ଆଗୋ ସିୟୋନ କନ୍ଯ, ମୁଁ ତୁମ୍ଭ ଆଗ ରେ କି ସାକ୍ଷ୍ଯ ଦବେି? ତୁମ୍ଭକୁ କାହା ସହିତ ମୁଁ ତୁଳନା କରିବି? ଆଗୋ ସିୟୋନ କୁମାରୀ କନ୍ଯ, ମୁଁ ତୁମ୍ଭକୁ ସାନ୍ତ୍ବନା ଦବୋପାଇଁ ତୁମ୍ଭକୁ କାହା ସହିତ ତୁଳନା କରିବି ? କାରଣ ତୁମ୍ଭର ବିନାଶ ସମୁଦ୍ର ପରି ବିସ୍ତୃତ, ତୁମ୍ଭକୁ କିଏ ସୁସ୍ଥ କରିପାରିବା ପାଇଁ ସକ୍ଷମ ହବେ?
Cross references
ତା'ପରେ ଦାଉଦ ବାଲ୍-ପରାସୀମକକ୍ସ୍ଟ ଗଲେ, ଏବଂ ସଠାେରେ ପଲେଷ୍ଟୀୟମାନଙ୍କୁ ପରାସ୍ତ କଲେ। ଦାଉଦ କହିଲେ, ସଦାପ୍ରଭୁ ମାରେ ଶତୃମାନଙ୍କୁ ଛିନ୍ନ ବିଛିନ୍ନ କଲେ, ଯେପରି ନଦୀ ଭଙ୍ଗାବନ୍ଧକକ୍ସ୍ଟ ଭାଙ୍ଗି ବହି ନଇୟୋଏ। ଯେଉଁଥିପାଇଁ ଦାଉଦ ଉକ୍ତ ସ୍ଥାନର ନାମ ବାଲ୍-ପରାସୀମ ରଖିଥିଲେ।
ତୁମ୍ଭେ ଧରଣୀକୁ କମ୍ପିତ କରିଅଛ ଏବଂ ତାକୁ ଦୁଇ ଭାଗରେ ବିଦୀର୍ଣ୍ଣ କରିଛ। ଏହାର ଫାଟକକୁ ମରାମତି କର, କାରଣ ଏହାର ପତନ ହେଉଅଛି।
ସନ୍ ହରେୀବ ବିଷଯ ରେ ସଦାପ୍ରଭୁ ଏହିକଥା କୁହନ୍ତି, ସିୟୋନର କୁଆଁରୀକନ୍ଯା ତୁମ୍ଭକୁ ତୁଚ୍ଛ କରିଛି ଓ ତୁମ୍ଭକୁ ପରିହାସ କରିଛି। ୟିରୁଶାଲମର କନ୍ଯା ତୁମ୍ଭକୁ ହୀନ ଦୃଷ୍ଟି ରେ ଦେଖିଛି।
ଗିଲିଯଦ ରେ ଔଷଧ ଅଛି ଓ ସଠାେ ରେ ବୈଦ୍ଯମାନେ ମଧ୍ଯ ଅଛନ୍ତି। ତବେେ ମାରେ ଆଘାତପ୍ରାପ୍ତ ଲୋକମାନେ କାହିଁକି ଆରୋଗ୍ୟଲାଭ କରୁ ନାହାଁନ୍ତି ?
ସମାନେେ କହନ୍ତି, ' ସହେି ସ୍ତ୍ରୀ ଲୋକମାନେ ଶୀଘ୍ର ଆସନ୍ତୁ ଓ ଆମ୍ଭମାନଙ୍କ ପାଇଁ ବିଳାପ କରନ୍ତୁ। ଆମ୍ଭର ଚକ୍ଷୁ ଯେପରି ଲୋତକରେ ପୂର୍ଣ୍ଣ ହବେ ଓ ଚକ୍ଷୁରୁ ଯେପରି ଲୋତକର ନିର୍ଝର ନିର୍ଗତ ହବେ।'
ହେ ଇଫ୍ରଯିମ, ତୁମ୍ଭେ ଆମ୍ଭର ଏହି ବାର୍ତ୍ତା ଯିହୁଦାବାସୀଙ୍କୁ ଜଣାଅ, 'ଆମ୍ଭ ଚକ୍ଷୁରୁ ଦିବାରାତ୍ର ଲୋତକ ବହିବ, ତାହା କବେେ ନିବୃତ୍ତ ହବେ ନାହିଁ କାରଣ ଆମ୍ଭର ଅନୂଢ଼ା କନ୍ଯା ପାଇଁ ଆମ୍ଭ ହୃଦଯ କାନ୍ଦିବ। ଯେ ହତେୁ ତାହା ମହାଭଙ୍ଗ ରେ ଓ ମହା ଦୁଃଖଦାୟକ କ୍ଷତ ରେ ଭଗ୍ନ ହାଇେଅଛି।
