ଆସ ସଦାପ୍ରଭୁ ଶତ୍ରୁ ପରି ଧନୁ ରେ ସୂତା ବାନ୍ଧିଥିଲେ ଓ ତାଙ୍କର ଦକ୍ଷିଣ ହସ୍ତକୁ ଶତ୍ରୁପକ୍ଷ ପରି ସୁଶାେଭିତ କରିଛନ୍ତି। ଯିହୁଦାର ସମସ୍ତ ସୁନ୍ଦର ଲୋକଙ୍କୁ ଶତ୍ରୁପରି ବଧ କରିଅଛନ୍ତି। ପୁଣି ତାଙ୍କର କୋରଧାଗ୍ନିକୁ ସିୟୋନ କନ୍ଯାର ତମ୍ବୁ ଉପ ରେ ଢ଼ାଳି ଦଇେଅଛନ୍ତି।
Cross references
ମୁଁ ତୁମ୍ଭ ବିରୁଦ୍ଧ ରେ ୟିବି, ତୁମ୍ଭମାନେେ ତୁମ୍ଭମାନଙ୍କର ଶତୃମାନଙ୍କ ଦ୍ବାରା ପରାଜିତ ହବେ, ଯେଉଁମାନେ ତୁମ୍ଭମାନଙ୍କୁ ଘୃଣା କରନ୍ତି ସମାନେେ ତୁମ୍ଭମାନଙ୍କ ଉପରେ ଶାସନ କରିବେ ଓ କହେି ତୁମ୍ଭମାନଙ୍କ ପଛ ରେ ନ ଗୋଡ଼ାଇଲେ ହେଁ ତୁମ୍ଭମାନେେ ଦୌଡି ପଳାଇୟିବ।
ମାେ କୋର୍ଧ ରେ ଅଗ୍ନି ପ୍ରଜ୍ବଳିତ ହବେ, ଯାହା ପାତାଳ ପର୍ୟ୍ଯନ୍ତ ଜଳକ୍ସ୍ଟଛି। ପୃଥିବୀର ଏହା ସମସ୍ତ ଦେଶକକ୍ସ୍ଟ ଓ ସମସ୍ତ ଉତ୍ପନ ବସ୍ତକ୍ସ୍ଟକକ୍ସ୍ଟ ଗ୍ରାସ କରିବ। ଏହା ପର୍ବତର ମୂଳଦକ୍ସ୍ଟଆକକ୍ସ୍ଟ ମଧ୍ଯ ପୋଡି଼ ପକାଇବ।
ଶାମକ୍ସ୍ଟଯଲେ କହିଲେ, ସଦାପ୍ରଭୁ ତୁମ୍ଭକୁ ପରିତ୍ଯାଗ କରିଛନ୍ତି। ବର୍ତ୍ତମାନ ସେ ତୁମ୍ଭର ପଡ଼ୋଶୀ ଦାଉଦଙ୍କ ପକ୍ଷ ରେ ଅଛନ୍ତି। ତେଣୁ ତୁମ୍ଭେ ମାେତେ କାହିଁକି ବ୍ଯସ୍ତ କରୁଅଛ?
