Home Bibles ☰ Books ବିଚାରକର୍ତାମାନଙ୍କ ବିବରଣ 9:55 · ଓଡ଼ିଆ ବାଇବେଲ
ବିଚାରକର୍ତାମାନଙ୍କ ବିବରଣ 9:55 · ଓଡ଼ିଆ ବାଇବେଲ

ଇଶ୍ରାୟେଲର ଲୋକମାନେ ଅବୀମଲକରେ ମରଣ ଦେଖି ନିଜ ନିଜ ସ୍ଥାନକକ୍ସ୍ଟ ଗ୍ଭଲିଗଲେ।

Cross references

ଦିତୀୟ ଶାମୁୟେଲ 18:16

ଯୋୟାବ ତୂରୀ ବଜାଇ ଇଶ୍ରାୟେଲୀୟମାନଙ୍କ ପଛ ରେ ନ ଗୋଡ଼ାଇବା ପାଇଁ ନିର୍ଦ୍ଦେଶ ଦେଲେ।

ଦିତୀୟ ଶାମୁୟେଲ 20:21

କିନ୍ତୁ ଆପଣଙ୍କ ସହର ରେ ଇଫ୍ରଯିମ ପର୍ବତମଯ ଦେଶୀଯ ଲୋକ ଅଛି ଯାହାର ନାମ ଶବେଃ, ସେ ବିଖ୍ରିର ପକ୍ସ୍ଟତ୍ର। ସେ ରାଜାଙ୍କର ବିରକ୍ସ୍ଟଦ୍ଧାଚରଣ କରୁଅଛି। ତାକକ୍ସ୍ଟ ମାେତେ ଦିଅ ମୁ ଏଠାରକ୍ସ୍ଟ ପରିତ୍ଯାଗ କରିବି।

ପ୍ରଥମ ରାଜାବଳୀ 22:35

ସଦେିନ ସୈନ୍ଯମାନେ ପ୍ରବଳ ୟୁଦ୍ଧ ଚଳାଇଲେ, ରାଜା ଆହାବ୍ ତାଙ୍କ ରଥରେ ରହିଲେ। ସେ ଅରାମୀଯ ସୈନ୍ଯମାନଙ୍କୁ ଦେଖି ରଥର ପାଶର୍‌ବ ରେ ଆଉଜି ହାଇେ ରହିଲେ। ତାଙ୍କର ରକ୍ତ ରେ ରଥର ତଳ ସିକ୍ତ ହେଲା ଓ ସନ୍ଧ୍ଯାବଳକେୁ ସେ ମୃତ୍ଯୁ ବରଣ କଲେ।

ହିତୋପଦେଶ 22:10

ନିନ୍ଦକକୁ ବାହାର କରି ଦିଅ, ତହିଁରେ ବିବାଦ ଓ ଅପମାନ ବନ୍ଦ ହବେ।

Interlinear

Choose Theme