ଏଣୁ ମୁଁ କହିଲି, ସଦାପ୍ରଭୁଙ୍କର ସାହାୟ୍ଯ ମୁଁ ଆଉ ପାଇବି ଏ ଆଶା ମାରେନାହିଁ।
Cross references
କିନ୍ତୁ ଦାଉଦ ନିଜେ ଚିନ୍ତା କଲେ, ମୁ ଦିନେ ଶାଉଲଙ୍କ ହାତ ରେ ଧରା ହବେି। ଏହା ସବୁଠକ୍ସ୍ଟ ଭଲ ହବେ। ମୁ ପଲେଷ୍ଟୀୟମାନଙ୍କ ଦେଶକକ୍ସ୍ଟ ୟାଇ ନିଜକକ୍ସ୍ଟ ରକ୍ଷା କରିବି। ତହିଁରେ ଶାଉଲ ଇଶ୍ରାୟେଲର ସମସ୍ତ ଅଞ୍ଚଳ ଖାଜେି ନିରାଶ ହବେ। ଏହିପରି ଭାବରେ ମୁ ତାଙ୍କର ହସ୍ତରକ୍ସ୍ଟ ରକ୍ଷା ପାଇବି।
ମାରେ କ'ଣ ଶକ୍ତି ବାକି ରହିଛି ଯେ ମୁଁ ଆଶା କରିବି ? ମୁଁ ଜାଣନୋ ମାରେ କ'ଣ ହବୋକୁ ଯାଉଛି। ସେଥିପାଇଁ ମାରେ ର୍ଧୈୟ୍ଯ ଧରିବା ପାଇଁ କୌଣସି କାରଣ ନାହିଁ।
ଯଦି ତାହାହିଁ ମାରେ ଗୋଟିଏ ଆଶା, ତବେେ ମାରେ କୌଣସି ଆଶା ନାହିଁ। ଯଦି ତାହା ମାରେ ଆଶା ତବେେ ଲୋକ ମାେ'ଠା ରେ କୌଣସି ଭରସା ପାଇବେ ନାହିଁ।
ମୁଁ ଭୟଭୀତ ହାଇେ ପଡ଼ିଲି ଓ ମୁଁ କହିଲି, ମୁଁ ଏମିତି ଏକ ସ୍ଥାନରେ ଅଛି, ଯେଉଁଠାରୁ ପରମେଶ୍ବର ମାେତେ ଦେଖିପାରିବେ ନାହିଁ। କିନ୍ତୁ ମୁଁ ତୁମ୍ଭକୁ ପ୍ରାର୍ଥନା କଲି ଓ ପରମେଶ୍ବର ତୁମ୍ଭେ ସହାୟତା ପାଇଁ ମାରେ ଡ଼ାକ ଶୁଣିଲ।
ମୁଁ ଯେତବେେଳେ ଭୟରେ ଥିଲି, କହିଲି, ସମସ୍ତ ମନୁଷ୍ଯ ମିଥ୍ଯାଚାରୀ ଅଟନ୍ତି।
ତା'ପ ରେ ସଦାପ୍ରଭୁ, ମାରେ ପ୍ରଭୁ ମାେତେ କହିଲେ, ହେ ମନୁଷ୍ଯ ପୁତ୍ର, ଏହି ଅସ୍ଥିସକଳ ଇଶ୍ରାୟେଲ ସମୁଦାଯ ପରିବାର ଅଟନ୍ତି। ଏବଂ ସମାନେେ କହନ୍ତି, 'ଆମ୍ଭମାନଙ୍କର ଅସ୍ଥିସବୁ ଶୁଷ୍କ ହାଇେଅଛି, ଆମ୍ଭମାନଙ୍କର ଆଶା ଭରସା ଲୋପ ପାଇଛି ଓ ଆମ୍ଭମାନେେ ସମ୍ପୂର୍ଣ୍ଣରୂପେ ବିନଷ୍ଟ ହାଇେଅଛୁ।'
କାରଣ ଯେଉଁ ଲୋକମାନେ ମାଗୁଥାନ୍ତି, ସମାନେେ ପ୍ରେତ୍ୟକକେ ପାଇଥାନ୍ତି। ଯେଉଁମାନେ ଖାଜେୁଥାନ୍ତି, ସମାନେେ ପାଇଥାନ୍ତି। ଯେଉଁମାନେ ଦୁଆର ବାଡଇେ ଥାନ୍ତି, ସମାନଙ୍କେ ପାଇଁ ଦୁଆର ଖାଲିଯାେଏ।