ୟାଅ, ମାେ' ତରଫରୁ ଓ ଯିହୁଦା ଏବଂ ଇଶ୍ରାୟେଲର ଅବଶିଷ୍ଟ ଲୋକଙ୍କ ତରଫରୁ ଓ ଯିହୁଦା ଏବଂ ଇଶ୍ରାୟେଲ ରେ ଅବଶିଷ୍ଟ ଲୋକଙ୍କ ତରଫରୁ ସଦାପ୍ରଭୁଙ୍କୁ ପଚାର। ଯେଉଁ ପୁସ୍ତକ ମିଳିଅଛି, ସେଥି ରେ ଥିବା ବାକ୍ଯ ସମ୍ବନ୍ଧ ରେ ସଦାପ୍ରଭୁଙ୍କୁ ପଚାର। ସଦାପ୍ରଭୁ ଆମ୍ଭମାନଙ୍କ ପ୍ରତି ଅତ୍ଯନ୍ତ କୋର୍ଧ କରିଅଛନ୍ତି, କାରଣ ଆମ୍ଭମାନଙ୍କର ପୂର୍ବପୁରୁଷମାନେ ସଦାପ୍ରଭୁଙ୍କ ବାକ୍ଯ ମାନିଲେ ନାହିଁ। ଏହି ପୁସ୍ତକରେ ଯେଉଁସବୁ ବିଷଯ ଉଲ୍ଲେଖ ହାଇେଅଛି, ତାହା ସମାନେେ କଲେ ନାହିଁ।
ଆମ୍ଭେ ଏହା କରିବା, କାରଣ ଲୋକମାନେ ଆମ୍ଭଙ୍କୁ ପରିତ୍ଯାଗ କରିଅଛନ୍ତି ଓ ଅନ୍ୟ ଦବେତାଗଣଙ୍କ ନିକଟରେ ସୁଗନ୍ଧିଧୂପ ଜାଳିଛନ୍ତି। ସହେି ଲୋକମାନେ ଯେଉଁସବୁ ମନ୍ଦ କର୍ମମାନ କରିଛନ୍ତି, ତଦ୍ଦ୍ବାରା ଆମ୍ଭଙ୍କୁ କୋର୍ଧାନ୍ବିତ କରିଛନ୍ତି। ତେଣୁ ଆମ୍ଭେ ଏହି ସ୍ଥାନ ଉପରେ ଆମ୍ଭକୁ ମାରେ ନିର୍ବାପିତ ହାଇେ ପାରୁ ନ ଥିବା ଅଗ୍ନିପରି କୋରଧ ଢ଼ାଳିବା।'
ପରମେଶ୍ବର ସର୍ବଶକ୍ତିମାନ, ତାଙ୍କର ବାଣସବୁ ମାେ ଅନ୍ତରକୁ ବିଦ୍ଧ କରୁଛି। ମାରେ ଆତ୍ମା ସହେି ବାଣର ବିଷକୁ ପାନ କରୁଛି। ପରମେଶ୍ବରଙ୍କ ମାରାତ୍ମକ ଅସ୍ତ୍ରଶସ୍ତ୍ର ସବୁ ମାରେ ବିରୁଦ୍ଧ ରେ ଗୋଟିଏ ଧାଡ଼ି ରେ ସଜାଇ ରଖାୟାଇଛି।
ମାରେ ଗୋଟିଏ ଆରାମଦାୟକ ଜୀବନ ଥିଲା। ତା'ପରେ ସେ ମାେତେ ଚୂର୍ଣ୍ଣବିଚୂର୍ଣ୍ଣ କଲେ। ସେ ମାରେ ବକେକୁ ଧରି ମାେତେ େଛାଟ େଛାଟ ଖଣ୍ଡ କରି ଭାଙ୍ଗି ଦେଲେ। ସେ ଲକ୍ଷ୍ଯ ଅଭ୍ଯାସ ପାଇଁ ମାେତେ ବ୍ଯବହାର କଲେ।
ପରମେଶ୍ବରଙ୍କ ରାଗ ମାେ ବିରୁଦ୍ଧ ରେ ପ୍ରଜ୍ବଳିତ ହବୋ ରେ ଲାଗିଛି। ସେ ମାେତେ ତାଙ୍କର ଶତ୍ରୁ ଭାବୁଛନ୍ତି।
