ମାତ୍ର ତୁମ୍ଭେ ଆମ୍ଭମାନଙ୍କ ପ୍ରତି ଅତ୍ଯନ୍ତ କ୍ରୁଦ୍ଧ ହାଇେଅଛ। ଆଉ ତୁମ୍ଭେ କ'ଣ ଆମ୍ଭମାନଙ୍କୁ ସୂର୍ଣ୍ଣ ଭାବରେ ଅଗ୍ରାହ୍ଯ କରିଅଛ?
Cross references
କିନ୍ତୁ ହେ ପରମେଶ୍ବର, ତୁମ୍ଭେ ଆମ୍ଭକୁ ଛାଡ଼ି ଚାଲିଗଲ। ତୁମ୍ଭେ ଆମ୍ଭକୁ ମାନସିକ ଅଶାନ୍ତ କଲ। ତୁମ୍ଭେ ଆମ୍ଭ ସହିତ ୟୁଦ୍ଧ କ୍ଷେତ୍ରକୁ ଆସିଲ ନାହିଁ।
ପରମେଶ୍ବର, ତୁମ୍ଭେ ଆମ୍ଭମାନଙ୍କୁ ପ୍ରତ୍ଯାଖ୍ଯାନ କରି ପରାଜିତ କରିଅଛ। ତୁମ୍ଭେ ଆମ୍ଭମାନଙ୍କ ସହିତ ରାଗିଛ। କିନ୍ତୁ ଦୟାକରି ତୁମ୍ଭେ ଆମ୍ଭମାନଙ୍କୁ ପୁନଃସ୍ଥାପନ କର।
ପରମେଶ୍ବର, ତୁମ୍ଭେ କାହିଁକି ବହୁତ ଦିନ ଆମ୍ଭମାନଙ୍କୁ ପରିତ୍ଯାଗ କଲ ? ତୁମ୍ଭେ କାହିଁକି ଆମ୍ଭମାନଙ୍କ ଉପରେ ଏତେ ରାଗିଅଛ, ଆମ୍ଭେ ୟେ ତୁମ୍ଭର ନିଜ ଦଳ?
ହେ ପରମେଶ୍ବର, ଏହା ଆଉ କେତେ ଦିନ ପର୍ୟ୍ଯନ୍ତ ୟିବ ? ତୁମ୍ଭେ କ'ଣ ଚିରକାଳ ଆମ୍ଭମାନଙ୍କ ଉପରେ କୋର୍ଧ କରିଥିବ ? ତୁମ୍ଭର ଅନ୍ତର କଗ୍ଦଣ ଜ୍ବାଳା ଅଗ୍ନିପରି ସର୍ବଦା ଜଳିବ ?
ହେ ସଦାପ୍ରଭୁ, ଅତ୍ଯନ୍ତ କ୍ରୋଧିତ ହୁଅ ନାହିଁ କି ଆମ୍ଭମାନଙ୍କର ପାପକୁ ଚିରକାଳ ମନରେଖ ନାହିଁ। ଆମ୍ଭମାନେେ ବିନତି କରୁଛୁ, ଆମ୍ଭପ୍ରତି ଦୃଷ୍ଟି କର, ଆମ୍ଭେ ସମସ୍ତେ ତୁମ୍ଭର ସନ୍ତାନ।
ଲୋକେ ସମାନଙ୍କେୁ 'ପରିତ୍ଯକ୍ତା ରୂପା' ବୋଲି କହିବେ କାରଣ ସଦାପ୍ରଭୁ ସମାନଙ୍କେୁ ପରିତ୍ଯାଗ କରିଅଛନ୍ତି।
