Home Bibles ଯିରିମିୟଙ୍କ ବିଳାପ 2:8 · ଓଡ଼ିଆ ବାଇବେଲ
ଯିରିମିୟଙ୍କ ବିଳାପ 2:8 · ଓଡ଼ିଆ ବାଇବେଲ

ସଦାପ୍ରଭୁ ସିୟୋନ କନ୍ଯାର ପ୍ରାଚୀର ନଷ୍ଟ କରିବାକୁ ସଂକଳ୍ପ କରିଛନ୍ତି। ସେ ମାପସୂତା ଧରିଛନ୍ତି ଓ ବିନାଶ କାରଣରୁ ତାଙ୍କ ହସ୍ତ ନିବୃତ୍ତ କରି ନାହାଁନ୍ତି। ମାତ୍ର ସେ ପରିଖା ଓ ପ୍ରାଚୀରକୁ ବିଳାପ କରାଇ ଅଛନ୍ତି। ସମାନେେ ଏକାବଳେକେ ନିସ୍ତଜେ ହାଇେଛନ୍ତି।

Cross references

ଦିତୀୟ ଶାମୁୟେଲ 8:2

ଦାଉଦ ମଧ୍ଯ ମାୟୋବକକ୍ସ୍ଟ ପରାସ୍ତ କଲେ। ସେ ସମାନଙ୍କେୁ ଭୂମିରେ ପଡି ରହିବା ପାଇଁ ବାଧ୍ଯ କଲେ, ସେ ସମାନଙ୍କେୁ ଏକ ଦଉଡି ଦ୍ବାରା ଦକ୍ସ୍ଟଇ ଦଳ ରେ ବିଭକ୍ତ କଲେ। ଦକ୍ସ୍ଟଇ ଧାଡିରକ୍ସ୍ଟ ପୁରୁଷ ଲୋକମାନଙ୍କୁ ହତ୍ଯା କରାଗଲା, କିନ୍ତୁ ତୃତୀୟ ଧାଡିଟିକକ୍ସ୍ଟ ଜୀବନ୍ତ ଛାଡି ଦିଆଗଲା। ତା'ପରେ ମାୟୋବୀଯମାନେ ଦାଉଦଙ୍କର ସବେକ ହେଲ ଓ ତାକକ୍ସ୍ଟ କର ଦେଲେ।

ଦିତୀୟ ରାଜାବଳୀ 21:13

ପୁଣି ଆମ୍ଭେ ୟିରୁଶାଲମ୍ ଉପରେ ଶମରିଯାର ମାପ କରି ରଖାେ ଟାଣିବୁ ଓ ଆହାବ୍ ପରିବାରର ଓଳମ୍ ଟାଣିବା। ପୁଣି ମଣିଷ ଯେପରି ଥାଳି ପୋଛେ ଆଉ ପୋଛୁ ପୋଛୁ ଓଲଟ ପାଲଟ କରେ ସହେିପରି ମୁଁ ୟିରୁଶାଲମ୍କୁ ପୋଛି ପକାଇବା।

ଆୟୁବ ପୁସ୍ତକ 13:21

ମାେତେ ଦଣ୍ଡ ଦବୋ ବନ୍ଦକର, ଏବଂ ମାେତେ ତୁମ୍ଭ ଭୟାବହତା ରେ ଭୟଭୀତ କର ନାହିଁ।

ଯିଶାଇୟ 3:26

ସିୟୋନ ନଗର ରେ ଦ୍ବାରଦେଶ ଶାେକ ଓ ବିଳାପ ରେ ମୁଖରିତ ହବେ। ୟିରୁଶାଲମ ଚୋରଦ୍ବାରା ଲୁଣ୍ଠିତା ନାରୀ ସଦୃଶ ଶୂନ୍ଯ ହାଇେ ପଡ଼ି ରହିବ। ସେ ଭୂମି ଉପ ରେ ବସି କବଳେ ବିଳାପ କରିବ।

