ବିଚାରକର୍ତାମାନଙ୍କ ବିବରଣ 8:16 · ଓଡ଼ିଆ ବାଇବେଲ
ଗିଦ୍ଦିୟୋନ ସୁକ୍କୋତର ସମସ୍ତ ପ୍ରାଚୀନବର୍ଗମାନଙ୍କୁ ଏକତ୍ରୀତ କଲେ ଓ ସମାନଙ୍କେୁ କାନକୋଳି କଣ୍ଟା ରେ ବାଡଇେଲେ।
Cross references
ବିଚାରକର୍ତାମାନଙ୍କ ବିବରଣ 8:7
ତେଣୁ ଗିଦ୍ଦିୟୋନ କହିଲେ, ଏହି କାରଣରକ୍ସ୍ଟ ଯେତବେେଳେ ସଦାପ୍ରଭୁ ମାେତେ ସବହେ ଓ ସଲ୍ମୁନ୍ନର ଅକ୍ତିଆର କରିବା ପାଇଁ ସାହାୟ୍ଯ କରନ୍ତି। ମୁ ଏଠାକକ୍ସ୍ଟ ଫରେିଆସିବି ଏବଂ ତା'ପରେ ମୁ ତୁମ୍ଭର ମାଂସକକ୍ସ୍ଟ ପ୍ରାନ୍ତର ରେ କାନକୋଳି କଣ୍ଟା ଦ୍ବାରା ଫୋଡିବି।
ଏଜ୍ରା 2:6
ଯଶୂେଯ ଓ ଯୋୟାବର ପରିବାର ମଧ୍ଯରୁ ପହତ୍ ମାୟୋବର ବଂଶଧର 2,812 ଜଣ।
ହିତୋପଦେଶ 10:13
ବୁଦ୍ଧିମାନ୍ ଲୋକମାନଙ୍କର ଓଷ୍ଠ ରେ ଜ୍ଞାନ ଥାଏ। ମାତ୍ର ନିର୍ବୋଧର ପିଠି ପାଇଁ ବାଡ଼ି।
ହିତୋପଦେଶ 19:29
ନିନ୍ଦୁକମାନଙ୍କ ପାଇଁ ଦଣ୍ଡାଜ୍ଞା ଓ ମୂର୍ଖମାନଙ୍କ ପିଠି ପାଇଁ ପ୍ରହାର ପ୍ରସ୍ତୁତ କରେ।
ମୀଖା 7:4
ଏପରିକି ସମାନଙ୍କେ ମଧିଅରେ ଯେ ସର୍ବୋତ୍ତମ ସେ ବୁଦା ରେ କଣ୍ଟକ ସଦୃଶ। ଆଉ ସବୁଠାରୁ ସରଳ ବ୍ଯକ୍ତି ଅଧିକ ଜଟିଳ ଓ କଣ୍ଟାବାଡ ରେ କଣ୍ଟକ ସଦୃଶ ଅଟେ।