ କରିବା ପାଇଁ ପ୍ରତାରିତ କଲା, ୟିଏକି ତୁମ୍ଭମାନଙ୍କୁ ମିଶର ଦେଶରକ୍ସ୍ଟ ବାହାର କରି ଆଣିଲେ ଓ ଦାସତ୍ବରକ୍ସ୍ଟ ତୁମ୍ଭମାନଙ୍କୁ ମକ୍ସ୍ଟକ୍ତ କଲେ। ସହେି ବ୍ଯକ୍ତିଟି ତୁମ୍ଭକୁ ସଦାପ୍ରଭୁ ତୁମ୍ଭର ପରମେଶ୍ବରଙ୍କଠାରକ୍ସ୍ଟ ଦକ୍ସ୍ଟରକକ୍ସ୍ଟ ନବୋକକ୍ସ୍ଟ ଚେଷ୍ଟା କରୁଛି। ଯାହା ସେ ତୁମ୍ଭମାନଙ୍କୁ ଅନକ୍ସ୍ଟସରଣ କରିବା ପାଇଁ ନିର୍ଦ୍ଦେଶ ଦେଲେ। ଏହି ଉପାଯ ରେ ତକ୍ସ୍ଟମ୍ଭ ମଧିଅରେ ଥିବା କକ୍ସ୍ଟକର୍ମ ଦୂର କରିପାରିବ।
ଯଦି କେତକେ ପୁରୁଷ ଓ ସ୍ତ୍ରୀ ସଦାପ୍ରଭୁଙ୍କର ନିଯମ ଅବମାନନା କରନ୍ତି ଏବଂ ପାପ କରନ୍ତି ଏବଂ ମାେ ଆଦେଶ ବିରକ୍ସ୍ଟଦ୍ଧ ରେ ୟାଆନ୍ତି, ଯେ କୌଣସି ନଗର ମଧିଅରେ ଯେଉଁଗୁଡିକୁ ସଦାପ୍ରଭୁ ତୁମ୍ଭର ପରମେଶ୍ବର ତୁମ୍ଭମାନଙ୍କୁ ଦଇେଛନ୍ତି ଏବଂ ତାଙ୍କର ନିଯମ ଭଂଗ କରନ୍ତି।
ତବେେ ଏପରି ଅପକର୍ମ କରିଥିବା ସହେି ଲୋକଙ୍କକ୍ସ୍ଟ ଦଣ୍ତିତ କରିବ। ତୁମ୍ଭେ ସହେି ଲୋକଟିକକ୍ସ୍ଟ ନଗରଦ୍ବାର ବାହାରକକ୍ସ୍ଟ ଆଣି ପଥର ଫିଙ୍ଗି ତାକକ୍ସ୍ଟ ସମସ୍ତଙ୍କ ଆଗ ରେ ମାରିବା ଉଚିତ୍, ସେ ପୁରୁଷ କିମ୍ବା ସ୍ତ୍ରୀ ହାଇେଥାଉ
ଏଲିଯ ସମାନଙ୍କେୁ ପରିହାସ କରି କହିଲେ, ଯଦି ବାଲ୍ ସତ୍ଯ ଦବେତା, ତବେେ ଉଚ୍ଚସ୍ବର ରେ ଡାକ, ସେ ହୁଏତ ଧ୍ଯାନ କରୁଥିବ କିମ୍ବା ବାହାରକୁ ୟାଇଥିବ, କିମ୍ବା ୟାତ୍ରା କରୁଥିବ, ଅବା ସେ ନିଦ୍ରିତ ଥିବ, ଏଣୁ ତାକୁ ଜାଗ୍ରତ କରିବାକୁ ଉଚ୍ଚସ୍ବର ରେ ଡାକ।
ଅପରାହ୍ନ ଅତିକ୍ରାନ୍ତ ହେଲା, ମାତ୍ର ଅଗ୍ନି ସୃଷ୍ଟି ହେଲା ନାହିଁ। ସମାନେେ ସନ୍ଧ୍ଯାକାଳୀନ ବଳିଦାନ ଉତ୍ସର୍ଗ କରିବା ପର୍ୟ୍ଯନ୍ତ ପ୍ରକାପ କରି ଚାଲିଲେ। କିନ୍ତୁ କୌଣସି ଶଦ୍ଦ ହେଲା ନାହିଁ, ବାଲ୍ କିଛି ଉତ୍ତର କଲେ ନାହିଁ କିମ୍ବା କହେି ମନୋୟୋଗ କଲେ ନାହିଁ।
ତା'ପରେ ଏଲିଯ ସମାନଙ୍କେୁ କହିଲେ, ବାଲ୍ର ସମସ୍ତ ଭବିଷ୍ଯଦ୍ବକ୍ତାଙ୍କୁ ଧର, କାହାରିକୁ ଛାଡ ନାହିଁ। ତେଣୁ ଲୋକମାନେ ସମସ୍ତ ଭବିଷ୍ଯଦ୍ବକ୍ତାଙ୍କୁ ଧରିଲେ। ତତ୍ପରେ ଏଲିଯ ସମାନଙ୍କେୁ କୀଶୋନ ନଦୀ ନିକଟକୁ ନଇେ ସଠାେରେ ହତ୍ଯା କଲେ।