ଯିଶାଇୟ 5:5

ବର୍ତ୍ତମାନ ମୁଁସମାର ଦ୍ରାକ୍ଷାକ୍ଷଲତ ପାଇଁ କ'ଣ କରିବି ତାହା ତୁମ୍ଭମାନଙ୍କୁ କହିବି।

ଯିଶାଇୟ 22:5

ସଦାପ୍ରଭୁ ଏକ ସ୍ବତନ୍ତ୍ର ଦିନ ବାଛିଛନ୍ତି। ସହେିଦିନ ସଠାେ ରେ ବିଦ୍ରୋହ ଓ ବ୍ଯାକୁଳତା ଦଖାେ ଦବେ। ଦର୍ଶନ ଉପତ୍ୟକା ରେ ଲୋକମାନେ ପରସ୍ପରକୁ ଦଳିବେ। ପ୍ରାଚୀରଗୁଡ଼ିକୁ ଭାଙ୍ଗି ପକାଇବେ। ସହେି ଲୋକମାନେ ଉପତ୍ୟକା ରେ ନଗରର ଲୋକମାନଙ୍କ ପ୍ରତି ପର୍ବତ ଉପ ରେ ଆର୍ତ୍ତନାଦ କରିବେ।

ଯିଶାଇୟ 28:17

ଲୋକେ କାନ୍ଥର ସଳଖତା ଜାଣିବା ପାଇଁ ଯେପରି ଓଳମ୍ ବ୍ଯବହାର କରନ୍ତି, ମୁଁ ସହେିପରି ସତ୍ଯ ପ୍ରତିଷ୍ଠା ପାଇଁ ନ୍ଯାଯ ଓ ଧାର୍ମିକତାକୁ ପ୍ରଯୋଗ କରିବି।

ଯିଶାଇୟ 34:11

ପାଣି ଭଳୋ ଓ ଝିଙ୍କ ତାହା ଅଧିକାର କରିବେ। ଆଉ ପଚୋ ଓ ଡ଼ାମରାକାଉର ତାହା ମଧିଅରେ ବାସ କରିବେ। ପୁଣି ସେ ସ୍ଥାନ ଶୂନ୍ଯ ମରୁଭୂମି' ବୋଲି ଡ଼କା ହବେ।

ଯିରିମିୟ 5:10

ତୁମ୍ଭମାନେେ ପ୍ରାଚୀର ଉପରକୁ ୟାଇ ଦ୍ରାକ୍ଷାଲତାର ଶାଖାସବୁ କାଟି ପକାଅ। ମାତ୍ର ସଗେୁଡ଼ିକୁ ସମ୍ପୂୂର୍ଣ୍ଣ ବିନାଶ କର ନାହିଁ, କାରଣ ସେ ସବୁ ସଦାପ୍ରଭୁଙ୍କର ନୁହେଁ।

ଯିରିମିୟ 14:2

ଯିହୁଦା ଶାେକ କରୁଅଛି ଓ ତାହାର ନଗରର ଲୋକମାନେ କ୍ଷୀଣ ହାଇେଅଛନ୍ତି। ସମାନେେ କଳାବସ୍ତ୍ର ପିନ୍ଧି ଭୂମିରେ ବସିଛନ୍ତି ଓ ୟିରୁଶାଲମର ଲୋକମାନେ ସାହାୟ୍ଯ ପାଇଁ ଆର୍ତ୍ତଚିତ୍କାର କରୁଛନ୍ତି।

ଯିରିମିୟ 52:13

ସେ ସଦାପ୍ରଭୁଙ୍କ ଗୃହ, ରାଜଗୃହ ଓ ୟିରୁଶାଲମସ୍ଥ ସକଳ ଗୃହ ଓ ବୃହତ୍ ଗୃହଗୁଡ଼ିକୁ ଅଗ୍ନି ରେ ଦଗ୍ଧ କଲା।