ଲୋକମାନେ କହନ୍ତି, ହେ ପରମେଶ୍ବର, ତୁମ୍ଭେ କ'ଣ ଯିହୁଦାକୁ ସୂର୍ଣ୍ଣ ଭାବରେ ଅଗ୍ରାହ୍ଯ କରିଅଛ ? ତୁମ୍ଭେ କ'ଣ ସିୟୋନକୁ ଘୃଣା କରିଅଛ ? ତୁମ୍ଭେ ଆମ୍ଭମାନଙ୍କୁ ଏପରି ପ୍ରହାର କଲ ଯେ ଆମ୍ଭମାନେେ ଆଉ ସୁସ୍ଥ ହାଇେ ପାରିବୁ ନାହିଁ। ତୁମ୍ଭେ କାହିଁକି ଏପରି କଲ ? ଆମ୍ଭମାନେେ ଶାନ୍ତି ଚାହିଁଲୁ, ମାତ୍ର କିଛି ମଙ୍ଗଳ ହେଲା ନାହିଁ। ଆମ୍ଭମାନେେ ଆରୋଗ୍ୟ ଇଚ୍ଛା କଲୁ। ମାତ୍ର କବଳେ ଆଶଙ୍କା ଉପସ୍ଥିତ ହେଲା।
ଅନନ୍ତର ସଦାପ୍ରଭୁ ମାେତେ କହିଲେ, ହେ ଯିରିମିୟ, ଯଦିଓ ମାଶାେ ଓ ଶାମୁଯଲେ ଆମ୍ଭ ସମ୍ମୁଖ ରେ ଠିଆ ହାଇେ ଯିହୁଦାର ଲୋକମାନଙ୍କ ପାଇଁ ପ୍ରାର୍ଥନା କରନ୍ତି, ତଥାପି ଆମ୍ଭର ମନ ଏହି ଲୋକମାନଙ୍କ ପାଇଁ ଅନୁକୂଳ ନୁହେଁ। ସମାନଙ୍କେୁ ଆମ୍ଭ ଦୃଷ୍ଟିରୁ ଦୂର କର। ସମାନଙ୍କେୁ ବାହାରି ୟିବାକୁ କୁହ।
ତୁମ୍ଭର ପାପ ତୁମ୍ଭକୁ ଅଶୌଚ କରେ। ମୁଁ ତୁମ୍ଭକୁ ଶୁଚି କଲେ ହେଁ ତୁମ୍ଭେ ଶୁଚି ହେଲ ନାହିଁ। ତେଣୁ ତୁମ୍ଭେ ପୁନର୍ବାର ଶୁଚି ନ ହେଲେ, ମୁଁ ମାରେ କୋରଧ ତୁମ୍ଭ ବିରୁଦ୍ଧ ରେ ପଠାଇବି।
ତା'ପ ରେ ସଦାପ୍ରଭୁ, ମାରେ ପ୍ରଭୁ ମାେତେ କହିଲେ, ହେ ମନୁଷ୍ଯ ପୁତ୍ର, ଏହି ଅସ୍ଥିସକଳ ଇଶ୍ରାୟେଲ ସମୁଦାଯ ପରିବାର ଅଟନ୍ତି। ଏବଂ ସମାନେେ କହନ୍ତି, 'ଆମ୍ଭମାନଙ୍କର ଅସ୍ଥିସବୁ ଶୁଷ୍କ ହାଇେଅଛି, ଆମ୍ଭମାନଙ୍କର ଆଶା ଭରସା ଲୋପ ପାଇଛି ଓ ଆମ୍ଭମାନେେ ସମ୍ପୂର୍ଣ୍ଣରୂପେ ବିନଷ୍ଟ ହାଇେଅଛୁ।'
ତା'ପ ରେ ଗୋମର ପୁନର୍ବାର ଗର୍ଭବତୀ ହେଲେ ଓ ଏକ କନ୍ଯା ସନ୍ତାନ ଜନ୍ମ ଦେଲେ। ସଦାପ୍ରଭୁ ହାେେଶୟକୁ କହିଲେ, ତା'ର ନାମ ଲୋ- ରୁହାମା ଦିଅ। କାହିଁକି? କାରଣ ଆମ୍ଭେ ଏଣିକି ଇଶ୍ରାୟେଲ ଜାତିକୁ ଆଉ ଦୟା ଦଖାଇବୋ ନାହିଁ। ଆମ୍ଭେ ସମାନଙ୍କେୁ କ୍ଷମା ଦବୋ ନାହିଁ।