ତା'ପରେ ସେ ଗୋଟିଏ ୟୁବା ଷଣ୍ଢ ସଦାପ୍ରଭୁଙ୍କ ସମ୍ମୁଖ ରେ ବଳିଦାନ କରିବ। ହାରୋଣର ଯାଜକ ପୁତ୍ରଗଣ ରକ୍ତ ଆଣିବେ ଏବଂ ସମାଗମ ତମ୍ବୁର ଦ୍ବାର ନିକଟସ୍ଥ ୟଜ୍ଞବଦେୀ ଉପରେ ଚାରିଆଡେ ଛିଞ୍ଚିବେ।
Cross references
ମାଶାେ ସମସ୍ତ ରକ୍ତ ସଂଗ୍ରହ କଲେ, ଏହାର ଅଧା ପାତ୍ର ରେ ରଖିଲେ ଏବଂ ଆଉ ଅର୍ଦ୍ଧକେ ରକ୍ତ ବଦେୀ ଉପରେ ଢାଳିଲେ।
ସହେି ଅଣ୍ଡିରା ମଷେକୁ ହତ୍ଯା କର ଓ ତା'ର ରକ୍ତ ସଂଗ୍ରହ କର। ସହେି ରକ୍ତକୁ ୟଜ୍ଞବଦେୀର ଚାରିକାନ୍ଥ ରେ ଛିଞ୍ଚି ଦିଅ।
ଆଉ ସମାଗମ ତମ୍ବୁର ପବିତ୍ର ତମ୍ବୁ ସମ୍ମୁଖ ରେ ହାମବେଳି ରଖିବ।
ପୁଣି ସେ ୟଜ୍ଞବଦେୀର ଉତ୍ତର ପାଶର୍ବ ରେ ସଦାପ୍ରଭୁଙ୍କ ସମ୍ମୁଖ ରେ ତାକୁ ବଧ କରିବ। ତା'ପରେ ଯାଜକ ହାରୋଣର ପୁତ୍ରମାନେ ୟଜ୍ଞବଦେୀର ଚତୁର୍ଦ୍ଦିଗ ରେ ତାହାର ରକ୍ତ ସିଞ୍ଚନ କରିବେ।
ତହୁଁ ଯାଜକ ତାକୁ ୟଜ୍ଞବଦେୀ ନିକଟକୁ ଆଣି ତାହାର ମସ୍ତକ ମାେଡି ତାକୁ ୟଜ୍ଞବଦେୀ ଉପରେ ଦଗ୍ଧ କରିବ। ଆଉ ତା'ର ରକ୍ତ ୟଜ୍ଞବଦେୀ ପାଶର୍ବ ରେ ନିଗାଡ଼ିବ।
ପୁଣି ସେ ସମାଗମ-ତମ୍ବୁର ଦ୍ବାର ଦେଶ ରେ ଆପଣା ବଳିର ମସ୍ତକ ଉପରେ ହାତ ରଖି ତାକୁ ବଧ କରିବ। ତା'ପରେ ହାରୋଣର ପୁତ୍ର ଯାଜକଗଣ ତାହାର ରକ୍ତ ୟଜ୍ଞବଦେୀ ଉପରେ ଚାରିଆଡେ ସିଞ୍ଚନ କରିବେ।
ପୁଣି ସେ ନିଜ ବନ୍ଦୀର ମସ୍ତକରେ ହାତ ରଖି ସମାଗମ ତମ୍ବୁ ନିକଟରେ ତାକୁ ବଧ କରିବ। ତା'ପରେ ହାରୋଣମ ପୁତ୍ରମାନେ ତା'ର ରକ୍ତକୁ ନଇେ ୟଜ୍ଞବଦେୀ ଉପରେ ଚାରିଆଡେ ଛିଞ୍ଚିବେ।
ସେ ସହେି ଛାଗ ମସ୍ତକରେ ହାତ ରଖିବ ଓ ସମାଗମ ତମ୍ବୁ ନିକଟରେ ତାକୁ ବଧ କରିବ। ତା'ପରେ ହାରୋଣର ପୁତ୍ରର ତା'ର ରକ୍ତ ନଇେ ୟଜ୍ଞବଦେୀ ଉପରେ ଚାରିଆଡେ ଛିଞ୍ଚିବେ।
