Home Bibles ☰ Books ବିଚାରକର୍ତାମାନଙ୍କ ବିବରଣ 6:39 · ଓଡ଼ିଆ ବାଇବେଲ
ବିଚାରକର୍ତାମାନଙ୍କ ବିବରଣ 6:39 · ଓଡ଼ିଆ ବାଇବେଲ

ଏହାପରେ ଗିଦ୍ଦିୟୋନ ପରମେଶଓରଙ୍କୁ କହିଲେ, ମାେ ଉପରେ କୋରଧିତ ହକ୍ସ୍ଟଅ ନାହିଁ। ମାେତେ କବଳେ ଆଉ ଗୋଟିଏ କଥା ପଗ୍ଭରିବାକକ୍ସ୍ଟ ଅନକ୍ସ୍ଟମତି ଦିଅ। ଏହି ଚମଡାଦ୍ବାରା ମାେତେ ତୁମ୍ଭକୁ ପରୀକ୍ଷା କରିବାକୁ ଦିଅ। ଚମଡାଟି ଶକ୍ସ୍ଟଖିଯାଉ ଏବଂ ତା'ର ଗ୍ଭରିପାଖ ରେ ଥିବା ଭୂମି କାକର ରେ ଓଦା ଦେଉ।

Cross references

ଆଦି ପୁସ୍ତକ 18:30

ଏହାପରେ ଅବ୍ରହାମ କହିଲେ, ହେ ସଦାପ୍ରଭୁ ମାେ ପ୍ରତି କୋର୍ଧ କରନ୍ତୁ ନାହିଁ। ତୁମ୍ଭକୁ ଏହି କଥା ପଚାରିବାକୁ ଦିଅ। ଯଦି ତିରିଶ ଜଣ ଧାର୍ମିକଲୋକ ଥାନ୍ତି, ତବେେ କ'ଣ ସହେି ନଗର ଧ୍ବଂସ କରିବେ?

ଆଦି ପୁସ୍ତକ 18:32

ଏହାପରେ ଅବ୍ରହାମ କହିଲେ, ସଦାପ୍ରଭୁ ମାେ ଉପରେ କୋରଧ କରନ୍ତୁ ନାହିଁ। ମାେତେ ଶଷେ ଥର ପାଇଁ ଅନୁମତି ମିଳୁ। ଯଦି ତୁମ୍ଭେ ସଠାେରେ ଦଶଜଣ ଉତ୍ତମ ଲୋକ ଦେଖ ତବେେ କ'ଣ ତୁମ୍ଭେ ଏପରି କରିବ?

ଗୀତସଂହିତା 107:33

ପରମେଶ୍ବର ନଦନଦୀକୁ ମରୁଭୂମିରେ ପରିଣତ କରିପାରିବେ ଏବଂ ଝରଣାର ଜଳ ସୋର୍ତକୁ ବନ୍ଦ କରିପାରନ୍ତି।

ଯିଶାଇୟ 35:6

ଖଞ୍ଜଲୋକ ହରିଣ ତୁଲ୍ଯ ନିଆଁ ମାରିବ ଓ ମୂକ ଆନନ୍ଦ ରେ ଗାନ କରିବ। କାରଣ ପ୍ରାନ୍ତର ରେ ଜଳ ଓ ମରୁଭୂମିରେ ଝରଣାର ଷୋର୍ତ ବାହାରିବ।

ଯିଶାଇୟ 43:19

କାରଣ ଆମ୍ଭେ ନୂତନ କାର୍ୟ୍ଯ କରିବୁ। ଏବେ ତୁମ୍ଭେ ଅଙ୍କୁରିତ ହବେ। ତୁମ୍ଭେ ଏହା ସତ୍ଯ ବୋଲି ନିଶ୍ଚିତ ଜାଣିବ। ଆଉ ମଧ୍ଯ ଆମ୍ଭେ ପ୍ରାନ୍ତର ମଧିଅରେ ପଥ ଓ ମରୁଭୂମିରେ ନଦନଦୀ କରିବା।

ଯିଶାଇୟ 50:2

ଆମ୍ଭେ ଆସିଲା ବେଳେ କାହିଁକି କହେି ଉପସ୍ଥିତ ନ ଥିଲ ? ଆମ୍ଭେ ଡ଼ାକିଲା ବେଳେ କହେି ଉତ୍ତର ଦବୋକୁ କାହିଁକି ନ ଥିଲ ? ଆମ୍ଭର ହସ୍ତ କ'ଣ େଛାଟ ଯେ ତାହା ମୁକ୍ତ କରିପାରିବ ନାହିଁ ? କିମ୍ବା ଉଦ୍ଧାର କରିବା ପାଇଁ ଆମ୍ଭର କ'ଣ ପରାକ୍ରମ ନାହିଁ ? ଦେଖ, ଆମ୍ଭର ଆଦେଶ ରେ ସମୁଦ୍ର ଶୁଖିୟାଇପା ରେ ଓ ନଦନଦୀକୁ ପ୍ରାନ୍ତର କରିଦଇେ ପାରୁ। ସେଥି ରେ ଥିବା ମତ୍ସ୍ଯ ଜଳ ଅଭାବରୁ ତୃଷାର୍ତ୍ତ ହାଇେ ମରିଯିବେ ଓ ଦୁର୍ଗନ୍ଧ ହବେ।