ପରମେଶ୍ବର ସବୁବେଳେ ଦୁଷ୍ଟମାନଙ୍କୁ ଦଣ୍ଡ ଦବୋକୁ ପ୍ରସ୍ତୁତ ଥାଆନ୍ତି।
ତେଣୁ ସଦାପ୍ରଭୁ ତାଙ୍କର କୋରଧ ପ୍ରଚଣ୍ଡତା ଓ ୟୁଦ୍ଧର ପ୍ରବଳତା ସମାନଙ୍କେ ଉପ ରେ ଢ଼ାଳି ଦେଲେ। ଫଳ ରେ ତା'ର ଚତୁର୍ଦ୍ଦିଗ ରେ ଅଗ୍ନି ଜଳି ଉଠିଲା। ସେ କିନ୍ତୁ ଏସବୁ ଜାଣି ପାରିଲା ନାହିଁ। ଅଗ୍ନି ରେ ଦଗ୍ଧିଭୂତ ହେଲା। ଏହା କାହିଁକି ଘଟିଲା ତଥାପି ସେ ମନୋୟୋଗ କଲା ନାହିଁ।
ହେ ୟିରୁଶାଲମ, ଉଠ, ଜାଗ, ଛିଡ଼ାହୁଅ, କାରଣ ସଦାପ୍ରଭୁ ତୁମ୍ଭ ଉପ ରେ କୋପ କରିଛନ୍ତି। ତେଣୁ ସେ ତୁମ୍ଭକୁ ଦଣ୍ଡ ଦଇେଛନ୍ତି। ସେ ଦଣ୍ଡ ଏକ ମଦପାତ୍ର ସଦୃଶ ଓ ତୁମ୍ଭେ ତାହା ପାନ କରିଛି। ତୁମ୍ଭେ ସଦାପ୍ରଭୁଙ୍କ ହସ୍ତରୁ କୋପରୂପ ପାନପାତ୍ର ନଇେ ତାହାକୁ ଶଷେ କରିଅଛ।
ପୁଣି ଆମ୍ଭେ ନିଜର କୋର୍ଧ ରେ ଲୋକମାନଙ୍କୁ ଦଳି ପକାଇଲୁ ଓ ଆମ୍ଭ କୋପ ରେ ସମାନଙ୍କେୁ ମତ୍ତ କରାଇଲୁ ; ପୁଣି ଭୂମିରେ ସମାନଙ୍କେର ପ୍ରାଣର ରକ୍ତ ଢ଼ାଳି ଦଲେୁ।
ମାତ୍ର ସମାନେେ ସଦାପ୍ରଭୁଙ୍କ ବିପକ୍ଷ ରେ ବିଦ୍ରୋହ କଲେ ଓ ତାଙ୍କର ପବିତ୍ର ଆତ୍ମାକୁ ଦୁଃଖିତ କଲେ। ତେଣୁ ସେ ସମାନଙ୍କେର ଶତ୍ରୁ ହାଇଗେଲେ ଓ ସମାନଙ୍କେର ବିପକ୍ଷ ରେ ୟୁଦ୍ଧ କଲେ।
ହେ ଯିହୁଦା ଓ ୟିରୁଶାଲମର ନିବାସୀଗଣ, ତୁମ୍ଭମାନେେ ସଦାପ୍ରଭୁଙ୍କ ପାଇଁ ନିଜକୁ ସୁନ୍ନତ କର। ତୁମ୍ଭମାନଙ୍କର ହୃଦଯରୁ ଆବିଳତାକୁ ଦୂର କର। ତା' ନ ହେଲେ ତୁମ୍ଭମାନଙ୍କର ଦୁଷ୍କର୍ମ ଯୋଗୁଁ ଆମ୍ଭର କୋରଧ ଅଗ୍ନିତୁଲ୍ଯ ପ୍ରଜ୍ବଳିତ ହବେ। ଓ ସହେି କୋର୍ଧାଗ୍ନି ରେ ତୁମ୍ଭମାନେେ ଭସ୍ମୀଭୂତ ହବେ। କହେି ତାହାକୁ ଲିଭାଇ ପାରିବା ପାଇଁ ସକ୍ଷମ ହବେ ନାହିଁ।
