Home Bibles ☰ Books ଯିରିମିୟଙ୍କ ବିଳାପ 3:52 · ଓଡ଼ିଆ ବାଇବେଲ
ଯିରିମିୟଙ୍କ ବିଳାପ 3:52 · ଓଡ଼ିଆ ବାଇବେଲ

ବିନା କାରଣ ରେ ସମାନେେ ମାରେ ଶତ୍ରୁ ହାଇେଛନ୍ତି ଓ ପକ୍ଷୀ ପରି ମାେତେ ଶିକାର କରିଛନ୍ତି।

Cross references

ପ୍ରଥମ ଶାମୁୟେଲ 24:10

ମୁ ଗ୍ଭହିଁ ନଥିଲି ତୁମ୍ଭକୁ ମାରିବା ପାଇଁ। ତୁମ୍ଭେ ତୁମ୍ଭର ସ୍ବଚକ୍ଷକ୍ସ୍ଟ ରେ ଦେଖିଲ। ସଦାପ୍ରଭୁ ତୁମ୍ଭକୁ ଆଜି ଗକ୍ସ୍ଟମ୍ଫା ଭିତ ରେ ମାେ ପାଖ ରେ ତୁମ୍ଭକୁ ମାରିବା ପାଇଁ ସକ୍ସ୍ଟୟୋଗ ଦଇେଥିଲେ। କିନ୍ତୁ ମୁ ତୁମ୍ଭକୁ ମାରିବାକକ୍ସ୍ଟ ଇଚ୍ଛା କଲି ନାହିଁ। ମାରେତକ୍ସ୍ଟମ୍ଭ ପ୍ରତିଦୟା ଆସିଲା। ମୁ କହିଲି, 'ମୁ ମାରେ ପ୍ରଭକ୍ସ୍ଟଙ୍କକ୍ସ୍ଟ ମାରିବି ନାହିଁ। ଶାଉଲ ହେଉଛନ୍ତି ସଦାପ୍ରଭୁଙ୍କଦ୍ବାରା ବଛା ୟାଇଥିବା ରାଜା।'

ପ୍ରଥମ ଶାମୁୟେଲ 25:28

ଦୟାକରି ମାେତେ ମାରେ କରିଥିବା ଦୋଷ ପାଇଁ କ୍ଷମା କରନ୍ତକ୍ସ୍ଟ। ମୁ ଜାଣେ ସଦାପ୍ରଭୁ ତକ୍ସ୍ଟମ୍ଭ ପରିବାରକକ୍ସ୍ଟ ଶକ୍ତିଶାଳୀ କରିବେ। ସଦାପ୍ରଭୁ ଏପରି କରିଛନ୍ତି, କାରଣ ତୁମ୍ଭମାନେେ ତାଙ୍କର ପ୍ରତିରୋଧ ରେ ୟକ୍ସ୍ଟଦ୍ଧ କରିଅଛ, ତୁମ୍ଭେ ବଞ୍ଚିଥିବା ପର୍ୟ୍ଯନ୍ତ କୌଣସି ଲୋକ ତୁମ୍ଭର ଦୋଷ ବାଛି ପାରିବ ନାହିଁ।

ପ୍ରଥମ ଶାମୁୟେଲ 26:18

ଦାଉଦ ପକ୍ସ୍ଟଣି କହିଲେ, ମହାଶୟ ଆପଣ କାହିଁକି ମାରେ ପେଛପେଛ ଗୋଡଉଛନ୍ତି? ମୁ କ'ଣ ଅପରାଧ କଲି? କେଉଁ ଦୋଷ ମୁ କରିଛି?

ଗୀତସଂହିତା 11:1

ମୁଁ ସର୍ବଦା ସଦାପ୍ରଭୁଙ୍କ ଆଶ୍ରଯ ନିଏ। ତଣେୁ କାହିଁକି ମାେତେ ଲୁଚିବାକୁ କହୁଅଛ, ପକ୍ଷୀ ପରି ଆପଣା ପର୍ବତକୁ ଉଡ଼ିୟାଅ ?

ଗୀତସଂହିତା 35:7

ମୁଁ କୌଣସି ଭୁଲ କାର୍ୟ୍ଯ କରି ନାହିଁ। ତଥାପି ସେ ଲୋକମାନେ ବିନା କାରଣରେ ମାେତେ ୟନ୍ତାରେ ପକାଇବାକୁ ଚେଷ୍ଟା କରିଥିଲେ। ସମାନେେ ମାେତେ ୟନ୍ତାରେ ପକାଇବାକୁ ଉଦ୍ଯମ କରିଥିଲେ।

