Home Bibles ଯିରିମିୟଙ୍କ ବିଳାପ 1:11 · ଓଡ଼ିଆ ବାଇବେଲ
ଯିରିମିୟଙ୍କ ବିଳାପ 1:11 · ଓଡ଼ିଆ ବାଇବେଲ

ତାହାର ସମସ୍ତ ଲୋକ ବିଳାପ କରି ଆହାର ଖୋଜୁଛନ୍ତି। ସମାନେେ ବଞ୍ଚିବା ଉଦ୍ଦେଶ୍ଯ ରେ ଖାଦ୍ୟ ପାଇଁ ସମାନଙ୍କେର ମ ନୋହର ସାମଗ୍ରୀସବୁ ଦେଉଛନ୍ତି। ୟିରୁଶାଲମ କ ହେ, ହେ ସଦାପ୍ରଭୁ, ଦେଖ, ମାେତେ ନିରୀକ୍ଷଣ କର, ଆଉ ଦେଖ ଲୋକମାନେ ମାେତେ ଘୃଣା କରୁଛନ୍ତି।

Cross references

ଦିତୀୟ ବିବରଣ 28:52

ଅନ୍ୟ ଜାତୀଯମାନେ ତୁମ୍ଭମାନଙ୍କୁ ଘରୋଉ କରି ରଖିବେ ଓ ତୁମ୍ଭମାନଙ୍କ ସହରକକ୍ସ୍ଟ ଆକ୍ରମଣ କରିବେ। ତୁମ୍ଭମାନେେ ଭାବିବ ଯେ ତୁମ୍ଭମାନଙ୍କର ଉଚ୍ଚ ଓ ଦୃଢ ପାଚରେୀ ତୁମ୍ଭମାନଙ୍କୁ ସକ୍ସ୍ଟରକ୍ଷା ଦବେ ମାତ୍ର ତାହା ତୁମ୍ଭମାନଙ୍କୁ ସକ୍ସ୍ଟରକ୍ଷା ଦଇପୋରିବ ନାହିଁ। ସହେି ପାଚରେୀମାନ ଭାଙ୍ଗି ପଡିବ। ସଦାପ୍ରଭୁ ଦଇେଥିବା ଦେଶ ରେ ସବୁଆଡେ ଶତୃମାନଙ୍କର ଛାଉଣୀ ହାଇଯେିବ।

ପ୍ରଥମ ଶାମୁୟେଲ 30:11

ଦାଉଦଙ୍କର ଲୋକମାନେ କ୍ଷତେ ରେ ଜଣେ ମିଶରୀଯକକ୍ସ୍ଟ ପାଇଲେ। ତାଙ୍କୁ ସମାନେେ ଦାଉଦଙ୍କ ନିକଟକକ୍ସ୍ଟ ଆଣିଲେ। ସମାନେେ ତାହାକକ୍ସ୍ଟ ଖାଦ୍ୟ ଓ ପାନୀଯ ଦେଲେ।

ଦିତୀୟ ରାଜାବଳୀ 6:25

ନଗର ଅବରୋଧ ଥିଲା। ଲୋକେ ନଗର ଭିତରକୁ ଖାଦ୍ୟ ଆଣି ପାରିଲେ ନାହିଁ। ଫଳ ରେ ସଠାେରେ ମହାଦୁର୍ଭିକ୍ଷ ଦଖାେ ଦଲୋ। ଏପରି ଶାଚେନୀ ହେଲା ଶମରିଯାର ଗୋଟିଏ ଗର୍ଦ୍ଦଭ ମୁଣ୍ତ ଅଶୀ ରେ ୗପ୍ୟ ମୁଦ୍ରା ରେ ଓ କପୋତମଳର ଏକ ଚତୁର୍ଥାଂଶ ପାଞ୍ଚ ରେ ୗପ୍ୟ ମୁଦ୍ରା ରେ ବିକ୍ରଯ ହେଲା।

ଆୟୁବ ପୁସ୍ତକ 40:4

ମୁଁ ଅତି ନିକୃଷ୍ଟ କଥା କହିବାକୁ ! ମୁଁ ବା ତୁମ୍ଭକୁ କି ଉତ୍ତର ଦବେି ? ମୁଁ ତୁମ୍ଭକୁ ଉତ୍ତର ଦଇେ ପାରିବି ନାହିଁ। ମୁଁ ମାରେ ହାତଦ୍ବାରା ମାରେ ମୁହଁ ବନ୍ଦ କରିବି।

ଗୀତସଂହିତା 25:15

ମୁଁ ସଦାସର୍ବଦା ସଦାପ୍ରଭୁଙ୍କର କୃପାପ୍ରାର୍ଥୀ। ସେ ସଦାସର୍ବଦା ମାେତେ ମାରେ ବିପଦରୁ ମୁକ୍ତ କରନ୍ତି।