ତେଣୁ ସଦାପ୍ରଭୁ କହନ୍ତି, ଦେଖ, ଏକ ସ୍ଥାନ ଉପ ରେ, ମନୁଷ୍ଯ, ପଶୁ, କ୍ଷେତ୍ରସ୍ଥିତ ବୃକ୍ଷ ଓ ଭୂମିର ଫଳ ଉପ ରେ ଆମ୍ଭର କୋପ ଓ କୋର୍ଧ ଢ଼ଳାୟିବ। ତାହା ଅଗ୍ନି ସଦୃଶ ସବୁ ଦଗ୍ଧ କରିବ, ତାକୁ କହେି ଲିଭାଇ ପାରିବେ ନାହିଁ।
ପୁଣି ଆମ୍ଭେ ନିଜେ ବିସ୍ତୃତ ହସ୍ତ ଓ ବଳବାନ୍ ବାହୁ ସାହାୟ୍ଯ ରେ କୋର୍ଧ ରେ, ପ୍ରଚଣ୍ଡ ରୋଷ ରେ ଓ ମହା କୋପ ରେ ତୁମ୍ଭମାନଙ୍କ ବିରୁଦ୍ଧ ରେ ୟୁଦ୍ଧ କରିବା।
ହେ ଦାଉଦବଂଶ, ସଦାପ୍ରଭୁ ଏହିକଥା କହନ୍ତି, 'ତୁମ୍ଭମାନେେ ପ୍ରଭାତ ରେ ସୁବିବଚେନା କର। ଅପରାଧୀଙ୍କ ହସ୍ତରୁ ଲୁଣ୍ଠିତ ଲୋକମାନଙ୍କୁ ଉଦ୍ଧାର କର। ତାହା ନ ହେଲେ ତୁମ୍ଭମାନେେ ତୁମ୍ଭମାନଙ୍କର ଦୁଷ୍ଟାଚରଣ ଯୋଗୁଁ ଆମ୍ଭ ପ୍ରଚଣ୍ଡ କୋର୍ଧାଗ୍ନି ରେ ଭସ୍ମୀଭୂତ ହବେ ଓ କହେି ତାହାକୁ ନିର୍ବାଣ କରିପାରିବେ ନାହିଁ।
ତୁମ୍ଭେ ବହୁ ଗୋଷ୍ଠୀ ସହିତ ବନ୍ଧୁତା ସ୍ଥାପନ କରିଅଛ। ମାତ୍ର 'ବନ୍ଧୁମାନେ' ତୁମ୍ଭକୁ ପାଶୋରି ଅଛନ୍ତି। ସମାନେେ ତୁମ୍ଭକୁ ମନେ ପକାନ୍ତି ନାହିଁ। କାରଣ ତୁମ୍ଭର ବହୁ ଅଧର୍ମ ଓ ବହୁ ପାପ ୟୋଗୁଁ ଆମ୍ଭେ ତୁମ୍ଭକୁ ଶତ୍ରୁ ତୁଲ୍ଯ ଆଘାତ କରିଅଛୁ ଓ ନିର୍ଦ୍ଦଯ ଲୋକ ତୁଲ୍ଯ ଶାସ୍ତି ଦଇେଅଛୁ।
ସମାନେେ ହୁଏତ ସଦାପ୍ରଭୁଙ୍କ ସାକ୍ଷାତ ରେ ନିଜ ନିଜର ବୀନତି ଜଣାଇବେ ଓ ପ୍ରେତ୍ୟକକ ଆପଣା ଆପଣା କୁପଥରୁ ଫରେିବେ ; କାରଣ ସଦାପ୍ରଭୁ ଏହି ଲୋକମାନଙ୍କ ବିରୁଦ୍ଧ ରେ ଭୟଙ୍କର କୋରଧ ଓ ପ୍ରଚଣ୍ଡ କୋପ କଥା କହିଛନ୍ତି।
ପୁଣି ସୈନ୍ଯାଧିପତି ସଦାପ୍ରଭୁ ଇଶ୍ରାୟେଲର ପରମେଶ୍ବର ଏହି କତା କହନ୍ତି, 'ଆମ୍ଭେ ୟିରୁଶାଲମର ଉପ ରେ ଯେପରି ଆମ୍ଭର କୋର୍ଧ ଓ ପ୍ରଚଣ୍ଡ କୋପ ପ୍ରକାଶ କରିଥିଲୁ, ସହେିପରି ଯେଉଁମାନେ ମିଶର ରେ ପ୍ରବାସ କରିବେ, ଆମ୍ଭେ ସମାନଙ୍କେ ପ୍ରତି ଆମ୍ଭର ପ୍ରଚଣ୍ଡ କୋପ ଢ଼ାଳିବା। ଆଉ ତୁମ୍ଭମାନେେ ଅଭିଶପ୍ତ, ବିସ୍ମଯ, ଶାପଗ୍ରସ୍ତ ଓ ନିନ୍ଦାର ପାତ୍ର ହବେ ଓ ତୁମ୍ଭମାନେେ ଏହି ସ୍ଥାନ ଦେଖିବ ନାହିଁ।'