ଗୀତସଂହିତା 35:19

ମାରେ ଶତ୍ରୁମାନେ ବିନା କାରଣରେ ମାେ ସହିତ ଆଉ ପରିହାସ କରିବେ ନାହିଁ। ସମାନେେ ନିଶ୍ଚଯ ତାଙ୍କର ଗୋପନ ମନ୍ତ୍ରଣା ପାଇଁ ଦଣ୍ଡିତ ହବେେ।

ଗୀତସଂହିତା 69:4

ମାରେ ଶତ୍ରୁ,ମାରେ ମୁଣ୍ଡବାଳଠାରୁ ଅଧିକ। ସମାନେେ ବୃଥାରେ ମାେ ସହିତ ଶତ୍ରୁତା କରନ୍ତି। ସମାନେେ ମାରେ ବିନାଶର କାମନା ବହୁତ କରୁଛନ୍ତି। ମାରେ ଅନକେ ଶତ୍ରୁଗଣ ମାେ ବିଷଯରେ ମିଛ କଥା କହନ୍ତି। ସମାନେେ ମିଛରେ ମାେତେ ଚୋର କହିଲେ ଏବଂ ସହେି ବସ୍ତୁଗୁଡ଼ିକ ମାେତେ ଦବୋକୁ କହିଲେ, ୟାହା ମୁଁ ଚେୀରି କରି ନାହିଁ।

ଗୀତସଂହିତା 109:3

ଲୋକମାନେ ମାେ ପ୍ରତି ଘୃଣାକାରୀ କଥା କହନ୍ତି। ବିନା କାରଣରେ ମାେ ପ୍ରତି ଲୋକମାନେ ଆକ୍ରମଣ କରନ୍ତି।

ଗୀତସଂହିତା 119:161

ସଦାପ୍ରଭୁ ଶକ୍ତିଶାଳୀ ଅଧିପତିମାନେ ବିନା କାରଣରେ ମାେତେ ଆକ୍ରମଣ କରନ୍ତି। କିନ୍ତୁ ମୁଁ କବଳେ ତୁମ୍ଭର ବାକ୍ଯକୁ ଭୟ ଓ ସମ୍ମାନ କରେ।

ଯିରିମିୟ 37:15

ଆଉ ସହେି ଅଧିପତିମାନେ ଯିରିମିୟଙ୍କ ଉପ ରେ ଅତ୍ଯନ୍ତ କ୍ ରୋଧାନ୍ବିତ ହାଇେ ତାଙ୍କୁ ପ୍ରହାର କଲେ ଓ ଯୋନାଥନ୍ ଲେଖକ ଗୃହସ୍ଥିତ କାରାଗାର ରେ ରଖିଲେ। କାରଣ ସମାନେେ ଯୋନାଥନ୍ ଗୃହକୁ କାରାଗାର ରେ ପରିଣତ କରିଥିଲେ।

ଯିରିମିୟ 37:18

ଆଉ ଯିରିମିୟ ସିଦିକିଯ ରାଜାଙ୍କୁ କହିଲେ, ଆପଣଙ୍କ ବିରୁଦ୍ଧ ରେ, ଆପଣଙ୍କ ଦାସଗଣ ବିରୁଦ୍ଧ ରେ ଅବା ଏହି ଲୋକମାନଙ୍କ ବିରୁଦ୍ଧ ରେ ମୁଁ କି ପାପ କରିଅଛି ଯେ ଆପଣମାନେ ମାେତେ କାରାଗାର ରେ ରଖିଅଛନ୍ତି ?

ଯିରିମିୟ 38:4

ତେଣୁ ସହେି ଅଧିପତିଗଣ ରାଜାଙ୍କୁ କହିଲେ, ଆମ୍ଭମାନେେ ଅନୁ ରୋଧ କରୁଅଛୁ, ଏହି ଯିରିମିୟକୁ ମୃତ୍ଯୁଦଣ୍ଡ ହେଉ। କାରଣ ସେ ଏହି ନଗରର ଅବଶିଷ୍ଟ ଯୋଦ୍ଧାମାନଙ୍କୁ ଏହି ପ୍ରକାର କଥା କହି ନିରୁତ୍ସାହିତ କରୁଅଛି। ପୁଣି ସେ ଏହି ଲୋକମାନଙ୍କର ମଙ୍ଗଳ ଚାହୁଁ ନାହିଁ, ବରଂ ସମାନଙ୍କେର ଅମଙ୍ଗଳ ଚାହୁଁଛି।

ଯୋହନଲିଖିତ ସୁସମାଚାର 15:25

ଏସବୁ ଘଟିବା ଦ୍ବାରା ତାହାଙ୍କ ବିଧି ବ୍ଯବସ୍ଥା ରେ ଯାହା ଲଖାେଥିଲା ତାହା ସତ୍ଯ ହେଲା: ' ସମାନେେ ମାେତେ ବିନା କାରଣ ରେ ଘୃଣା କଲେ।'

Interlinear

Choose Theme