ଗୀତସଂହିତା 79:4

ଆମ୍ଭ ପଡ଼ୋଶୀ ଦବଗେଣ ଆମ୍ଭମାନଙ୍କୁ ଅପମାନିତ କଲେ। ଆମ୍ଭର ସବୁ ଚତୁପାଶର୍‌ବରେ ଥିବା ଲୋକମାନେ ଆମ୍ଭମାନଙ୍କୁ ପରିହାସ କଲେ।

ଯିରିମିୟ 19:9

ଶତ୍ରୁଗଣ ସମାନଙ୍କେ ନଗରକୁ ଅବରୋଧ କରିବେ ଓ ସମାନଙ୍କେୁ ଖାଦ୍ୟ ପାଇଁ ବାହାରକୁ ୟିବାକୁ ଦବେେ ନାହିଁ। ତେଣୁ ଲୋକମାନେ ଉପବାସ ରେ ରହିବେ ଓ କ୍ଷୁଧା ରେ ଆତୁର ହାଇେ ସଙ୍କଟ ସମୟରେ ପୁତ୍ର କନ୍ଯାର ମାଂସ ଭୋଜନ କରିବେ। ଆଉ ମଧ୍ଯ ଶଷେ ରେ ପରସ୍ପରକୁ ଭୋଜନ କରିବେ।'

ଯିରିମିୟ 38:9

ସେ ଯେଉଁଠା ରେ ଅଛନ୍ତି ଦୁର୍ଭିକ୍ଷ ସକାଶୁ ସଠାେ ରେ ମଲାପରି ଅଛନ୍ତି। କାରଣ ନଗର ରେ ଆଉ ରୋଟୀ ନାହିଁ।

ଯିରିମିୟ 52:6

ସହେି ବର୍ଷ ଚତୁର୍ଥ ମାସର ନବମ ଦିନ ରେ ନଗର ରେ ମହା ଦୁର୍ଭିକ୍ଷ ଦଖାେ ଦଲୋ। ତହିଁରେ ଦେଶୀଯ ଲୋକମାନଙ୍କ ପାଇଁ କିଛି ଖାଦ୍ୟ ମିଳିଲା ନାହିଁ।

ଯିରିମିୟଙ୍କ ବିଳାପ 1:9

ୟିରୁଶାଲମର ଅପରିଷ୍କାର ସହଳୀ ତାଙ୍କ ଜାମାଗୁଡ଼ିକରେ ଦୃଶିତ କରିଥିଲା। ସେଥିପାଇଁ ତାହାର ପତନ ଅନିବାର୍ୟ୍ଯ ଜଣାପଡ଼ୁଥିଲା। ସଠାେ ରେ ତାକୁ ସାନ୍ତ୍ବନା ଦବୋକୁ କହେି ନ ଥିଲେ। ସେ କହୁଛି, ହେ ସଦାପ୍ରଭୁ, ମାରେ ସମସ୍ଯା ଦେଖ, ମାରେ ଶତ୍ରୁଗଣ ନିଜକୁ କିପରି ମହାନ୍ ମନେ କରୁଛନ୍ତି।

ଯିରିମିୟଙ୍କ ବିଳାପ 1:19

ମୁଁ ମାରେ ପ୍ ରମେିକମାନଙ୍କୁ ଡ଼ାକିଲି, ମାତ୍ର ସମାନେେ ମାେ ପ୍ରତି ପ୍ରବଞ୍ଚନା କଲେ। ମାରେ ଯାଜକଗଣ ଓ ପ୍ରାଚୀନବର୍ଗ ନଗର ମଧିଅରେ ପ୍ରାଣତ୍ଯାଗ କଲେ। ସମାନେେ ନିଜେ ନିଜେ ବଞ୍ଚିବା ପାଇଁ ଆହାର ଖୋଜୁଥିବା ବେଳେ ମଲେ।

ଯିରିମିୟଙ୍କ ବିଳାପ 2:11

ମାରେ ଚକ୍ଷୁୟୁଗଳ ଲୋତକରେ ପୂର୍ଣ୍ଣ ହୁଏ ଓ ଅନ୍ତର ବ୍ଯଥିତ ହୁଏ। ମାରେ ଲୋକମାନଙ୍କର ବିନାଶ ହତେୁ ମାରେ ହୃଦଯ ଭୂମିରେ ଢ଼ଳା ହେଲାପରି ଅନୁଭବ କରେ, କାରଣ ନଗରର ପଥ ସମୂହ ରେ ବାଳକ ବାଳିକା ଓ ଦୁଗ୍ଧପୋଷ୍ଯ ଶିଶୁମାନେ ମୂର୍ଚ୍ଛିତ ହାଇେ ପଡ଼ିଛନ୍ତି।