ସଦାପ୍ରଭୁ ଉର୍ଦ୍ଧ୍ବରୁ ମାେ ଅସ୍ଥିଗୁଡ଼ିକ ମଧ୍ଯରୁ ଅଗ୍ନି ପ୍ ରରଣେ କରି ଅଛନ୍ତି, ସେ ମାରେ ମରଣ ପାଇଁ ଢ଼ାଲ ପାତିଛନ୍ତି ଓ ସେଥି ରେ ମାେତେ ଗୁଡ଼ାଇ ଦଇେଛନ୍ତି। ସେ ମାେତେ ଅନାଥିନୀ ଓ ଦିନସାରା ଅସୁସ୍ଥା କରିଛନ୍ତି।
ସଦାପ୍ରଭୁ ଶତ୍ରୁ ପାଲଟିଛନ୍ତି। ସେ ଇଶ୍ରାୟେଲକୁ ଗ୍ରାସ କରିଅଛନ୍ତି। ସେ ତା'ର ସମସ୍ତ ଅଟ୍ଟାଳିକା ଓ ସମସ୍ତ ଦୁର୍ଗକୁ ଧ୍ବଂସ କରିଅଛନ୍ତି। ଆଉ ସେ ଯିହୁଦା କନ୍ଯା ମଧିଅରେ ଶାେକ ଓ ବିଳାପ ବୃଦ୍ଧି କରିଅଛନ୍ତି।
ସଦାପ୍ରଭୁ ଦିନସାରା ମାେ ବିରୁଦ୍ଧ ରେ ଆପଣା ହସ୍ତ ପୁନଃ ପୁନଃ ଫରୋଇ ଅଛନ୍ତି।
ସେ ତାଙ୍କର ଧନୁ ରେ ଗୁଣ ଦଇେ ମାେ' ପ୍ରତି ତାଙ୍କର ତୀରକୁ ଲକ୍ଷ୍ଯ କରିଅଛନ୍ତି।
ଦେଖ, ସୁବର୍ଣ୍ଣ କିପରି ମଳିନ ହାଇେଅଛି। ଅତ୍ଯନ୍ତ ନିର୍ମଳ ସୁବର୍ଣ୍ଣ କିପରି ବିକୃତ ହାଇେଅଛି। ପବିତ୍ର ସ୍ଥାନର ରତ୍ନସବୁ ରାଜ ରାସ୍ତା ରେ ବିକ୍ଷିପ୍ତ ହାଇେ ପଡ଼ିଅଛି।
ସଦାପ୍ରଭୁ ତାଙ୍କର ପ୍ରଚଣ୍ଡ କୋର୍ଧ ସିୟୋନ ଉପ ରେ ଢ଼ାଳି ଦେଲେ। ପୁଣି ସେ ସିୟୋନ ରେ ଯେଉଁ ଅଗ୍ନି ଲଗାଇଲେ, ତାହା ତାହାର ଭିତ୍ତିମୂଳକୁ ଗ୍ରାସ କଲା।
ତା'ପ ରେ ସମାନଙ୍କେ ବିରୁଦ୍ଧ ରେ ଆମ୍ଭର କୋରଧ ଶଷେ ହବେ ଓ ଆମ୍ଭର କୋପ ଶାନ୍ତ ହବେ। ଏବଂ ସମାନଙ୍କେ ଉପ ରେ ପ୍ରତିଶାଧେ ନଇେଥିବାରୁ ଆମ୍ଭେ ନିଜେ ଆଶ୍ବସ୍ତ ହବୋ। ତା'ପ ରେ ଯେତବେେଳେ ସମାନଙ୍କେ ଉପରୁ ମାରେ କୋରଧ ଦୂ ରଇେ ୟିବ, ସମାନେେ ଜାଣିବେ ଯେ, ଆମ୍ଭେ ସଦାପ୍ରଭୁ ଆପଣା କୋର୍ଧ ସମାନଙ୍କେ ବିରୁଦ୍ଧ ରେ କହିଅଛୁ।