ଯାଜକ ସଦାପ୍ରଭୁଙ୍କ ଆଗ ରେ କିଛି ରକ୍ତ ନଇେ ସମାଗମ ତମ୍ବୁର ସୁଗନ୍ଧି ଧୂପବଦେୀର ପାଶର୍ବ ରେ ରଖିବା ଉଚିତ୍ ହବେ। ତ'ପରେ ସେ ଉତ୍ସର୍ଗୀକୃତ ଗୋବତ୍ସର ସମସ୍ତ ରକ୍ତ ନଇେ ସମାଗମ ତମ୍ବୁର ଦ୍ବାରସ୍ଥିତ ୟଜ୍ଞବଦେୀ ମୂଳ ରେ ଢାଳିବ।
ଏହାପରେ ହାରୋଣ ଲୋକମାନଙ୍କର ପାପାର୍ଥକ ବଳିର ଛାଗ ନଇେ ବଧ କରିବ ଓ ତାହାର ରକ୍ତ ବିଚ୍ଛଦବେସ୍ତ୍ରର ଭିତରକୁ ଆଣି, ଯେପରି ଗୋବତ୍ସ ରକ୍ତ ନଇେ କରିଥିଲା, ସହେିପରି ତାହାର ରକ୍ତ ନଇେ କରିବ। ଅର୍ଥାତ୍ ପାପାଚ୍ଛାଦନ ଉପରେ ଓ ପାପାଚ୍ଛଦନ ସମ୍ମୁଖ ରେ ତାହା ଛିଞ୍ଚିବ।
ମାତ୍ର ତୁମ୍ଭେ ଗୋରୁ କିମ୍ବା ମଷେ କିମ୍ବା ଛାଗର ପ୍ରଥମଜାତକୁ ମୁକ୍ତ କରିବ ନାହିଁ। ସମାନେେ ପବିତ୍ର, ତୁମ୍ଭେ ୟଜ୍ଞବଦେୀ ଉପରେ ସମାନଙ୍କେର ରକ୍ତ ଛିଞ୍ଚିବେ ଏବଂ ସମାନଙ୍କେର ମଦକେୁ ଦଗ୍ଧ କରିବ। ଏହା ସଦାପ୍ରଭୁଙ୍କ ନିମନ୍ତେ ସୁବାସିତ ନବୈେଦ୍ଯ ହବେ।
ତେଣୁ ଯାଜକମାନେ ବଳଦମାନଙ୍କୁ ହତ୍ଯା କଲେ ଓ ରକ୍ତକୁ ରଖିଲେ। ଆଉ ସମାନେେ ସହେି ବଳଦର ରକ୍ତକୁ ବଦେୀ ଉପରେ ସିଞ୍ଚିଲେ। ଏହାପରେ ଯାଜକମାନେ ମଷେମାନଙ୍କୁ ହତ୍ଯା କଲେ ଓ ମଷେମାନଙ୍କର ରକ୍ତ ୟଜ୍ଞବଦେୀ ଉପରେ ସିଞ୍ଚନ କଲେ।
ନିସ୍ତାରପର୍ବର ମଷେଶାବକଗୁଡ଼ିକୁ ହତ୍ଯା କରାଗଲା। ଏହାପରେ ଲବେୀୟମାନେ ପଶୁଗୁଡ଼ିକର ଚମଡ଼ା ଉତ୍ତାରିଲେ ଓ ଯାଜକମାନଙ୍କୁ ରକ୍ତ ଦେଲେ। ଯାଜକମାନେ ୟଜ୍ଞବଦେୀ ଉପରେ ସହେି ରକ୍ତକୁ ସିଞ୍ଚିଲେ।
ତେଣୁ ସେ ଅନକେ ଦେଶୀଯମାନଙ୍କୁ ଚମକାଇ ଦବେେ। ରାଜାମାନେ ତାଙ୍କ ସମ୍ମୁଖ ରେ ନିଜ ନିଜ ମୁଖ ବନ୍ଦ ରଖିବେ। କାରଣ ଯାହା ସମାନଙ୍କେୁ କୁହାୟାଇ ନ ଥିଲା, ତାହା ସମାନେେ ଦେଖିବେ ଓ ଯାହା ସମାନେେ ଶୁଣି ନ ଥିଲେ ତାହା ସମାନେେ ବୁଝିବେ।'
