ଏକ ସମୟରେ ବୃକ୍ଷସବୁ ନିଜ ଉପରେ ରାଜା ଅଭିଷକେ କରିବାକୁ ଗଲେ। ସମାନେେ ଜିତ ବୃକ୍ଷକକ୍ସ୍ଟ କହିଲେ, ତୁମ୍ଭେ ଆମ୍ଭମାନଙ୍କ ଉପରେ ରାଜତ୍ବ କର।
Cross references
ଇଶ୍ରାୟେଲର ଲୋକମାନେ ଗିଦ୍ଦିଯୋନଙ୍କକ୍ସ୍ଟ କହିଲେ, ଆପଣା ଆମ୍ଭମାନଙ୍କ ମିଦିଯନମାନଙ୍କଠାରକ୍ସ୍ଟ ରକ୍ଷା କରିଛନ୍ତି, ତେଣୁ ଆପଣ ଆମର ଶାସକ ହକ୍ସ୍ଟଅନ୍ତକ୍ସ୍ଟ। ଆମ୍ଭେ ତୁମ୍ଭକୁ ତୁମ୍ଭର ସନ୍ତାନମାନଙ୍କୁ ଆମର ଶାସକ ଭାବେ ଗ୍ଭହକ୍ସ୍ଟଁ।
ଇଶ୍ରାୟେଲର ରାଜା ୟୋଯାଶ ଯିହୁଦାର ରାଜା ଅମତ୍ସିଯ ନିକଟକୁ ଲୋକ ପଠାଇ କହିଲେ, ଲିବାନୋନ୍ର କଣ୍ଟକଲତା ଏରସ୍ବୃକ୍ଷ ନିକଟକୁ କହି ପଠାଇଲେ, 'ତୁମ୍ଭ କନ୍ଯାକୁ ଆମ୍ଭ ପୁତ୍ର ସଙ୍ଗେ ବିବାହ କରିଦିଅ।' ମାତ୍ର ଲିବାନୋନ୍ର ଏକ ବନ୍ଯ ପଶୁ ସହେି ବାଟ ଦଇେ ଯାଉଥିଲା ଓ ସେ କଣ୍ଟକଲତାକୁ ପାଦ ରେ ଦଳି ଦଲୋ।
ସମାନଙ୍କେୁ କୁହ,
ମୁଁ ଶୟ୍ଯା ରେ ଶୋଇଥିଲା ବେଳେ ମାେ ମନର ଦର୍ଶନ ଏହିପରି ଥିଲା। ମୁଁ ଅନାଇଲି ଓ ଦେଖିଲି ଭୂମଣ୍ତଳ ରେ ମଧ୍ଯସ୍ଥଳ ରେ ଏକ ବୃକ୍ଷ ଥିଲା ଓ ତାହା ଅତି ଉଚ୍ଚ ଥିଲା।
ଯଦି ଗୋଡ଼ କୁ ହେ : ମୁଁ ହାତ ନୁହେଁ, ଅତଏବ, ମୁଁ ଶରୀରର ଅଙ୍ଗ ନୁହେଁ। କିନ୍ତୁ ଏହା କହିବା ଦ୍ବାରା କ'ଣ ସେ ଶରୀରର ଅଙ୍ଗ ହାଇେ ରହିବ ନାହିଁ କି ?