ତେଣୁ ଅବୀମଲେକ୍ ସହେି ଗଡ ରେ ପହଞ୍ଚି ତା ବିରକ୍ସ୍ଟଦ୍ଧ ରେ ୟକ୍ସ୍ଟଦ୍ଧ କଲେ। ଏବଂ ତାକକ୍ସ୍ଟ ଅଗ୍ନି ରେ ଦଗ୍ଧ କରିବା ପାଇଁ ସେ ଗଡର ପ୍ରବେଶ ସ୍ଥାନ ପର୍ୟ୍ଯନ୍ତ ଗଲେ।
Cross references
ଏହାପରେ ଅବୀମଲେକ୍ ଓ ତାଙ୍କର ସମସ୍ତ ଲୋକମାନେ ସଲ୍ମୋନ୍ ପର୍ବତକକ୍ସ୍ଟ ଚଢି଼ଲେ। ଅବୀମଲେକ୍ କକ୍ସ୍ଟରାଢି ନଇେ ବୃକ୍ଷରକ୍ସ୍ଟ କେତକେ ଡାଳ ହାଣିଲେ। ସେ ସଗେକ୍ସ୍ଟଡିକ ଉଠାଇଲେ ଏବଂ ସଗେକ୍ସ୍ଟଡିକ ନିଜ କାନ୍ଧ ରେ ରଖିଲେ ଏବଂ ନିଜର ସଙ୍ଗୀ ଲୋକମାନଙ୍କୁ କହିଲେ, ଯଥାଶିଘ୍ର, ମୁ ଯାହା କଲି ତୁମ୍ଭେ ତାହା କର।
ଏହା ସତ୍ଯ ତୁମ୍ଭେ ଇଦୋମ ଅଧିକାର କରିଛ। ସେଥିପାଇଁ ତୁମ୍ଭେ ଗର୍ବିତ କାରଣ ତୁମ୍ଭେ ଇଦୋମ ଜଯ କରିଛ। ସହେି ଗୌରବ ନଇେ ସନ୍ତୁଷ୍ଟ ହାଇେ ରୁହ। ଆଉ ନିଜ ଉପରେ କ୍ଲେଶ ଆଣ ନାହିଁ। ଯଦି ତୁମ୍ଭେ ଏହା କର, ତୁମ୍ଭେ ଯିହୁଦାର ସହିତ ପତନ ହବେ।
ଶଲ୍ଲମଙ୍କ ମୃତ୍ଯୁପରେ ମନ ହେମ୍ ତିର୍ସାଠାରୁ, ତିପ୍ସହର ସମସ୍ତ ଅଞ୍ଚଳକୁ ଲୋକମାନେ ଆକ୍ରମଣ କଲେ, କାରଣ ସମାନେେ ନଗରର ଫାଟକସବୁ ତାଙ୍କ ପାଇଁ ଖାଲିବୋକୁ ଅମାନ୍ଯ କଲେ। ସେ ନଗରର ସମସ୍ତ ଗର୍ଭବତୀ ନାରୀଙ୍କର ଉଦର ବିଦୀର୍ଣ୍ଣ କଲେ।