Home Bibles ବିଚାରକର୍ତାମାନଙ୍କ ବିବରଣ 8:19 · ଓଡ଼ିଆ ବାଇବେଲ
ବିଚାରକର୍ତାମାନଙ୍କ ବିବରଣ 8:19 · ଓଡ଼ିଆ ବାଇବେଲ

ଗିଦ୍ଦିୟୋନ କହିଲେ, ସମାନେେ ମାରେ ଭାଇ ଥିଲେ। ମାରେ ମା'ର ପକ୍ସ୍ଟତ୍ର! ଯେ ହତେକ୍ସ୍ଟ ସଦାପ୍ରଭୁ ଅଛନ୍ତି, ଯଦି ତୁମ୍ଭେ ସମାନଙ୍କେୁ ମାରି ନ ଥାନ୍ତ ତବେେ ମୁ ତୁମ୍ଭକୁ ବର୍ତ୍ତମାନ ମାରି ନଥାନ୍ତି।

Cross references

ଗଣନା ପୁସ୍ତକ 35:19

ଜଣେ ମୃତ ପରିବାରର ଲୋକ, ହତ୍ଯାକାରୀକୁ ହତ୍ଯା କରିପାରିବ। ସେ ତାକୁ ଦେଖିଲା ମାତ୍ରକେ ହତ୍ଯା କରିପାରିବ।

ରୂତର ବିବରଣ 3:13

ଆଜି ରାତି ଏହିଠା ରେ ରକ୍ସ୍ଟହ। ଆସନ୍ତା କାଲି ସକାଳେ ମୁ ଦେଖିବି ଯେ, ସେ ତୁମ୍ଭକୁ ବିବାହ କରିବାକୁ ଇଚ୍ଛା କରୁଛି କି ନା, ଯଦି ସେ ରାଜି ହକ୍ସ୍ଟଅନ୍ତି ତବେେ ଉତ୍ତମ କଥା। ଯବେେ ସେ ବିବାହ କରିବାକୁ ମନା କରନ୍ତି, ସଦାପ୍ରଭୁଙ୍କର ନାମ ରେ ପ୍ରତିଜ୍ଞା କରୁଅଛି, ମୁ ତୁମ୍ଭକୁ ବିବାହ କରିବି ଏବଂ ଏଲିମଲକରେ ଭୂମି ଫରୋଇ ଆଣିବି। ତେଣୁ ସକାଳ ପର୍ୟ୍ଯନ୍ତ ଏହିଠା ରେ ଶଯନ କର।

ପ୍ରଥମ ରାଜାବଳୀ 1:29

ତା'ପରେ ରାଜା ଶପଥ କଲେ, ଯେ ପର୍ୟ୍ଯନ୍ତ ସଦାପ୍ରଭୁ ଜୀବିତ ଅଛନ୍ତି ପରମେଶ୍ବର ମାେତେ ସମସ୍ତ ବିପଦରୁ ରକ୍ଷା କରିଛନ୍ତି। ମୁଁ ଏହି ପ୍ରତିଜ୍ଞା କରୁଛି।

Interlinear

Choose Theme