Home Bibles ଯିରିମିୟଙ୍କ ବିଳାପ 3:13 · ଓଡ଼ିଆ ବାଇବେଲ
ଯିରିମିୟଙ୍କ ବିଳାପ 3:13 · ଓଡ଼ିଆ ବାଇବେଲ

ସେ ମାରେ ଅନ୍ତର ମଧ୍ଯକୁ ଶର ନିକ୍ଷପେ କରିଅଛନ୍ତି।

Cross references

ଦିତୀୟ ବିବରଣ 32:23

'ଆମ୍ଭେ ଇଶ୍ରାୟେଲୀୟମାନଙ୍କ ଉପରେ ଅମଙ୍ଗଳ ଦବୋ। ଆମ୍ଭେ ଆପଣା ବାଣସବୁ ସମାନଙ୍କେ ଉପରେ ବ୍ଯଯ କରିବା।

ଆୟୁବ ପୁସ୍ତକ 6:4

ପରମେଶ୍ବର ସର୍ବଶକ୍ତିମାନ, ତାଙ୍କର ବାଣସବୁ ମାେ ଅନ୍ତରକୁ ବିଦ୍ଧ କରୁଛି। ମାରେ ଆତ୍ମା ସହେି ବାଣର ବିଷକୁ ପାନ କରୁଛି। ପରମେଶ୍ବରଙ୍କ ମାରାତ୍ମକ ଅସ୍ତ୍ରଶସ୍ତ୍ର ସବୁ ମାରେ ବିରୁଦ୍ଧ ରେ ଗୋଟିଏ ଧାଡ଼ି ରେ ସଜାଇ ରଖାୟାଇଛି।

ଆୟୁବ ପୁସ୍ତକ 41:28

ତୀର ତାହାକୁ ଦଉଡ଼ାଇ ପା ରେ ନାହିଁ। ପଥର ଡ଼ଇେଁ ପଡ଼ି କୁଟା ପରି ଫରେିଆ ସେ।

Interlinear

Choose Theme