ମାଥିଉଲିଖିତ ସୁସମାଚାର 8:12

କିନ୍ତୁ ରାଜ୍ଯର ମୂଳ ପ୍ରଜାମାନଙ୍କୁ ଅନ୍ଧାର ଭିତରକୁ ଫିଙ୍ଗି ଦିଆୟିବ। ସଠାେରେ କାନ୍ଦି କାନ୍ଦି ଓ କଷ୍ଟ ହତେୁ ଦାନ୍ତ କଡମଡ କରି ରହିବେ।

ମାଥିଉଲିଖିତ ସୁସମାଚାର 21:43

ତେଣୁ ମୁଁ ତୁମ୍ଭମାନଙ୍କୁ କହୁଛି ଯେ ତୁମ୍ଭମାନଙ୍କଠାରୁ ପରମେଶ୍ବରଙ୍କ ରାଜ୍ଯ ଛଡ଼ାଇ ନିଆୟିବ। ପରମେଶ୍ବର ତାହାଙ୍କ ରାଜ୍ଯ ରେ ଯାହା ହବୋପାଇଁ ଚ଼ାହାଁନ୍ତି, ଯେଉଁ ଲୋକମାନେ ତାହା କରନ୍ତି, ସମାନଙ୍କେୁ ପରମେଶ୍ବର ତାହାଙ୍କ ରାଜ୍ଯ ଦବେେ।

ରେରିତମାନଙ୍କ କାର୍ଯ୍ୟର ବିବରଣ 13:46

କିନ୍ତୁ ପାଉଲ ଓ ବର୍ଣ୍ଣବ୍ବା ସାହସର ସହିତ କହିଲେ, ପରମେଶ୍ବରଙ୍କର ସୁସମାଚ଼ାର ତୁମ୍ଭମାନଙ୍କ ନିକଟରେ ପ୍ରଥମେ କୁହାୟିବା ଆବଶ୍ଯକ ଥିଲା। କିନ୍ତୁ ତୁମ୍ଭମାନେେ ତାହା ଅସ୍ବୀକାର କରିବାରୁ ତୁମ୍ଭମାନେେ ଅନନ୍ତ ଜୀବନ ପାଇଁ ନିଜକୁ ଯୋଗ୍ଯ ଭାବି ନ ଥିବାରୁ ଆମ୍ଭମାନେେ ଅନ୍ୟଜାତୀୟମାନଙ୍କ ପାଖକୁ ୟିବା।

ରେରିତମାନଙ୍କ କାର୍ଯ୍ୟର ବିବରଣ 22:21

କିନ୍ତୁ ପ୍ରଭୁ ମାେତେ କହିଲେ, 'ତୁମ୍ଭେ ଯାଅ। ମୁଁ ତୁମ୍ଭକୁ ବହୁତ ଦୂର ଅଣଯିହୂଦୀ ଦେଶଗୁଡ଼ିକୁ ପଠାଇବି।'

ରେରିତମାନଙ୍କ କାର୍ଯ୍ୟର ବିବରଣ 28:28

ତେଣୁ ମୁଁ ଚ଼ା ହେଁ ତୁମ୍ଭମାନେେ ଜାଣି ରଖ ଯେ, ପରମେଶ୍ବର ତାହାଙ୍କର ଏହି ପରିତ୍ରାଣର ସମ୍ବାଦ ଅଣଯିହୂଦୀ ଲୋକମାନଙ୍କ ପାଖକୁ ପଠାଇଛନ୍ତି।

ରୋମୀୟଙ୍କ ପ୍ରତି ପତ୍ର 11:12

ଯିହୂଦୀମାନଙ୍କର ତୃଟୀ ଏହି ସଂସାର ପାଇଁ ଆଶୀର୍ବାଦର ଧନ ସ୍ବରୂପ ହେଲା, ସମାନେେ ଯାହା ହରାଇଲେ, ତାହା ଅଣଯିହୂଦୀମାନଙ୍କ ପାଇଁ ଆଶୀର୍ବାଦର ଧନ ଆଣି ଦଲୋ। ତେଣୁ ପରମେଶ୍ବର ଯାହା ଚାହୁଁଛନ୍ତି ସହେି ଅନୁସାରେ ପୂଣର୍‌ନ ସଂଖ୍ଯକ ଯିହୂଦୀମାନେ ଯେତବେେଳେ ଚାଲିବେ, ସେତବେେଳେ ସଂସାର ନିଶ୍ଚିତ ରୂପେ ଅଧିକ ମାତ୍ରା ରେ ଆଶୀର୍ବାଦର ଧନ ପ୍ରାପ୍ତ କରିବ!

Interlinear

Choose Theme