Home Bibles ଯିରିମିୟଙ୍କ ବିଳାପ 2:6 · ଓଡ଼ିଆ ବାଇବେଲ
ଯିରିମିୟଙ୍କ ବିଳାପ 2:6 · ଓଡ଼ିଆ ବାଇବେଲ

ସଦାପ୍ରଭୁ ଉଦ୍ୟାନସ୍ଥ ତମ୍ବୁ ପରି ସମାନଙ୍କେର ଆବାସ କୁଡ଼ିଆକୁ ନଷ୍ଟ କରି ଦଇେଛନ୍ତି। ସେ ଆପଣା ସାମାଜିକ ଉପାସନା ସ୍ଥାନକୁ ନଷ୍ଟ କରିଦଇେଅଛନ୍ତି। ସଦାପ୍ରଭୁ ସିୟୋନ ରେ ମହାସଭା ଓ ବିଶ୍ରାମଦିନ ବିସ୍ତୃତ କରାଇ ଅଛନ୍ତି। ଆଉ ଆପଣା ପ୍ରଚଣ୍ଡ କୋରଧ ରେ ରାଜା ଓ ଯାଜକମାନଙ୍କୁ ତୁଚ୍ଛ କରିଛନ୍ତି।

Cross references

ଲେବୀୟ ପୁସ୍ତକ 26:31

ଆମ୍ଭେ ତୁମ୍ଭର ନଗର ସକଳ ମରୁଭୂମି କରିବା ଓ ତୁମ୍ଭମାନଙ୍କ ପବିତ୍ରସ୍ଥାନ ସକଳ ଶୂନ୍ଯ କରିବା। ଆଉ ଆମ୍ଭେ ତୁମ୍ଭମାନଙ୍କର ଦତ୍ତ ତୁଷ୍ଟିଜନକ ସୁଗନ୍ଧି ଆଘ୍ରାଣ କରିବା ନାହିଁ।

ଗୀତସଂହିତା 74:7

ସହେି ସୈନ୍ଯଗଣ ତୁମ୍ଭ ପବିତ୍ର ସ୍ଥାନକୁ ଜାଳି ଦେଲେ। ସହେି ମନ୍ଦିର ତୁମ୍ଭ ନାମର ସମ୍ମାନାର୍ଥେ ତିଆରି ହାଇେଥିଲା, କିନ୍ତୁ ସମାନେେ ତାକୁ ଅଶୁଚି କରି ଧୂଳିସାତ୍ କରି ଦେଲେ।

ଗୀତସଂହିତା 80:12

ହେ ପରମେଶ୍ବର, ତୁମ୍ଭେ କାହିଁକି ଦ୍ରାକ୍ଷାଲତାର ସୁରକ୍ଷା ପ୍ରାଚୀର ଭାଙ୍ଗି ପକାଇଲ ? ପଥିକମାନେ ସବୁ ଅଙ୍ଗୁର ଛିଣ୍ଡାଇ ପକାଉଛନ୍ତି।

ଗୀତସଂହିତା 89:40

ତୁମ୍ଭେ ତା'ର ସମସ୍ତ ପ୍ରାଚୀର ଭାଙ୍ଗିଅଛ। ତୁମ୍ଭେ ତା'ର ଦୃଢ଼ ଗଡ଼ସବୁ ଧ୍ବଂସ କରିଅଛ।

ଯିଶାଇୟ 1:8

ସିୟୋନର କନ୍ଯା ପରିତ୍ଯକ୍ତ ଦ୍ରାକ୍ଷା କ୍ଷେତ୍ର ରେ ଗୋଟିଏ କୁଡ଼ିଆ ସଦୃଶ ଦଖାଯାେଉଛି। ଏକ ପରିତ୍ଯକ୍ତ କାକୁଡ଼ିକ୍ଷେତ୍ର ସଦୃଶ ପରି। ଆଉ ଏହା ଶତ୍ରୁମାନଙ୍କ ଦ୍ବାରା ଅବରୋଧିତ ନଗର ସଦୃଶ ହାଇେଅଛି।'

