Home Bibles ☰ Books ବିଚାରକର୍ତାମାନଙ୍କ ବିବରଣ 7:9 · ଓଡ଼ିଆ ବାଇବେଲ
ବିଚାରକର୍ତାମାନଙ୍କ ବିବରଣ 7:9 · ଓଡ଼ିଆ ବାଇବେଲ

ରାତ୍ରି ସମୟରେ ସଦାପ୍ରଭୁ ଗିଦ୍ଦିୟୋନଙ୍କକ୍ସ୍ଟ କହିଲେ, ଉଠ, ସହେି ଛାଉଣୀକକ୍ସ୍ଟ ଓହ୍ଲାଇ ୟାଅ। ସମାନଙ୍କେୁ ପରାସ୍ତ କରିବା ରେ ମୁ ତୁମ୍ଭମାନଙ୍କୁ ଅନକ୍ସ୍ଟମତି ଦବେି।

Cross references

ଆଦି ପୁସ୍ତକ 46:2

ରାତ୍ର ରେ ପରମେଶ୍ବର ଇଶ୍ରାୟେଲକୁ ସ୍ବପ୍ନ ରେ କହିଲେ, ଯାକୁବ, ଯାକୁବ।

ଯିହୋଶୂୟ 1:5

ମୁ ତୁମ୍ଭମାନଙ୍କ ସହିତ ରହିବି ଯେପରି ମାଶାେ ସହିତ ଥିଲି। ତୁମ୍ଭେ ବଞ୍ଚିଥିବା ପର୍ୟ୍ଯନ୍ତ ତୁମ୍ଭକୁ ପ୍ରତିବାଦ କରିବାକୁ କହେି ସମର୍ଥ ହାଇେ ପାରିବେ ନାହିଁ। ମୁ ତୁମ୍ଭକୁ ଛାଡିବି ନାହିଁ। ମୁ ତୁମ୍ଭକୁ ପରିତ୍ଯାଗ କରିବି ନାହିଁ।

ଯିହୋଶୂୟ 2:24

ସମାନେେ ଯିହାଶୂେୟଙ୍କକ୍ସ୍ଟ କହିଲେ, ସଦାପ୍ରଭୁ ବାସ୍ତବ ରେ ଆମ୍ଭକକ୍ସ୍ଟ ସମସ୍ତ ଦେଶ ଦାନ କରିଛନ୍ତି। ସହେି ଦେଶ ରେ ସମସ୍ତ ଲୋକ ଆମ୍ଭକକ୍ସ୍ଟ ଭୟ କରୁଛନ୍ତି।

ଯିହୋଶୂୟ 10:8

ସଦାପ୍ରଭୁ ଯିହାଶୂେୟଙ୍କକ୍ସ୍ଟ କହିଲେ, ସମାନଙ୍କେୁ ଭୟ କର ନାହିଁ, କାରଣ ମୁ ସମାନଙ୍କେୁ ତକ୍ସ୍ଟମ୍ଭ ହସ୍ତ ରେ ସମର୍ପଣ କରିବି। ସମାନଙ୍କେ ମଧ୍ଯରକ୍ସ୍ଟ ଜଣେ ହେଲେ, ତୁମ୍ଭର ସମ୍ମକ୍ସ୍ଟଖୀନ ହାଇେ ପାରିବେ ନାହିଁ।

ଯିହୋଶୂୟ 11:6

ଏହାପରେ ସଦାପ୍ରଭୁ ଯିହାଶୂେୟଙ୍କକ୍ସ୍ଟ କହିଲେ, ସେ ସମସ୍ତ ୈସନ୍ଯମାନଙ୍କୁ ଭୟ କରନାହିଁ। ସମାନଙ୍କେୁ ପରାସ୍ତ କରିବା ପାଇଁ ମୁ ତୁମ୍ଭକୁ ସହାୟ ହବେି। ଆସନ୍ତା କାଲି ଏହି ସମୟରେ ତୁମ୍ଭମାନେେ ସମାନଙ୍କେୁ ହତ୍ଯା କରିବ। ତୁମ୍ଭମାନେେ ସମାନଙ୍କେର ଘୋଡାମାନଙ୍କୁ େଛାଟା କରି ଦବେ ଓ ରଥଗୁଡିକୁ ପୋଡି଼ ଦବେ।

ବିଚାରକର୍ତାମାନଙ୍କ ବିବରଣ 3:10

ସଦାପ୍ରଭୁଙ୍କର ଆତ୍ମା ତାଙ୍କଠା ରେ ପ୍ରବେଶ କଲାରକ୍ସ୍ଟ, ସେ ଇଶ୍ରାୟେଲର ଲୋକମାନଙ୍କର ବିଗ୍ଭର କଲେ, ଓ ୟକ୍ସ୍ଟଦ୍ଧ କରିବାକୁ ଆଗଇେ ଆସିଲେ। ଏବଂ ସଦାପ୍ରଭୁ କୂଶନ ରିଶିଯାଥଯିମକକ୍ସ୍ଟ ଅରାମୀଯର ରାଜାଙ୍କକ୍ସ୍ଟ ହରାଇବା ରେ ଅତ୍ନୀଯଲଙ୍କେ ସାହାୟ୍ଯ କରିଥିଲେ ଓ ସେ ତାଙ୍କୁ ଆଯତ କଲେ।

