ହେ ସଦାପ୍ରଭୁ, ମାେ' ପ୍ରତି ହାଇେଥିବା ତିରସ୍କାର ଓ ମାେ ବିରୁଦ୍ଧ ରେ ହାଇେଥିବା ସମାନଙ୍କେର ସଂକଳ୍ପ ତୁମ୍ଭେ ଶୁଣିଅଛ।
Cross references
ଅନନ୍ତର ସଦାପ୍ରଭୁ, ଶତ୍ରୁମାନେ ତୁମ୍ଭର ନାମକୁ ଅପମାନିତ କରିଥିବା କଥାଗୁଡ଼ିକ ମନେ ପକାଅ ୟେ, କିପରି ସହେି ମୂର୍ଖ ଲୋକମାନେ ତୁମ୍ଭରି ନାମକୁ ଅପମାନିତ କଲେ।
ହେ ପ୍ରଭୁ, ସ୍ମରଣ କର କିପରି ସମସ୍ତ ଜାତିଗଣ, ତୁମ୍ଭର ଦାସ ମାେତେ ଅପମାନିତ ଦେଉଛନ୍ତି।
ହେ ସଦାପ୍ରଭୁ, ମାରେ ବିନାଶ ପାଇଁ ସମାନଙ୍କେର ଯୋଜନା ତୁମ୍ଭେ ଜାଣୁଅଛ। ସମାନଙ୍କେର ଅଧର୍ମ କ୍ଷମା କର ନାହିଁ। ତୁମ୍ଭ ଦୃଷ୍ଟି ରେ ସମାନଙ୍କେର ପାପ ଲୋପ କର ନାହିଁ। ତୁମ୍ଭେ ସମାନଙ୍କେୁ ବିନାଶ କର। ଆପଣା କୋରଧ ସମାନଙ୍କେ ପ୍ରତି ବ୍ଯବହାର କର।
ସେ ତାହାକୁ ପ୍ରହାର ପାଇଁ ଆପଣା ଗାଲ ଦଖାଇେ ଦେଉ ଏବଂ ତାଙ୍କୁ ପୂର୍ଣ୍ଣ ସନ୍ତାଷେ ପାଇବା ପାଇଁ ଅନୁ ରୋଧ କରୁ।
ହେ ସଦାପ୍ରଭୁ ! ଆମ୍ଭମାନଙ୍କ ପ୍ରତି ଯାହା ଘଟିଗଲା, ତାହା ସ୍ମରଣ କର। ଆମ୍ଭମାନଙ୍କ ପ୍ରତି ହାଇେଥିବା ଅପମାନକୁ ଅବଲୋକନ କର।
ସଦାପ୍ରଭୁ କୁହନ୍ତି, ଆମ୍ଭେ ଶୁଣିଛୁ ମାଯାେବ ଓ ଅମ୍ମାନରେ ଲୋକମାନେ କ'ଣ କହିଲେ। ସହେି ଲୋକମାନେ ଆମ୍ଭ ଲୋକମାନଙ୍କୁ ଅପମାନିତ କଲେ। ସମାନେେ ନିଜର ରାଜ୍ଯକୁ ବଢାଇବା ପାଇଁ ସମାନଙ୍କେର ଜମି ସବୁ ଅକ୍ତିଆର କଲେ।