ଯିଶାଇୟ 1:13

ତୁମ୍ଭମାନେେ ମାେତେ ଆଉ ଏହି ଅର୍ଥହୀନ ବଳିଦାନ ଉତ୍ସର୍ଗ ଆଣ ନାହିଁ। ତୁମ୍ଭର ଧୂପକୁ ମୁଁ ଘୃଣା କରେ। ତୁମ୍ଭର ଅମାବାସ୍ଯା, ସ୍ବତନ୍ତ୍ର ପର୍ବ ଓ ବିଶ୍ରାମଦିନ ଉତ୍ସବକୁ ମୁଁ ସହି ପାରୁ ନାହିଁ। ତୁମ୍ଭମାନେେ ପବିତ୍ର ମହାସଭା ରେ ଯେଉଁ ଅଧର୍ମ କରିଛ ମୁଁ ତାହା ସହିପାରୁ ନାହିଁ।

ଯିଶାଇୟ 5:5

ବର୍ତ୍ତମାନ ମୁଁସମାର ଦ୍ରାକ୍ଷାକ୍ଷଲତ ପାଇଁ କ'ଣ କରିବି ତାହା ତୁମ୍ଭମାନଙ୍କୁ କହିବି।

ଯିଶାଇୟ 5:6

ସମାରସସହି ଦ୍ରାକ୍ଷାକ୍ଷଲତକୁ ଉଜାଡ଼ି ନଲବି।ସକୗଣସି ବ୍ଯକ୍ତିସସ ଗଛ ଗୁଡ଼ିକର ଯତ୍ନ ନଲବ ନାହିଁ କିମ୍ବାସସହି କ୍ଷଲତସରସକହି କୋଡ଼ାକୋଡ଼ି କରିଲବ ନାହିଁ।ସସଠାସର କଣ୍ଟା ଓ ଅନାବନା ଘାସ ଜନ୍ମିବ।ସସହି କ୍ଷଲତସର ବର୍ଷାଜଳ ନ ପଡ଼ିବା ପାଇଁ ମୁଁ ମଲଘକୁ ଆଲଦଶସଦବି।

ଯିଶାଇୟ 43:28

ଏଣୁ ଆମ୍ଭେ ପବିତ୍ର ସ୍ଥାନର ଅଧିପତିମାନଙ୍କୁ ଅପବିତ୍ର କରିବା। ଆମ୍ଭେ ଯାକୁବକୁ ଅଭିଶାପ ଦବୋ ଓ ଇଶ୍ରାୟେଲକୁ ନିନ୍ଦିତ କରିବା।

ଯିଶାଇୟ 63:18

ତୁମ୍ଭର ପବିତ୍ର ଲୋକମାନେ ଅଳ୍ପକାଳ ପାଇଁ ତୁମ୍ଭର ମନ୍ଦିରକୁ ଅଧିକାର କଲେ ; ମାତ୍ର ଆମ୍ଭମାନଙ୍କର ବିପକ୍ଷଦଳ ତୁମ୍ଭର ସହେି ପବିତ୍ର ମନ୍ଦିରକୁ ପଦଦଳିତ କଲେ।

ଯିଶାଇୟ 64:11

ଆମ୍ଭମାନଙ୍କର ପିତୃପୁରୁଷଗଣ ଯେଉଁ ସ୍ଥାନ ରେ ତୁମ୍ଭର ପ୍ରଶଂସା କରୁଥିଲେ, ଆମ୍ଭମାନଙ୍କର ସହେି ପବିତ୍ର ଓ ରମଣୀଯ ଗୃହ ଅଗ୍ନି ରେ ଦ'ିଭୂତ ହାଇେଅଛି, ଆଉ ମଧ୍ଯ ଆମ୍ଭମାନଙ୍କର ମୂଲ୍ଯବାନ ପଦାର୍ଥଗୁଡ଼ିକ ବିନ୍ଟେ ହାଇେଅଛି।