ଅନ୍ୟ ଜାତିଗଣର ଦବଗେଣ ସମାନଙ୍କେ ହସ୍ତକୃତ ସୁନା ଓ ରୂପାର ନିର୍ମିତ ପ୍ରତିମା ଅଟନ୍ତି। ଏହି ପ୍ରତିମାଗୁଡ଼ିକ ମନୁଷ୍ଯମାନଙ୍କ ହସ୍ତରେ ତିଆରି ହାଇେଥିଲେ।
ଏହାପ ରେ କ'ଣ ଘଟିବ ତୁମ୍ଭମାନେେ ପ୍ରକାଶ କର। ତାହା ହେଲେ ଆମ୍ଭେ ଜାଣିବୁ ତୁମ୍ଭମାନେେ ପ୍ରକୃତ ରେ ଦବେତାଗଣ। କେଉଁଠି ଯଦି ଆମ୍ଭମାନେେ ପ୍ରକୃତ ରେ ଭୟ କିମ୍ବା ଭୟଭୀତ ହବୋ ଯବେେ ତୁମ୍ଭେ ଉତ୍ତମ କିମ୍ବା ମନ୍ଦ ବିଷଯ ଆମ୍ଭକୁ କହିବ।
ବେଲ୍ ଓ ନବୋ ଆମ୍ଭ ସମ୍ମୁଖ ରେ ଅବନତ ହବେେ। ସମାନଙ୍କେର ପ୍ରତିମାଗୁଡ଼ିକ ଜନ୍ତୁ ଓ ପଶୁମାନଙ୍କ ଉପ ରେ ଥୁଆ ହାଇେଛନ୍ତି। ସଗେୁଡ଼ିକ ବୋଝପରି ତୁମ୍ଭମାନେେ ବହି ଚାଲିଲ, ତାହା କ୍ଲାନ୍ତ ପଶୁମାନଙ୍କ ପାଇଁ କବଳେ ଭାର ହାଇେଅଛି।
ସମାନେେ ତାହାକୁ ସ୍କନ୍ଧ ରେ ବହନ କରି ନିଅନ୍ତି। ତାକୁ ନଇେ ତା'ର ସ୍ଥାନ ରେ ରଖନ୍ତି। ସେ ସ୍ଥାନ ରେ ଛିଡ଼ା ହୁଏ ମାତ୍ର ନିଜେ ନିଜ ସ୍ଥାନରୁ ଘୁଞ୍ଚେ ନାହିଁ। ଡାକିଲେ ସେ ଉତ୍ତର ଦବେ ନାହିଁ କିମ୍ବା କାହାରିକୁ ଉଦ୍ଧାର କରିବ ନାହିଁ।
ସେସବୁ ତାଳଗଛ ତୁଲ୍ଯ, କୁନ୍ଦା ଓ କଥା କହନ୍ତି ନାହିଁ। ସମାନଙ୍କେୁ ବହନ କରିବାକୁ ହୁଏ କାରଣ ସମାନେେ ଚାଲିପାରନ୍ତି ନାହିଁ। ତେଣୁ ସମାନଙ୍କେୁ ଭୟ କର ନାହିଁ, କାରଣ ସମାନେେ ଅମଙ୍ଗଳ କରିପାରିବେ ନାହିଁ କିଅବା ମଙ୍ଗଳ କରିବାକୁ ସମାନଙ୍କେର ଶକ୍ତି ନାହିଁ।
ସଦାପ୍ରଭୁ ପୁଣି କହନ୍ତି, ତୁମ୍ଭମାନେେ ସମାନଙ୍କେୁ କୁହ, ' ସହେି ଦବେତାଗଣ ଆକାଶମଣ୍ଡଳ ଓ ପୃଥିବୀ ନିର୍ମାଣ କରିନାହାନ୍ତି। ତେଣୁ ସମାନେେ ପୃଥିବୀ ଓ ଆକାଶମଣ୍ଡଳରୁ ଧ୍ବଂସ ଓ ଲୁପ୍ତ ହବେେ।'
ଅତଏବ ମାଂସ ଖାଇବା ବିଷୟ ରେ ମୁଁ ଏହା କ ହେ ଯେ, ଆମ୍ଭେ ଜାଣୁ ଯେ ଜଗତ ରେ ପ୍ରକୃତ ରେ ପ୍ରତିମା ବୋଲି କିଛି ନାହିଁ। ଏବଂ ଆମ୍ଭେ ଜାଣୁ ଯେ ଜଣେ ମାତ୍ର ପରମେଶ୍ବର ଅଛନ୍ତି।
ସର୍ବଦା ଭଲ କାମ କରି, ଅନ୍ଧକାରର କର୍ମଗୁଡ଼ିକର ଅସାରତା ପ୍ରମାଣିତ କର।