Home Bibles ଯିରିମିୟଙ୍କ ବିଳାପ 3:35 · ଓଡ଼ିଆ ବାଇବେଲ
ଯିରିମିୟଙ୍କ ବିଳାପ 3:35 · ଓଡ଼ିଆ ବାଇବେଲ

ସର୍ବୋପରିସ୍ଥ ପରମେଶ୍ବରଙ୍କ ସମ୍ମୁଖ ରେ ନ୍ଯାଯକୁ ବଦଳ କରି,

Cross references

ଦିତୀୟ ବିବରଣ 25:1

ଯେତବେେଳେ ଦୁଇଜଣଙ୍କ ମଧିଅରେ ମାଡପିଟ୍ ଲାଗେ, ସମାନେେ ନ୍ଯାୟଳୟକୁ ୟିବା ଉଚିତ୍। କିଏ ଦୋଷୀ ଓ କିଏ ନିର୍ ଦୋଷୀ ବିଗ୍ଭରକର୍ତ୍ତା ବିଗ୍ଭର କରିବେ।

ଯିଶାଇୟ 10:2

ସହେି ବ୍ଯବସ୍ଥାକାରୀଗଣ ଦରିଦ୍ରମାନଙ୍କ ପ୍ରତି ନ୍ଯାଯ ବିଚାର କରନ୍ତି ନାହିଁ। ସମାନେେ ଦରିଦ୍ରମାନଙ୍କର ଅଧିକାରକୁ ଛିନ୍ନ କରନ୍ତି। ସମାନେେ ମଧ୍ଯ ବିଧବା ଓ ଅନାଥର ଧନ ଲୁଣ୍ଠନ କରିବାକୁ ଲୋକମାନଙ୍କୁ ପ୍ରବର୍ତ୍ତାନ୍ତି।

ଦାନିଏଲ 5:18

ହେ ମହାରାଜା, ସର୍ବୋପରିସ୍ଥ ପରମେଶ୍ବର ଆପଣଙ୍କ ପିତା ନବୂଖଦ୍ନିତ୍ସରଙ୍କୁ ରାଜ୍ଯ, ମହିମା, ଗୌରବ ଓ ପ୍ରତାପ ଦେଲେ।

Interlinear

Choose Theme