Home Bibles ☰ Books ଯିରିମିୟଙ୍କ ବିଳାପ 5:15 · ଓଡ଼ିଆ ବାଇବେଲ
ଯିରିମିୟଙ୍କ ବିଳାପ 5:15 · ଓଡ଼ିଆ ବାଇବେଲ

ଆମ୍ଭମାନଙ୍କ ହୃଦଯରୁ ଆନନ୍ଦ ଚାଲି ୟାଇଛି। ଆମ୍ଭମାନଙ୍କ ନୃତ୍ଯ ଶାେକରେ ପରିଣତ ହାଇେଅଛି।

Cross references

ଆୟୁବ ପୁସ୍ତକ 30:31

ବିଷାଦର ଗୀତ ଗାଇବା ପାଇଁ ମାରେ ବୀଣା ବନ୍ଧା ହାଇେଛି। କରୁଣ କ୍ରନ୍ଦନ କଲାଭଳି ମାରେ ବଂଶୀ ଶବ୍ଦ ସୃଷ୍ଟି କରୁଛି।

ଗୀତସଂହିତା 30:11

ମୁଁ ତୁମ୍ଭକୁ ପ୍ରାର୍ଥନା କଲି। ତୁମ୍ଭେ ମାେତେ ସାହାୟ୍ଯ କଲ। ତୁମ୍ଭେ ମାରେ କ୍ରନ୍ଦନକୁ ନୃତ୍ଯରେ ପରିଣତ କଲ। ତୁମ୍ଭେ ମାରେ ଦୁଃଖର ପୋଷାକ ସବୁକୁ କାଢ଼ି ନଲେ ଓ ମାେତେ ସୁଖରେ ଆଚ୍ଛାଦିତ କରିଲ।

ଯିରିମିୟ 25:10

ଆଉ ମଧ୍ଯ ଆମ୍ଭେ ସମାନଙ୍କେ ମଧ୍ଯରୁ ଆମାଦେ, ପ୍ରମାଦେ, ଧ୍ବନି, ବରକନ୍ଯାଙ୍କର ସୁଖ ଓ ହର୍ଷ ଧ୍ବନି, ଚକିର ଶବ୍ଦ ଓ ପ୍ରଦୀପର ଆଲୋକ ଦୂର କରିବା।

ଆମୋଷ 6:4

ତୁମ୍ଭେ ଗଜଦନ୍ତ ଶୟ୍ଯା ଉପ ରେ ଶଯନ କରୁଛ ଓ ଖଟ ଉପ ରେ ନିଜର ଶରୀରକୁ ଲମ୍ବାଇ ଦେଉଛ। ତୁମ୍ଭମାନେେ ତୁମ୍ଭର ମଷେ ପଲରୁ ମଷେଶାବକର କୋମଳ ମାଂସ ଖାଉଛ ଏବଂ ସମାନଙ୍କେ ଗୁବାଳରୁ ବାଛୁରୀମାନଙ୍କୁ ଆଣୁଛ ଏବଂ ସମାନଙ୍କେୁ ଖାଉଛ। ଏହା ତୁମ୍ଭମାନଙ୍କ ପାଇଁ ବହୁତ ଖରାପ ହବେ।

ଆମୋଷ 8:10

ତୁମ୍ଭର ଅବସର ଦିନକୁ ମୃତ ଲୋକର ଶୋକ ଦିବସ ରେ ପରିଣତ କରାଇବା ଏବଂ ତୁମ୍ଭର ସମସ୍ତ ସଙ୍ଗୀତ ମୃତ ଲୋକଙ୍କ ବିଳାପ ରେ ପରିଣତ ହବେ। ଆମ୍ଭେ ସମସ୍ତଙ୍କୁ ଦୁଃଖ ବସ୍ତ୍ର ପରିଧାନ କରାଇବା ଓ ସମସ୍ତଙ୍କର ମସ୍ତକକୁ ଲଣ୍ତା କରାଇବା। ଗୋଟିଏ ଲୋକର ଏକମାତ୍ର ସନ୍ତାନର ମୃତ୍ଯୁ ରେ ଯେପରି ଆକୁଳ କ୍ରନ୍ଦନ କରାୟାଏ ସହେିପରି କରୁଣ ବିଳାପ କରାଇବା। ଏହା ଅତି ଦୁଃଖର ଅନ୍ତିମ ପରିଣତି ହବେ।

ଯାକୁବଙ୍କ ପତ୍ 4:9

ଦୁଃଖି ହୁଅ, ଦୁଃଖ ପ୍ରକାଶ କର ଓ କ୍ରନ୍ଦନ କର ! ତୁମ୍ଭର ହାସ୍ଯକୁ କ୍ରନ୍ଦନ ରେ ବଦଳାଇ ଦିଅ। ତୁମ୍ଭର ପ୍ରଫୁଲତାକୁ ଦୁଃଖ ରେ ବଦଳାଅ।

Interlinear

Choose Theme