ମୁଁ ତୁମ୍ଭମାନଙ୍କ ଉପ ରେ ଶୁଚି ଜଳ ଛିଞ୍ଚିବି ଓ ତହିଁରେ ତୁମ୍ଭମାନେେ ପବିତ୍ର ହବେ। ଆଉ ତୁମ୍ଭମାନଙ୍କର ସବୁ ଅ େଶୗଚରୁ ଓ ତୁମ୍ଭମାନଙ୍କର ସକଳ ପ୍ରତିମାଗଣଠାରୁ ମୁଁ ତୁମ୍ଭମାନଙ୍କୁ ଶୁଚି କରିବି।
ଆଉ ସେ ମାେତେ କହିଲେ, ହେ ମନୁଷ୍ଯ ପୁତ୍ର, ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି। 'ଯେତବେେଳେ ସମାନେେ ୟଜ୍ଞବଦେୀ ନିର୍ମାଣ କରନ୍ତି ଓ ଯେଉଁ ସମୟରେ ତାହା ଉପ ରେ ହାମବେଳି ଓ ରକ୍ତ ସଚେନ କରନ୍ତି, ସମାନଙ୍କେୁ ଏହି ନିଯମ ମାନିବାକୁ ପଡ଼ିବ।
ଆମ୍ଭମାନେେ କ'ଣ ଆଣି ସଦାପ୍ରଭୁଙ୍କୁ ଭଟେିବା? କ'ଣ କରି ଆମ୍ଭେ ଉର୍ଦ୍ଧ୍ବସ୍ଥ ପରମେଶ୍ବରଙ୍କୁ ପ୍ରଣାମ କରିବା? କ'ଣ ହାମବେଳି ଓ ଏକବର୍ଷୀଯ ଗୋବତ୍ସ ନଇେ ଆମ୍ଭେ ସଦାପ୍ରଭୁଙ୍କୁ ଭଟେି ଦବୋ?
ଯାଜକମାନେ ପ୍ରତିଦିନ ଠିଆ ହାଇେ ସମାନଙ୍କେର ଧାର୍ମିକ ସବୋ କାର୍ୟ୍ଯ କରନ୍ତି। ସହେି, ସମାନ ବଳିଗୁଡ଼ିକ ସମାନେେ ବାରମ୍ବାର ସମର୍ପଣ କରନ୍ତି। କିନ୍ତୁ ସହେିଭଳି ବଳି କବେେ ହେଲେ ପାପହରଣ କରି ପା ରେ ନାହିଁ।
ତୁମ୍ଭମାନେେ, ପରମେଶ୍ବରଙ୍କଠାରୁ ନୂତନ ନିୟମ ନିଜ ଲୋକଙ୍କ ପାଖକୁ ଆଣିଥିବା ଯୀଶୁଙ୍କ ପାଖକୁ ଆସିଛ। ତୁମ୍ଭମାନେେ ହବେଲଙ୍କ ରକ୍ତ ଅପେକ୍ଷା ଅଧିକ ଭଲ ବାକ୍ଯ କହି ପାରୁଥିବା ରକ୍ତ ସଚେନ326 ନିକଟକୁ ଆସିଛ।
ପରମେଶ୍ବର ଖୁବ୍ ଆଗରୁ ତାଙ୍କର ପବିତ୍ର ଲୋକ ହବୋ ପାଇଁ ତୁମ୍ଭମାନଙ୍କୁ ମନୋନୀତ କରିବାକୁ ଯୋଜନା କରିଥିଲେ। ତୁମ୍ଭକୁ ପବିତ୍ର କରିବା ଆତ୍ମାଙ୍କର କାମ ଅଟେ। ଯୀଶୁଖ୍ରୀଷ୍ଟଙ୍କ ରକ୍ତ ଦ୍ବାରା ପବିତ୍ର ହାଇେ ତୁମ୍ଭେ ଯେପରି ପରମେଶ୍ବରଙ୍କ ଆଜ୍ଞା ପାଳନ କରିବ, ଏହା ସେ ଚାହିଁଥିଲେ। ଈଶ୍ବରଙ୍କ ଅନୁଗ୍ରହ ଓ ଶାନ୍ତି ଅଧିକରୁ ଅଧିକ ତୁମ୍ଭ ଉପରେ ବତ୍ତୁର୍।