Home Bibles ☰ Books ଲେବୀୟ ପୁସ୍ତକ 1:15 · ଓଡ଼ିଆ ବାଇବେଲ
ଲେବୀୟ ପୁସ୍ତକ 1:15 · ଓଡ଼ିଆ ବାଇବେଲ

ତହୁଁ ଯାଜକ ତାକୁ ୟଜ୍ଞବଦେୀ ନିକଟକୁ ଆଣି ତାହାର ମସ୍ତକ ମାେଡି ତାକୁ ୟଜ୍ଞବଦେୀ ଉପରେ ଦଗ୍ଧ କରିବ। ଆଉ ତା'ର ରକ୍ତ ୟଜ୍ଞବଦେୀ ପାଶର୍‌ବ ରେ ନିଗାଡ଼ିବ।

Cross references

ଲେବୀୟ ପୁସ୍ତକ 5:8

ପୁଣି ସେ ସଗେୁଡିକୁ ଯାଜକ ନିକଟକୁ ଆଣିବ। ଯାଜକ ପ୍ରଥମେ ପାପାର୍ଥକ ନବୈେଦ୍ଯ ଉତ୍ସର୍ଗ କରି, ତା'ର ବକରେୁ ମୁଣ୍ଡ ମାେଡିବ ମାତ୍ର ତାକୁ ଦୁଇଭାଗ କରିବ ନାହିଁ।

ଗୀତସଂହିତା 22:1

ହେ ମାରେ ପରମେଶ୍ବର, ହେ ମାରେ ସଦାପ୍ରଭୁ, କାହିଁକି ତୁମ୍ଭେ ମାେତେ ପରିତ୍ଯାଗ କଲ ? ତୁମ୍ଭେ ମାେ ନିକଟରୁ ବହୁତ ଦୂରରେ ଥାଇ କିପରି ମାେତେ ସାହାୟ୍ଯ କରିବ। ତୁମ୍ଭେ ମାରେ ସାହାୟ୍ଯ ପାଇଁ ଆର୍ତ୍ତ ଚିତ୍କାର ଏତେ ଦୂରରୁ ଶୁଣି ପାରିବ ?

ଗୀତସଂହିତା 22:21

ମାେତେ ସିଂହ ମୁଖରୁ ଉଦ୍ଧାର କର। ମାେତେ ଷଣ୍ଢର ମୁନିଆ ଶିଙ୍ଗରୁ ବଞ୍ଚାଅ।

ଗୀତସଂହିତା 69:1

ହେ ପରମେଶ୍ବର, ମାେତେ ମାରେ ସମସ୍ତ ବିପଦରୁ ବଞ୍ଚାଅ। ମାରେ ପ୍ରାଣ ପର୍ୟ୍ଯନ୍ତ ଜଳରାଶି ମାଡ଼ି ୟାଇଛି।

ଯିଶାଇୟ 53:4

ମାତ୍ର ସେ ଆମ୍ଭର ଦୁଃଖ ୟାତନା ସବୁ ଧାରଣ କରିଛନ୍ତି ଓ ଆମ୍ଭମାନଙ୍କର ବ୍ଯଥାଗୁଡ଼ିକୁ ବହନ କରିଛନ୍ତି। ତଥାପି ଆମ୍ଭମାନେେ ତାଙ୍କୁ ପରମେଶ୍ବରଙ୍କ ଦ୍ବାରା ନିର୍ୟ୍ଯାତିତ ଓ ଦୁଃଖଗ୍ରସ୍ତ ବୋଲି ଭାବିଲୁ।

ଯିଶାଇୟ 53:10

ତଥାପି ତାକୁ ଚୂର୍ଣ୍ଣ କରିବାକୁ ସଦାପ୍ରଭୁ ସ୍ଥିର କଲେ। ସେ ତାହାକୁ ଦୁଃଖଗ୍ରସ୍ତ କଲେ। ତେଣୁ ତୁମ୍ଭେ ତାଙ୍କ ପ୍ରାଣକୁ ପାପାର୍ଥକ ବଳି କଲେ ସେ ଆପଣ ବଂଶ ଦେଖିବେ, ସେ ଦୀର୍ଘାଯୁ ହବେେ ଓ ତାହାଙ୍କ ହସ୍ତ ରେ ସଦାପ୍ରଭୁଙ୍କ ଇଷ୍ଟ ସିଦ୍ଧ ହବେ।

ମାଥିଉଲିଖିତ ସୁସମାଚାର 26:1

ଏହିସବୁ କଥା କହି ସାରିବା ପରେ ଯୀଶୁ ନିଜର ଶିଷ୍ଯମାନଙ୍କୁ କହିଲେ,

ଯୋହନଙ୍କ ପ୍ରଥମ ପତ୍ର 2:27

ଖ୍ରୀଷ୍ଟ ତୁମ୍ଭମାନଙ୍କୁ ଏକ ବିଶଷେ ଦାନ ଦଇେଛନ୍ତି, ତାହା ତୁମ୍ଭଠା ରେ ଏପର୍ୟ୍ଯନ୍ତ ଅଛି। ଏଥିପାଇଁ ତୁମ୍ଭର କାହାଠାରୁ ଶିକ୍ଷା ନବୋ ଆବଶ୍ଯକ ନାହିଁ। ମାତ୍ର ତାହାଙ୍କଠାରୁ ପ୍ରାପ୍ତ ସହେି ଦାନ ତୁମ୍ଭକୁ ସମସ୍ତ ବିଷୟ ରେ ଶିକ୍ଷା ଦେଉଛି। ସେ ତୁମ୍ଭକୁ ଦଇେଥିବା ସହେି ଦାନ ସତ୍ଯ ଅଟେ, ମିଥ୍ଯା ନୁହେଁ। ତେଣୁ ତାହାଙ୍କର ସହେି ଦାନର ଶିକ୍ଷାନୁସା ରେ ତୁମ୍ଭମାନେେ ଖ୍ରୀଷ୍ଟଙ୍କଠା ରେ ଆଉ ଜୀବନଯାପନ କର।

Interlinear

Choose Theme