ଯିରିମିୟଙ୍କ ବିଳାପ 2:12

ସମାନେେ ନିଜ ନିଜ ମାତାକୁ ଶସ୍ଯ ଓ ଦ୍ରାକ୍ଷାରସ କାହିଁ? ଏହି କଥା ପଚାରୁଛନ୍ତି, ଯେତବେେଳେ ସମାନେେ ମୂର୍ଚ୍ଛା ୟାଆନ୍ତି। ନଗର ଛକରେ ଘାଇଲା ଲୋକମାନଙ୍କ ପରି ଏବଂ ନିଜ ନିଜ ମାଆ କୋଳ ରେ ପ୍ରାଣ ତ୍ଯାଗ କରନ୍ତି।

ଯିରିମିୟଙ୍କ ବିଳାପ 2:20

ହେ ସଦାପ୍ରଭୁ, ଦେଖ ଓ ନିରୀକ୍ଷଣ କର, ତୁମ୍ଭେ ତାହାପ୍ରତି ଏ ପ୍ରକାର ବ୍ଯବହାର କରିଅଛ ! ମୁଁ ଏହି ପ୍ରଶ୍ନ ତୁମ୍ଭକୁ ପଚାରୁଛି, କୌଣସି ମାଆ କ'ଣ ତା'ର ଗର୍ଭସ୍ଥ ସନ୍ତାନକୁ ଯାହାକୁ ନିଜେ ଲାଳନପାଳନ କରିଛି, ତାକୁ ଭକ୍ଷଣ କରିବ? ଯାଜକଗଣ ଓ ଭବିଷ୍ଯଦ୍ ବକ୍ତା କ'ଣ ସଦାପ୍ରଭୁଙ୍କ ପବିତ୍ର ମନ୍ଦିର ରେ ନିହତ ହବେେ କି?

ଯିରିମିୟଙ୍କ ବିଳାପ 4:4

ତୃଷା ହତେୁ, ସ୍ତନ୍ଯପାଯୀ ଶିଶୁର ଜିହ୍ବା ତାଳୁ ରେ ଲାଗି ଯାଉଛି। ପିଲାମାନେ ରୋଟୀ ମାଗନ୍ତି, ମାତ୍ର କହେି ସମାନଙ୍କେୁ ରୋଟୀ ଦିଅନ୍ତି ନାହିଁ।

ଯିରିମିୟଙ୍କ ବିଳାପ 4:5

ଯେଉଁମାନେ ସୁଖାଦ୍ୟ ଭୋଜନ କରୁଥିଲେ, ସମାନେେ ବର୍ତ୍ତମାନ ରାସ୍ତା ରେ ଅନାଥ ହାଇେଛନ୍ତି। ଯେଉଁମାନେ ସିନ୍ଦୂରବର୍ଣ୍ଣ ବସ୍ତ୍ର ପିନ୍ଧି ପ୍ରତିପାଳିତ ହାଇେଥିଲେ। ସମାନେେ ଖତରାଶି ଅବଲମ୍ବନ କରୁଛନ୍ତି।

ଯିରିମିୟଙ୍କ ବିଳାପ 5:1

ହେ ସଦାପ୍ରଭୁ ! ଆମ୍ଭମାନଙ୍କ ପ୍ରତି ଯାହା ଘଟିଗଲା, ତାହା ସ୍ମରଣ କର। ଆମ୍ଭମାନଙ୍କ ପ୍ରତି ହାଇେଥିବା ଅପମାନକୁ ଅବଲୋକନ କର।

ଯିହିଜିକଲ 4:15

ତା'ପ ରେ ପରମେଶ୍ବର ମାେତେ କହିଲେ, ଏହା ଉତ୍ତମ ଅଟେ। ମନୁଷ୍ଯ ବିଷ୍ଠା ବଦଳ ରେ ମୁଁ ତୁମ୍ଭକୁ ଗୋବର ବ୍ଯବହାର କରିବାକୁ ଦବେି। ତୁମ୍ଭେ ଏହାର ନିଆଁ ରେ ରୋଟୀ ସକେି ପାରିବ।

ଯିହିଜିକଲ 5:16

ଆମ୍ଭେ ଆମ୍ଭର ବିନାଶକାରୀ ଦୁର୍ଭିକ୍ଷର ତୀରଗୁଡ଼ିକ ତୁମ୍ଭମାନଙ୍କ ଉପରକୁ ନିକ୍ଷପେ କରିବା। ଆମ୍ଭେ ତୁମ୍ଭମାନଙ୍କୁ ବିନାଶ କରିବା ପାଇଁ ସଗେୁଡ଼ିକୁ ପଠାଇବା, ମୁଁ ତୁମ୍ଭମାନଙ୍କ ପାଖକୁ ଅଧିକରୁ ଅଧିକ ଦୁର୍ଭିକ୍ଷ ପଠାଇବି ଏବଂ ଆମ୍ଭେ ତୁମ୍ଭମାନଙ୍କର ଖାଦ୍ୟ ଯୋଗାଣ ବନ୍ଦ କରିବା।

Interlinear

Choose Theme