ଲୋକମାନେ କହନ୍ତି, ହେ ପରମେଶ୍ବର, ତୁମ୍ଭେ କ'ଣ ଯିହୁଦାକୁ ସୂର୍ଣ୍ଣ ଭାବରେ ଅଗ୍ରାହ୍ଯ କରିଅଛ ? ତୁମ୍ଭେ କ'ଣ ସିୟୋନକୁ ଘୃଣା କରିଅଛ ? ତୁମ୍ଭେ ଆମ୍ଭମାନଙ୍କୁ ଏପରି ପ୍ରହାର କଲ ଯେ ଆମ୍ଭମାନେେ ଆଉ ସୁସ୍ଥ ହାଇେ ପାରିବୁ ନାହିଁ। ତୁମ୍ଭେ କାହିଁକି ଏପରି କଲ ? ଆମ୍ଭମାନେେ ଶାନ୍ତି ଚାହିଁଲୁ, ମାତ୍ର କିଛି ମଙ୍ଗଳ ହେଲା ନାହିଁ। ଆମ୍ଭମାନେେ ଆରୋଗ୍ୟ ଇଚ୍ଛା କଲୁ। ମାତ୍ର କବଳେ ଆଶଙ୍କା ଉପସ୍ଥିତ ହେଲା।
ପୁଣି ସଦାପ୍ରଭୁ କହନ୍ତି, ତୁମ୍ଭମାନଙ୍କର କ୍ଷତ ଦୁରା ରୋଗ୍ଯ ଓ ତୁମ୍ଭମାନଙ୍କର ଘା କବେେ ପୂରଣ ହବେ ନାହିଁ।
ତୁମ୍ଭମାନଙ୍କର ଘା'ର ଯତ୍ନ କହେି ନବେେ ନାହିଁ, ତେଣୁ ତାହା ସୁସ୍ଥ ହବେ ନାହିଁ।
ହେ ଇଶ୍ରାୟେଲ ଓ ଯିହୁଦା, ତୁମ୍ଭମାନେେ ଆପଣା କ୍ଷତ ଯୋଗୁଁ କାହିଁକି କ୍ରନ୍ଦନ କରୁଛ ? ତୁମ୍ଭମାନଙ୍କର ଏହି କ୍ଷତ ୟନ୍ତ୍ରଣାଦାୟକ ଓ ଦୁରା ରୋଗ୍ଯ। ତୁମ୍ଭମାନଙ୍କର ଅଧର୍ମ ଅନକେ ଓ ପାପ ବହୁତ। ତେଣୁ ଆମ୍ଭେ ତୁମ୍ଭମାନଙ୍କ ପ୍ରତି ଏହିସବୁ କରିଅଛୁ।
ବାବିଲ ଅକସ୍ମାତ୍ ପତିତ ଓ ବିନଷ୍ଟ ହାଇେଛି। ତାହା ପାଇଁ କ୍ରନ୍ଦନ କର, ତାହାର ବଦନୋ ପାଇଁ ଔଷଧ ଦିଅ। ସେ ହୁଏତ ସୁସ୍ଥ ହାଇପୋରିବ।
ହେ ପଥିକଗଣ, ମାେତେ ଚାହଁ ଏବଂ ଦେଖ କି ଦାରୁଣ ୟନ୍ତ୍ରଣା ମୁଁ ଭୋଗୁଅଛି। ଏପରି ୟନ୍ତ୍ରଣା ଓ ଦୁଃଖ ଅନ୍ୟ କିଏ ପାଇଛି କି ? ସଦାପ୍ରଭୁ ଆପଣା ପ୍ରଚଣ୍ଡ କୋରଧ ରେ ମାେ ପ୍ରତି ଦଣ୍ଡ ବିଧାନ କରିଛନ୍ତି।
ତେଣୁ ମାରେ ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି, ହେ ସୋର, ଦେଖ, ଆମ୍ଭେ ତୁମ୍ଭର ପ୍ରତିକୂଳ ଅଟୁ, ଓ ସମୁଦ୍ର ତରଙ୍ଗ ଯେପରି କୂଳକୁ ଲଙ୍ଘନ କରେ ଆମ୍ଭେ ସହେିପରି ତୁମ୍ଭ ବିରୁଦ୍ଧ ରେ ଅନକେ ଗୋଷ୍ଠୀକି ଉଠାଇବା।
ଫାରୋ ସମାନଙ୍କେୁ ଦେଖିବେ ଓ ନିଜ ଲୋକମାନଙ୍କ ବିଷଯ ରେ ସାନ୍ତ୍ବନା ପାଇବେ। ଫାରୋ ଓ ତାଙ୍କର ସମସ୍ତ ସୈନ୍ଯ ଖଡ୍ଗ ରେ ନିହତ ହାଇେଅଛନ୍ତି। ଏହା ସଦାପ୍ରଭୁ, ମାରେ ପ୍ରଭୁ କହନ୍ତି।
ତାଙ୍କ କାରଣରୁ ଆମ୍ଭମାନଙ୍କୁ ଓ ଯେଉଁମାନେ ଆମ୍ଭଙ୍କୁ ବିଗ୍ଭର ଦେଲେ, ସମାନଙ୍କେ ବିରୁଦ୍ଧ ରେ ମହା ଅମଙ୍ଗଳ ଘଟାଇଛନ୍ତି। ଏହି କାରଣରୁ କୌଣସି ନଗର ୟିରୁଶାଲମ ପରି ଦୁଃଖ ଭୋଗ କରିନାହିଁ।