ଦୂରବର୍ତ୍ତୀ ଲୋକମାନେ ମହାମାରୀ ରେ ମରିବେ। ନିକଟବର୍ତ୍ତୀ ଲୋକମାନେ ଖଡ୍ଗ ରେ ନିହତ ହବେ ଓ ଅବଶିଷ୍ଟ ଲୋକମାନେ ଦୁର୍ଭିକ୍ଷ ରେ ମରିବେ। କବଳେ ତା'ପ ରେ ଆମ୍ଭେ ସମାନଙ୍କେ ଉପ ରେ କୋରଧିତ ହବୋରୁ ବନ୍ଦ କରିବା।
ସମାନେେ ତୂରୀଗୁଡ଼ିକ ବଜାଇ ସମସ୍ତଙ୍କୁ ୟୁଦ୍ଧ ପାଇଁ ପ୍ରସ୍ତୁତ କରିବେ। କିନ୍ତୁ ୟୁଦ୍ଧକୁ କହେି ଯିବେ ନାହିଁ କାରଣ ଆମ୍ଭର କୋର୍ଧ ସମସ୍ତ ଜନଗହଳି ଉପ ରେ ଅଛି।
ଏଣୁ ସଦାପ୍ରଭୁ ମାରେ ପ୍ରଭୁ ଏହି କଥା କହିଛନ୍ତି, ମୁଁ ପ୍ରଚଣ୍ଡ କୋପ ରେ ବାଯୁ ପ୍ରବାହିତ କରାଇବି। ସଠାେ ରେ ପ୍ରବଳ ବୃଷ୍ଟି ହବେ ଓ ବୃହତ୍ ଶିଳାବୃଷ୍ଟି ହାଇେ ତାହା ବିନଷ୍ଟ ହବେ।
ଯେପରି ରୂପା ଗୋଟିଏ ଉହ୍ମାଇ ରେ ତରଳା ହାଇେଥାଏ ମୁଁ ତୁମ୍ଭଙ୍କୁ ନଗର ରେ ତରଳାଇବି। ତେଣୁ ତୁମ୍ଭମାନେେ ଅନୁଭବ କରିବ ଯେ, ମୁଁ ସଦାପ୍ରଭୁ ତୁମ୍ଭମାନଙ୍କ ବିରୁଦ୍ଧ ରେ ଆପଣା କୋର୍ଧ ପ୍ରକାଶ କରିଛି।'
ହେ ମନୁଷ୍ଯ ପୁତ୍ର, ଯେଉଁଦିନ ମୁଁ ସମାନଙ୍କେର ବଳ, ଗୌରବ ଆନନ୍ଦ ଓ ନଯନର ଖୁସି,
ସମାନେେ ରକ୍ତପାତ ଦ୍ବାରା ଓ ନିଜର ପ୍ରତିମାଗଣ ଦ୍ବାରା ଦେଶକୁ ଅଶୁଚି କଲେ। ତେଣୁ ମୁଁ ସମାନଙ୍କେ ଉପ ରେ ମାରେ କୋରଧ ଢ଼ାଳିବି।
ସଦାପ୍ରଭୁ ଇର୍ଷାପରାଯଣ ଏବଂ ପ୍ରତିଶାଧେ ପରାଯଣ। ସେ କୋରଧାନ୍ବିତ ହାଇେ ପ୍ରତିଶୋଧ ନିଅନ୍ତି। ତାଙ୍କର ବିରୁଦ୍ଧାଚରଣ କରୁଥିବା ଲୋକମାନଙ୍କ ଉପ ରେ ସେ ପ୍ରତି ଶାଧେ ନିଅନ୍ତି। ସେ ତାଙ୍କର ଶତୃମାନଙ୍କ ଉପ ରେ ରାଗନ୍ତି।
ସଦାପ୍ରଭୁଙ୍କ କୋର୍ଧ ବିରୁଦ୍ଧ ରେ କହେି ତିଷ୍ଠି ପାରିବେ ନାହିଁ। ତାଙ୍କର ଭୟଙ୍କର କୋର୍ଧକୁ କହେି ସହ୍ଯ କରିପାରିବେ ନାହିଁ। ତାଙ୍କର କୋରଧ ଅଗ୍ନି ସଦୃଶ ଜଳି ଉଠିବ। ତାଙ୍କର ଆଗମନ ରେ ପଥରଗୁଡିକ ଖଣ୍ତ ଖଣ୍ତ ହାଇଯେିବ।