Home Bibles ବିଚାରକର୍ତାମାନଙ୍କ ବିବରଣ 9:29 · ଓଡ଼ିଆ ବାଇବେଲ
ବିଚାରକର୍ତାମାନଙ୍କ ବିବରଣ 9:29 · ଓଡ଼ିଆ ବାଇବେଲ

ତୁମ୍ଭେ ଯଦି ମାେତେ ତୁମ୍ଭର ଆଦେଶକାରୀ କର, ମୁ ଅବୀମଲକଠାେରକ୍ସ୍ଟ ମକ୍ସ୍ଟକ୍ତି ପାଇୟାନ୍ତି। ମୁ ତାଙ୍କୁ କହନ୍ତି, 'ତକ୍ସ୍ଟମେ ତୁମ୍ଭର ସୈନ୍ଯକକ୍ସ୍ଟ ପ୍ରସ୍ତକ୍ସ୍ଟତ କର ଏବଂ ୟକ୍ସ୍ଟଦ୍ଧ କରିବାକୁ ବାହାରି ଆସ। '

Cross references

ଦିତୀୟ ଶାମୁୟେଲ 2:14

ଅବ୍ନର ଯୋୟାବକକ୍ସ୍ଟ କହିଲେ, ୟକ୍ସ୍ଟବକ ସୈନ୍ଯମାନେ ଆମ୍ଭମାନଙ୍କ ସମ୍ମକ୍ସ୍ଟଖ ରେ ପ୍ରତିୟୋଗିତା କରନ୍ତକ୍ସ୍ଟ।

ଦିତୀୟ ଶାମୁୟେଲ 15:4

ଅବଶା ଲୋମ କ ହେ, ଆଃ, ମୁ ଯଦି ଦେଶର ବିଗ୍ଭର କର୍ତ୍ତାରୂପେ ନିୟକ୍ସ୍ଟକ୍ତି ହକ୍ସ୍ଟଅନ୍ତି ଏବଂ ଯଦି କୌଣସି ଲୋକ ମାେ ପାଖକକ୍ସ୍ଟ ତା'ର ସମସ୍ଯା କହିବାକକ୍ସ୍ଟ ଆସିଥାନ୍ତି, ତାହା ହେଲ ମୁ ତାକକ୍ସ୍ଟ ସାହାୟ୍ଯ କରିଥାନ୍ତି ଓ ଯଥାର୍ଥ ଶାସନ ଦଇେଥାନ୍ତି।

ପ୍ରଥମ ରାଜାବଳୀ 20:11

ରାଜା ଆହାବ୍ ଉତ୍ତର ଦେଲେ, ବିନ୍ହଦଦ୍ଙ୍କୁ କୁହ ସାଞ୍ଜୁ ପରିଧାନ କରିଥିବା ଲୋକ ସାଞ୍ଜୁ କାଢିବା ପାଇଁ ଜୀବିତ ଥିବା ଲୋକପରି ଦର୍ପ ନ କରୁ।

ଦିତୀୟ ରାଜାବଳୀ 14:8

ଅମତସିଯ ଯହେୂଙ୍କ ପୌତ୍ର ଓ ଯିହାୟୋଦାରହସ୍ଙ୍କ ପୁତ୍ର ୟୋଯାଶଙ୍କ ନିକଟକୁ ସନ୍ଦେଶବାହ ପଠାଇଲେ, ଇଶ୍ରାୟେଲ ରାଜା କହୁଛନ୍ତି, ଆସ, ଆମ୍ଭମାନେେ ପରସ୍ପର ସମ୍ମୁଖା ସମ୍ମୁଖୀ ହାଇେ ୟୁଦ୍ଧ କରିବା।

ଦିତୀୟ ରାଜାବଳୀ 18:23

ଏବେ ମୁଁ ବିନଯ କରୁଅଛି, ମାେ ମହାଶୟ, ଅଶୂରର ରାଜାଙ୍କ ସଙ୍ଗେ ଚୁକ୍ତି କର, ମୁଁ ତୁମ୍ଭଙ୍କୁ 2,000 ଅଶ୍ବ ଦବେି। ତୁମ୍ଭେ ଯଦି ପାରୁଛ ତବେେ ସମାନଙ୍କେ ଉପରେ ଚଢିବା ପାଇଁ ତୁମ୍ଭ ଆଡୁ ଲୋକ ଆଣ।

ଗୀତସଂହିତା 10:3

ଦୁଷ୍ଟ ଲୋକମାନେ ଆପଣା ମନସ୍କାମନା ବିଷଯରେ ଗର୍ବ ଅନୁଭବ କରନ୍ତି ଓ ସହେି ଲୋଭୀ ଲୋକମାନେ ପରମେଶ୍ବରଙ୍କୁ ଅଭିଶାପ ଦିଅନ୍ତି। ଏହି ଉପାଯରେ ସହେି ମନ୍ଦ ଲୋକମାନେ ଦଖାଇେ ଦବୋକୁ ଚାହାଁନ୍ତି ସମାନେେ ସଦାପ୍ରଭୁଙ୍କୁ ଘୃଣା କରନ୍ତି।

ଯିଶାଇୟ 36:8

ଏହା ସତ୍ତ୍ବେ, ଯଦି ତୁମ୍ଭେ ୟୁଦ୍ଧ କରିବାକୁ ଚାହୁଁଛ, ଅଶୂରର ରାଜାଙ୍କ ସହିତ ସମ୍ପର୍କ କର, ସମାନଙ୍କେ ପାଇଁ ଯଦି ଅଶ୍ବ ଆରୋହଣକାରୀମାନଙ୍କୁ ଖାଜେି ପାରିବ, ତବେେ ମୁଁ ତୁମ୍ଭଙ୍କୁ 200 ଅଶ୍ବ ଦବେି।

ରୋମୀୟଙ୍କ ପ୍ରତି ପତ୍ର 1:30

ସମାନେେ ପରଚର୍‍ଚ୍ଚା କରନ୍ତି, ପରନିନ୍ଦା କରନ୍ତି ଓ ଏକ ଆ ରକେ ବିରୁଦ୍ଧ ରେ ମନ୍ଦକଥା କୁହନ୍ତି। ସମାନେେ ପରମେଶ୍ବରଙ୍କୁ ଘୃଣା କରନ୍ତି। ସମାନେେ ଉଦ୍ଧତ, ଆତ୍ମଗର୍ବୀ ଓ ଅହଂକାରୀ। ସମାନେେ ମନ୍ଦକର୍ମ କରିବା ପାଇଁ ବାଟ ଖୋଜୁ ଥାଆନ୍ତି।

Interlinear

Choose Theme