ଯିରିମିୟଙ୍କ ବିଳାପ 2:2

ସଦାପ୍ରଭୁ ଯାକୁବର ସକଳ ବାସସ୍ଥାନ ଧ୍ବଂସ କରିଛନ୍ତି। ସେ ତାହାପ୍ରତି ଦୟା କରି ନାହାଁନ୍ତି। ସେ ଆପଣା କୋରଧ ରେ ଯିହୁଦା କନ୍ଯାର ଦୃଢ଼ ଦୁର୍ଗଗୁଡ଼ିକୁ ଉତ୍ପାଟନ କରିଛନ୍ତି। ସଦାପ୍ରଭୁ ତାହାର ରାଜ୍ଯ ଓ ତା'ର ଅଧିପତିମାନଙ୍କୁ ଭୂମିସାତ୍ କରିଛନ୍ତି।

ଯିରିମିୟଙ୍କ ବିଳାପ 2:5

ସଦାପ୍ରଭୁ ଶତ୍ରୁ ପାଲଟିଛନ୍ତି। ସେ ଇଶ୍ରାୟେଲକୁ ଗ୍ରାସ କରିଅଛନ୍ତି। ସେ ତା'ର ସମସ୍ତ ଅଟ୍ଟାଳିକା ଓ ସମସ୍ତ ଦୁର୍ଗକୁ ଧ୍ବଂସ କରିଅଛନ୍ତି। ଆଉ ସେ ଯିହୁଦା କନ୍ଯା ମଧିଅରେ ଶାେକ ଓ ବିଳାପ ବୃଦ୍ଧି କରିଅଛନ୍ତି।

ଯିରିମିୟଙ୍କ ବିଳାପ 2:17

ସଦାପ୍ରଭୁ ଯାହା ସଙ୍କଳ୍ପ କରିଥିଲେ, ତାହା ସିଦ୍ଧ କରିଅଛନ୍ତି। ସେ ବହୁକାଳ ପୂର୍ବେ ଯାହା ଆଜ୍ଞା କରିଥିଲେ, ସହେି ବାକ୍ଯ ସଫଳ କରିଅଛନ୍ତି। ସେ ନିପାତ କରିଅଛନ୍ତି ଓ ଦୟା କରି ନାହାଁନ୍ତି। ଆଉ ସେ ଶତ୍ରୁକୁ ତୁମ୍ଭ ଉପ ରେ ଆନନ୍ଦ କରିବାକୁ ଦଇେଅଛନ୍ତି ଓ ସେ ତୁମ୍ଭ ବିପକ୍ଷ ରେ ସମାନଙ୍କେୁ ଉନ୍ନତ କରିଅଛନ୍ତି।

ଯିହିଜିକଲ 20:22

କିନ୍ତୁ ମୁଁ ନିଜକୁ କ୍ଷାନ୍ତ କଲି, କାରଣ ମାରେନାମ ପାଖାପାଖି ଦବେତାମାନଙ୍କ ଦ୍ବାରା ଉପହାସିତ ନ ହେଉ ବୋଲି ମୁଁ ଚାହିଁଲି। ଯେଉଁମାନଙ୍କ ଦୃଷ୍ଟି ରେ ମୁଁ ଇଶ୍ରାୟେଲୀୟମାନଙ୍କୁ ମିଶରରୁ ବାହାର କରିଆଣିଲି।

ଆମୋଷ 7:7

ସଦାପ୍ରଭୁ ଏହି ଜିନିଷ ମାେତେ ଦଖାଇେଲେ: ସଦାପ୍ରଭୁ ଗୋଟିଏ କାନ୍ଥ ନିକଟରେ ଓଳମ ଧରି ଛିଡା ହେଲେ। କାନ୍ଥ ଓଳମ ଦ୍ବାରା ସଳଖ କରାୟାଏ।

Interlinear

Choose Theme