ଯିରିମିୟ 42:18

ପୁଣି ସୈନ୍ଯାଧିପତି ସଦାପ୍ରଭୁ ଇଶ୍ରାୟେଲର ପରମେଶ୍ବର ଏହି କତା କହନ୍ତି, 'ଆମ୍ଭେ ୟିରୁଶାଲମର ଉପ ରେ ଯେପରି ଆମ୍ଭର କୋର୍ଧ ଓ ପ୍ରଚଣ୍ଡ କୋପ ପ୍ରକାଶ କରିଥିଲୁ, ସହେିପରି ଯେଉଁମାନେ ମିଶର ରେ ପ୍ରବାସ କରିବେ, ଆମ୍ଭେ ସମାନଙ୍କେ ପ୍ରତି ଆମ୍ଭର ପ୍ରଚଣ୍ଡ କୋପ ଢ଼ାଳିବା। ଆଉ ତୁମ୍ଭମାନେେ ଅଭିଶପ୍ତ, ବିସ୍ମଯ, ଶାପଗ୍ରସ୍ତ ଓ ନିନ୍ଦାର ପାତ୍ର ହବେ ଓ ତୁମ୍ଭମାନେେ ଏହି ସ୍ଥାନ ଦେଖିବ ନାହିଁ।'

ଯିରିମିୟ 45:4

ତେଣୁ ସଦାପ୍ରଭୁ କହିଲେ, ହେ ଯିରିମିୟ, ତୁମ୍ଭେ ବାରୂକକୁ ଏହି କଥା କୁହ, 'ସଦାପ୍ରଭୁ କହନ୍ତି, ଦେଖ, ଆମ୍ଭେ ଯାହା ନିର୍ମାଣ କରିଅଛୁ, ତାହା ଭାଙ୍ଗି ପକାଇବୁ ଓ ଯାହା ରୋପଣ କରିଅଛୁ ତାହା ଉତ୍ପାଟନ କରିବୁ। ଆଉ ସମୁଦାଯ ଯିହୁଦା ରେ ଏହା କରିବୁ।

ଯିରିମିୟ 52:11

ତା'ପ ରେ ବାବିଲର ରାଜା ସିଦିକିଯର ଚକ୍ଷୁ ଉତ୍ପାଟନ କରି, ତାକୁ ଶୃଙ୍ଖଳବଦ୍ଧ କରି ବାବିଲକୁ ନଇଗେଲା ଓ କାରାଗାର ରେ ନିକ୍ଷପେ କଲା। ସେ ମୃତ୍ଯୁ ପର୍ୟ୍ଯନ୍ତ କାରାଗାର ରେ ରହିଲା।

ଯିରିମିୟ 52:14

ଆଉ ପ୍ରହରୀବର୍ଗର ସନୋପତିଙ୍କ ସଙ୍ଗେ ଥିବା ସମସ୍ତ କଲଦୀଯ ସୈନ୍ଯ ୟିରୁଶାଲମର ଚତୁର୍ଦ୍ଦିଗସ୍ଥ ପ୍ରାଚୀର ଭଗ୍ନ କଲେ।

ଯିରିମିୟଙ୍କ ବିଳାପ 1:4

ସିଯୋନର ସମସ୍ତ ପଥ ଶାେକରେ ପରିପୂର୍ଣ୍ଣ, କାରଣ କହେି ସିୟୋନର ଧର୍ମ-ମହାସଭାକୁ ଆସୁ ନାହାଁନ୍ତି। ତାହାର ସମସ୍ତ ଫାଟକ ଶୂନ୍ଯ ଓ ତାହାର ଯାଜକମାନେ ବିଳାପ କରୁଛନ୍ତି। ତା'ର ସମସ୍ତ କୁମାରୀଗଣ ବିଷାଦଗ୍ରସ୍ତା ଓ ସେ ନିଜେ ମନ ରେ ବହୁ ପୀଡ଼ା ପାଇଅଛି।

ଯିରିମିୟଙ୍କ ବିଳାପ 4:16

ସଦାପ୍ରଭୁଙ୍କ କୋପ ରେ ସମାନେେ ବିନଷ୍ଟ ହାଇେଅଛନ୍ତି। ସଦାପ୍ରଭୁ ଆଉ ସମାନଙ୍କେ ପ୍ରତି ଦୃଷ୍ଟିପାତ କରିବେ ନାହିଁ। କାରଣ ସମାନେେ ଯାଜକମାନଙ୍କୁ ଆଦର କଲେ ନାହିଁ କି ଯିହୁଦାର ପ୍ରାଚୀନବର୍ଗଙ୍କୁ ଅନୁଗ୍ରହ କଲେ ନାହିଁ।