ବିଚାରକର୍ତାମାନଙ୍କ ବିବରଣ 3:28

ଏହୂଦ୍ ଇଶ୍ରାୟେଲ ସନ୍ତାନଗଣଙ୍କକ୍ସ୍ଟ କହିଲେ, ମାେତେ ଅନକ୍ସ୍ଟସରଣ କର, ଯେପରି ସଦାପ୍ରଭୁ ତୁମ୍ଭମାନଙ୍କ ଶତୃ ମାଯାେବୀଯ ଲୋକମାନଙ୍କୁ, ତକ୍ସ୍ଟମ୍ଭ ହସ୍ତ ରେ ସମର୍ପଣ କରିଅଛନ୍ତି।

ବିଚାରକର୍ତାମାନଙ୍କ ବିବରଣ 4:14

ଏହାପରେ ଦବୋରା ବାରକକକ୍ସ୍ଟ କହିଲେ, ଆଜି ସଦାପ୍ରଭୁ ତୁମ୍ଭକୁ ସହାୟ ହବେେ ସୀଷରାକକ୍ସ୍ଟ ପରାସ୍ତ କରିବା ପାଇଁ ତୁମ୍ଭେ ନିଶ୍ଚିତ ଭାବରେ ଜାଣ ଯେ ସଦାପ୍ରଭୁ ତକ୍ସ୍ଟମ୍ଭ ଆଗେ ଆଗେ ଗଲେ। ତେଣୁ ବାରକ୍ ତାଙ୍କର 10,000 ଲୋକଙ୍କକ୍ସ୍ଟ ତାବୋର ପର୍ବତର ପ୍ରଦେଶକକ୍ସ୍ଟ ଆଣିଲେ।

ପ୍ରଥମ ଶାମୁୟେଲ 23:4

ଦାଉଦ ସଦାପ୍ରଭୁଙ୍କୁ ପକ୍ସ୍ଟନର୍ବାର ପଚାରିଲେ, ତହିଁରେ ସଦାପ୍ରଭୁ ଉତ୍ତର ଦଇେ କହିଲେ, ଉଠ, କିଯୀଲାକକ୍ସ୍ଟ ୟାଅ। କାରଣ, ଆମ୍ଭେ ତୁମ୍ଭର ସହାୟକ ଦବେୀଗଣଙ୍କକ୍ସ୍ଟ ହରାଇବା ପାଇଁ। ଆମ୍ଭେ ପଲେଷ୍ଟୀୟମାନଙ୍କୁ ତକ୍ସ୍ଟମ୍ଭ ହସ୍ତ ରେ ସମର୍ପଣ କରିବା।

ଦିତୀୟ ବଂଶାବଳୀ 16:8

କୂଶୀଯ ଓ ଲବେୀୟମାନଙ୍କର ଏକ ଅତି ବୃହତ୍ ଓ ପରାକ୍ରମୀ ସୈନ୍ଯଦଳ ଥିଲା। ସମାନଙ୍କେର ଅନକେ ରଥ ଓ ରଥଚାଳକମାନେ ଥିଲେ। କିନ୍ତୁ ଆସା, ତୁମ୍ଭେ ସାହାୟ୍ଯ ନିମନ୍ତେ ଓ ସହେି ବୃହତ୍ ପରାକ୍ରମୀ ସୈନ୍ଯଦଳକୁ ପରାସ୍ତ କରିବା ନିମନ୍ତେ ସଦାପ୍ରଭୁଙ୍କ ଉପରେ ନିର୍ଭର କଲ, ଆଉ ସଦାପ୍ରଭୁ ସମାନଙ୍କେୁ ପରାସ୍ତ କରିବା ନିମନ୍ତେ ତୁମ୍ଭକୁ ସାହାୟ୍ଯ କଲେ।

ଦିତୀୟ ବଂଶାବଳୀ 20:17

ତୁମ୍ଭମାନଙ୍କର ଏହି ୟୁଦ୍ଧ ରେ ୟୁଦ୍ଧ କରିବା ଦରକାର ନାହିଁ। ତୁମ୍ଭମାନେେ ନିଜ ସ୍ଥାନ ରେ ଦୃଢ଼ ହାଇେ ଠିଆ ହୁଅ। ସଦାପ୍ରଭୁ ତୁମ୍ଭମାନଙ୍କୁ ଉଦ୍ଧାର କରିବେ, ଏହା ତୁମ୍ଭମାନେେ ନିଜେ ଦେଖିବ। ତୁମ୍ଭେ ଯିହୁଦା ଓ ୟିରୁଶାଲମର ଲୋକମାନେ, ଭୟ କର ନାହିଁ, ବିବ୍ରତ ହୁଅ ନାହିଁ। ସଦାପ୍ରଭୁ ତୁମ୍ଭମାନଙ୍କର ସଙ୍ଗ ରେ ଅଛନ୍ତି ଏଣୁ ଆସନ୍ତାକାଲି ଏହି ଲୋକମାନଙ୍କ ବିରୁଦ୍ଧ ରେ ବାହାରି ୟାଅ।'

ଆୟୁବ ପୁସ୍ତକ 4:13

ରାତ୍ରିର ଗୋଟିଏ ଖରାପ ସ୍ବପ୍ନ ଭଳି ଏହା ମାରେ ନିଦ୍ରାକୁ ନଷ୍ଟ କରି ଦଲୋ।

ଆୟୁବ ପୁସ୍ତକ 33:15

ପରମେଶ୍ବର ହୁଏତ ଲୋକଙ୍କୁ ସ୍ବପ୍ନ ରେ କହନ୍ତି କିମ୍ବା ରାତି ରେ ଦର୍ଶନ ଦଇେ କହନ୍ତି ଯେତବେେଳେ ସମାନେେ ଗଭୀର ନିଦ୍ରା ୟାଇଥାନ୍ତି।

Interlinear

Choose Theme