Home Bibles ଯିରିମିୟଙ୍କ ବିଳାପ 3:66 · ଓଡ଼ିଆ ବାଇବେଲ
ଯିରିମିୟଙ୍କ ବିଳାପ 3:66 · ଓଡ଼ିଆ ବାଇବେଲ

କୋର୍ଧ ରେ ସମାନଙ୍କେ ପେଛ ପେଛ ଗୋଡ଼ାଅ। ସଦାପ୍ରଭୁ ଆକାଶ ମଣ୍ଡଳର ତଳୁ ସମାନଙ୍କେୁ ଉଚ୍ଛିନ୍ନ କରିବ।

Cross references

ଦିତୀୟ ବିବରଣ 7:24

ଆଉ ସେ ସମାନଙ୍କେର ରାଜାଗଣକକ୍ସ୍ଟ ତକ୍ସ୍ଟମ୍ଭ ହସ୍ତ ରେ ସମର୍ପଣ କରିବେ, ଯାହାଫଳ ରେ ତୁମ୍ଭେ ଆକାଶ ମଣ୍ତଳର ତଳକ୍ସ୍ଟ ସମାନଙ୍କେ ନାମ ପୋଛି ଦବେ। ଯେତବେେଳେ ତୁମ୍ଭେ ସମାନଙ୍କେୁ ବିନାଶ କରିବ କହେି ତୁମ୍ଭମାନଙ୍କୁ ଅଟକାଇବାକକ୍ସ୍ଟ ସମର୍ଥ ହବେ ନାହିଁ।

ଦିତୀୟ ବିବରଣ 25:19

ଏଥପାଇଁ ତୁମ୍ଭମାନେେ ଅମାଲକେୀଯମାନଙ୍କୁ ସମୂଳେ ଧ୍ବଂସ କରିବ। ତୁମ୍ଭମାନେେ ଏପରି କରିବ ଯେତବେେଳେ ସଦାପ୍ରଭୁଙ୍କ ଦତ୍ତ ନୂତନ ଦେଶ ରେ ପ୍ରବେଶ କରିବ। ସହେି ଦେଶ ରେ ସଦାପ୍ରଭୁ ତକ୍ସ୍ଟମ୍ଭ ପରମେଶ୍ବର ଚତକ୍ସ୍ଟର୍ଦିଗସ୍ଥ ତକ୍ସ୍ଟମ୍ଭ ଶତୃମାନଙ୍କଠାରକ୍ସ୍ଟ ତୁମ୍ଭକୁ ବିଶ୍ରାମ ଦେଲେ, ତୁମ୍ଭେ ପୃଥିବୀରକ୍ସ୍ଟ ଅମାଲକେୀଯମାନଙ୍କୁ ସମୂଳେ ଧ୍ବଂସ କରବାକକ୍ସ୍ଟ ପଡିବ।

ଦିତୀୟ ବିବରଣ 29:20

ସଦାପ୍ରଭୁ ତାହାକକ୍ସ୍ଟ କ୍ଷମା କରିବାକୁ ସମ୍ମତ ହବେେ ନାହିଁ। ମାତ୍ର ତତ୍କ୍ଷଣାତ ସହେି ଲୋକପ୍ରତି ସଦାପ୍ରଭୁଙ୍କ କୋରଧ ଓ ଅନ୍ତଜର୍‌ବାଳା ସଧୂମ ହାଇେ ଉଠିବ।

ଦିତୀୟ ରାଜାବଳୀ 14:27

ମାତ୍ର ସଦାପ୍ରଭୁ କହିଲେ ନାହିଁ ଯେ, ସେ ପୃଥିବୀରୁ ଇଶ୍ରାୟେଲର ନାମ ନିଶ୍ଚିହ୍ନ କରିବେ। ତେଣୁ ସେ ୟୋଯାଶଙ୍କ ପୁତ୍ର ୟାରବିଯାମଙ୍କ ଦ୍ବାରା ସମାନଙ୍କେୁ ଉଦ୍ଧାର କଲେ।

ଗୀତସଂହିତା 8:3

ହେ ସଦାପ୍ରଭୁ ମାେ ଉପରେ ଥିବା ସ୍ବର୍ଗକୁ ଚାହିଁଲେ ତାହା ତୁମ୍ଭ ଅଙ୍ଗୁଳି ଦ୍ବାରା ନିର୍ମିତ ବୋଲି ଜଣାପଡ଼େ। ମୁଁ ସହେି ଆକାଶରେ ତୁମ୍ଭ ସୃଷ୍ଟି ଚନ୍ଦ୍ର ଓ ନକ୍ଷତ୍ରଗଣଙ୍କୁ ଦେଖେ ଓ ଆଶ୍ଚର୍ୟ୍ଯ ହୁଏ।

