Home Bibles ☰ Books ବିଚାରକର୍ତାମାନଙ୍କ ବିବରଣ 6:36 · ଓଡ଼ିଆ ବାଇବେଲ
ବିଚାରକର୍ତାମାନଙ୍କ ବିବରଣ 6:36 · ଓଡ଼ିଆ ବାଇବେଲ

ଗିଦ୍ଦିୟୋନ ସଦାପ୍ରଭୁଙ୍କୁ କହିଲେ, ଆପଣ କହିଥିଲେ, ଆପଣଙ୍କ ବାକ୍ଯାନକ୍ସ୍ଟସା ରେ ମାେଦ୍ବାରା ଇଶ୍ରାୟେଲକକ୍ସ୍ଟ ଉଦ୍ଧାର କରିବ। ଏହାର ସତ୍ଯତା ଦଖାେଅ।

Cross references

ଯାତ୍ରା ପୁସ୍ତକ 4:1

ଏହାପରେ ମାଶାେ ପରମେଶ୍ବରଙ୍କୁ ଉତ୍ତର ଦେଲେ, କିନ୍ତୁ ଇଶ୍ରାୟେଲର ଲୋକମାନେ ମାେତେ ବିଶ୍ବାସ କରିବେ ନାହିଁ, ଯେତବେେଳେ ତୁମ୍ଭେ ମାେତେ ପଠାଇଛ ବୋଲି ମୁଁ କହିବି। ସମାନେେ କହିବେ, 'ସଦାପ୍ରଭୁ ତୁମ୍ଭକୁ ଦର୍ଶନ ଦଇେ ନାହାଁନ୍ତି।'

ବିଚାରକର୍ତାମାନଙ୍କ ବିବରଣ 6:14

ତା'ପରେ ସଦାପ୍ରଭୁ ଗିଦ୍ଦିୟୋନକକ୍ସ୍ଟ ଅନାଇଲେ ଏବଂ କହିଲେ, ତୁମ୍ଭର ନିଜର ଶକ୍ତିକକ୍ସ୍ଟ ବ୍ଯବହାର କର। ୟାଅ ଏବଂ ମିଦିଯନ ହସ୍ତରକ୍ସ୍ଟ ଇଶ୍ରାୟେଲର ଲୋକମାନଙ୍କୁ ରକ୍ଷା କର। ମୁ ତୁମ୍ଭମାନଙ୍କୁ ଏହି ଅଭିୟାନ ରେ ପଠାଉଛି।

ବିଚାରକର୍ତାମାନଙ୍କ ବିବରଣ 6:17

ଏହିପରେ ଗିଦ୍ଦିୟୋନ ସଦାପ୍ରଭୁଙ୍କୁ କହିଲେ, ଯଦି ତୁମ୍ଭେ ମାେ' ପ୍ରତି ସନ୍ତକ୍ସ୍ଟଷ୍ଟ, ତବେେ ମାେତେ ପ୍ରମାଣ ଦିଅ ଯେ ଏହା ପ୍ରକୃତ ରେ ତୁମ୍ଭେ ମାେ ସହିତ କଥାବାର୍ତ୍ତା ହେଉଛନ୍ତି।

ଦିତୀୟ ରାଜାବଳୀ 20:9

ତହୁଁ ଯିଶାଇୟ କହିଲେ, ତୁମ୍ଭେ କି ସୂଚନା ଚାହୁଁଛ? ଛାଯା କ'ଣ ଦଶ ପାହୁଣ୍ତ ଆଗକୁ କିମ୍ବା ଦଶ ପାହୁଣ୍ତ ପଛକୁ ୟିବ ? ତୁମ୍ଭ ପାଇଁ ପରମେଶ୍ବରଙ୍କଠାରୁ ଏହି ଚିହ୍ନ ହବେ। ଯେ ସଦାପ୍ରଭୁ ତାଙ୍କର ବାକ୍ଯ ସଫଳ କରିବେ।

ଗୀତସଂହିତା 103:13

ୟପରେି ଜଣେ ପିତା ତା'ର ସନ୍ତାନ ପ୍ରତି ପ୍ରମେ କରେ, ସଦାପ୍ରଭୁ ତାଙ୍କର ଅନୁସରଣକାରୀମାନଙ୍କ ପ୍ରତି ସପରେି ଦୟା କରନ୍ତି।

ଯିଶାଇୟ 7:11

ସସ କହିଲଲ, ଏ ଗୁଡ଼ିକ ସତ୍ଯସବାଲି ତୁମ୍ଲଭ ନିଜକୁ ପ୍ରମାଣ କରିବାକୁ ଏକ ଚିହ୍ନ ମାଗ।ସସହି ଚିହ୍ନ ଅଧୋଲଲାକରୁସହଉ କିମ୍ବା ଉର୍ଦ୍ଧଲଲାକରୁସହଉ ସଦାପ୍ରଭୁଙ୍କୁସସହି ଚିହ୍ନ ମାଗ।'

ଯିଶାଇୟ 7:14

ମାତ୍ରସମାର ପ୍ରଭୁ ପରଲମଶ୍ବର ଏକ ଚିହ୍ନସଦଖାଇଲବ।

ମାଥିଉଲିଖିତ ସୁସମାଚାର 16:1

ଫାରୂଶୀ ଓ ସାଦ୍ଦୂକୀମାନେ ଯୀଶୁଙ୍କ ନିକଟକୁ ଆସିଲେ। ସମାନେେ ଯୀଶୁଙ୍କୁ ପରୀକ୍ଷା କରିବାକୁ ଚାହୁଁଥିଲେ। ତେଣୁ ସମାନେେ ଯୀଶୁଙ୍କ କୌଣସି ଆଶ୍ଚର୍ୟ୍ଯ କାର୍ୟ୍ଯ ଦଖାଇବୋକୁ କହିଲେ, କାରଣ ଯୀଶୁ ଆଶ୍ଚର୍ୟ୍ଯ କାର୍ୟ୍ଯ ଦଖାଇବୋ ଫଳ ରେ ପ୍ରମାଣିତ ହାଇେ ପାରିବ ଯେ ସେ ପରମେଶ୍ବରଙ୍କ ପାଖରୁ ଆସିଛନ୍ତି।

Interlinear

Choose Theme