ଯିରିମିୟଙ୍କ ବିଳାପ 4:20

ରାଜା ଆମ୍ଭମାନଙ୍କ ପାଇଁ ମୁଖ୍ଯ ଥିଲେ ଓ ସେ ଆମ୍ଭର ନାସାର ନିଃଶ୍ବାସସ୍ବରୂପ ଥିଲେ। ଆମ୍ଭମାନେେ କହୁଥିଲୁ, ତାଙ୍କର ଛାଯାତଳେ ଆମ୍ଭମାନେେ ବଞ୍ଚିବା ଓ ସେ ଗୋଷ୍ଠୀଯମାନଙ୍କଠାରୁ ଆମ୍ଭମାନଙ୍କୁ ରକ୍ଷା କରିବେ। ମାତ୍ର ସଦାପ୍ରଭୁଙ୍କ ସହେି ଅଭିଷିକ୍ତ ଲୋକ ସମାନଙ୍କେ ଦ୍ବାରା ଗର୍ତ୍ତ ରେ ଧରାଗଲେ।

ଯିରିମିୟଙ୍କ ବିଳାପ 5:12

ସମାନେେ ଆମ୍ଭମାନଙ୍କ ଅଧିପତିମାନଙ୍କୁ ଫାଶି ଦେଲେ। ଆମ୍ଭମାନଙ୍କ ପ୍ରାଚୀନବର୍ଗଙ୍କୁ ସମ୍ମାନ ଦେଲେ ନାହିଁ।

ଯିହିଜିକଲ 12:12

ଏବଂ ତୁମ୍ଭର ନେତା ତା'ର ଜିନିଷପତ୍ର ତା' କାନ୍ଧ ରେ ବହିବ ଏବଂ ସୂର୍ୟ୍ଯାସ୍ତ ସମୟରେ କାନ୍ଥ ରେ ତା' ପାଇଁ ଖୋଳା ୟାଇଥିବା ମଧ୍ଯଦଇେ ବାହାରିୟିବ ଓ ସେ ତା'ର ମୁଖ ଆଚ୍ଛାଦନ କରିବ, ଯେପରି ସେ ଭୂମିକୁ ଦେଖିପାରିବ ନାହିଁ।

ଯିହିଜିକଲ 17:18

କିନ୍ତୁ ସେ ରକ୍ଷା ପାଇବ ନାହିଁ। କାରଣ ସେ ଚୁକ୍ତି ଭଙ୍ଗ କରି ଶପଥ ତୁଚ୍ଛ କରିଅଛି। ସେ ଏସବୁ କରିଅଛି ଏବଂ ଦଣ୍ଡରୁ ପଳାଇ ୟାଇପାରିବ ନାହିଁ।

ସିଫନିୟ 3:18

ସଦାପ୍ରଭୁ କହିଲେ, ମୁଁ ତୁମ୍ଭମାନଙ୍କର ଲଜ୍ଜା ଅପମାନ ନଇୟିବେ। ସହେି ଲୋକମାନେ ତୁମ୍ଭକୁ ଆଘାତ କରିବା ବନ୍ଦ କରିବେ।

ମଲାଖୀ 2:9

ତୁମ୍ଭମାନେେ ଆମ୍ଭର ପଥ ଅନୁସରଣ କରିନାହଁ। ତୁମ୍ଭେ ଆମ୍ଭର ଶିକ୍ଷାଦ୍ବାରା ପକ୍ଷପାତିତା ଦଖାଇେଛ। ତେଣୁ ସମସ୍ତ ଲୋକମାନଙ୍କ ଆଗ ରେ ଆମ୍ଭେ ତୁମ୍ଭମାନଙ୍କୁ ଘୃଣିତ ଓ ଅପମାନିତ କରାଇବା।

Interlinear

Choose Theme