ଗୀତସଂହିତା 35:5

ସହେି ଲୋକମାନଙ୍କୁ ତୁଷ ତୁଲ୍ଯ ପବନରେ ଉଡ଼ାଇ ନିଅ। ସମାନଙ୍କେୁ ସଦାପ୍ରଭୁଙ୍କର ଦୂତ ଘଉଡ଼ାଇ ଦିଅନ୍ତୁ।

ଗୀତସଂହିତା 35:6

ସମାନଙ୍କେ ରାସ୍ତାକୁ ଅନ୍ଧକାର ଓ ପିଚ୍ଛିଳ କରିଦିଅ, ୟାହା ଫଳରେ ସଦାପ୍ରଭୁଙ୍କ ଦୂତମାନେ ସମାନଙ୍କେୁ ସହଜରେ ଧରି ପାରିବେ।

ଗୀତସଂହିତା 73:15

ହେ ପରମେଶ୍ବର, ମୁଁ ଅନ୍ୟମାନଙ୍କୁ ଏ ବିଷଯରେ କହିବା ପାଇଁ ଚାହିଁଥିଲି। କିନ୍ତୁ ମୁଁ ଜାଣିଥିଲି ଏହା ତୁମ୍ଭର ଲୋକମାନଙ୍କ ବିରୁଦ୍ଧରେ ବିଶ୍ବାସଘାତକତା ହାଇେଥାନ୍ତା।

ଗୀତସଂହିତା 115:16

ସ୍ବର୍ଗ ସଦାପ୍ରଭୁଙ୍କର କିନ୍ତୁ ସେ ମନୁଷ୍ଯ ସନ୍ତାନଗଣଙ୍କୁ ପୃଥିବୀ ଦଇେଛନ୍ତି।

ଯିଶାଇୟ 66:1

ସଦାପ୍ରଭୁ ଏହିକଥା କୁହନ୍ତି, ସ୍ବର୍ଗ ଆମ୍ଭର ସିଂହାସନ ଓ ପୃଥିବୀ ଆମ୍ଭର ପାଦପୀଠ। ତୁମ୍ଭମାନେେ ଆମ୍ଭପାଇଁ କି ପ୍ରକାର ଗୃହ ନିର୍ମାଣ କରିପାରିବ ଓ କେଉଁ ପ୍ରକାର ସ୍ଥାନ ଆମ୍ଭର ବିଶ୍ରାମସ୍ଥଳ ହବେ ?

ଯିରିମିୟ 10:11

ସଦାପ୍ରଭୁ ପୁଣି କହନ୍ତି, ତୁମ୍ଭମାନେେ ସମାନଙ୍କେୁ କୁହ, ' ସହେି ଦବେତାଗଣ ଆକାଶମଣ୍ଡଳ ଓ ପୃଥିବୀ ନିର୍ମାଣ କରିନାହାନ୍ତି। ତେଣୁ ସମାନେେ ପୃଥିବୀ ଓ ଆକାଶମଣ୍ଡଳରୁ ଧ୍ବଂସ ଓ ଲୁପ୍ତ ହବେେ।'

ଯିରିମିୟ 15:15

ହେ ସଦାପ୍ରଭୁ, ତୁମ୍ଭେ ମାେତେ ଜାଣୁଛ ; ମାେତେ ସ୍ମରଣ କର ଓ ମାରେ ତତ୍ତ୍ବ ନିଅ। ଆଉ ମାରେ ତାଡ଼ନାକାରୀଙ୍କୁ ଦଣ୍ଡ ଦିଅ। ତୁମ୍ଭେ ଅତ୍ଯନ୍ତ ର୍ଧୈୟ୍ଯଶୀଳ ଓ ସହିଷ୍ଣୁ। ତେଣୁ ମାେତେ ସଂହାର କର ନାହିଁ। ମୁଁ ତୁମ୍ଭ ପାଇଁ କଷ୍ଟ ପାଇଛି, ଏହା ତୁମ୍ଭେ ଜ୍ଞାତ ହୁଅ।

ଯିରିମିୟଙ୍କ ବିଳାପ 3:43

ତୁମ୍ଭେ ନିଜେ କୋରଧ ରେ ଆଚ୍ଛାଦିତ ହାଇେଛ ଏବଂ ତୁମ୍ଭେ ଆମ୍ଭ ପଛ ରେ ଗୋଡ଼ାଇଛ ଏବଂ ତୁମ୍ଭେ ଆମ୍ଭକୁ ନିର୍ଦ୍ଦଯ ଭାବରେ ବଧ କରିଛ।

ହୋଶେୟ 8:3

କିନ୍ତୁ ଇଶ୍ରାୟେଲ ଭଲ ଜିନିଷ ଗ୍ରହଣ କରି ନଥିଲା। ତେଣୁ ଶତୃମାନେ ତାକୁ ଆକ୍ରମଣ କରୁଛନ୍ତି।

Interlinear

Choose Theme