Home Bibles ଲେବୀୟ ପୁସ୍ତକ 1:9 · ଓଡ଼ିଆ ବାଇବେଲ
ଲେବୀୟ ପୁସ୍ତକ 1:9 · ଓଡ଼ିଆ ବାଇବେଲ

ମାତ୍ର ସହେି ଯାଜକ ଅନ୍ତ ଅଂଶ ଓ ଗୋଡ ଜଳ ରେ ଧୌତ କରିବେ ତା'ପରେ ଯାଜକ ୟଜ୍ଞବଦେୀ ଉପରେ ତାକୁ ଦଗ୍ଧ କରିବେ ଓ ତାହା ଗୋଟିଏ ହାମବେଳି ହବେ। ଏବଂ ତାହା ସଦାପ୍ରଭୁଙ୍କୁ ସୁବାସିତ ନବୈେଦ୍ଯ ହବେ।

Cross references

ଆଦି ପୁସ୍ତକ 8:21

ତହିଁରେ ସଦାପ୍ରଭୁ ସମାନଙ୍କେର ବଳିଦାନକୁ ଆଘ୍ରାଣ କଲେ ଏବଂ ନିଜେ ମନେ ମନେ ଚ଼ିନ୍ତା କଲେ, ପୃଥିବୀକି ଅଭିଶାପ ଦବୋ ନାହିଁ। ଯଦିଓ ବାଲ୍ଯାକାଳରୁ ମନୁଷ୍ଯର ମନର ଅଭିପ୍ରାଯ ଓ ପ୍ରବଣତା ମନ୍ଦ, ତଥାପି ଆଉ କବେେ ହେଲ ସମସ୍ତ ଜୀବଙ୍କୁ ବିନଷ୍ଟ କରିବି ନାହିଁ, ଯେପରି ମୁଁ ପୂର୍ବରୁ କଲି।

ଯାତ୍ରା ପୁସ୍ତକ 29:18

ଏହାପରେ ଗୋଟ ମଷେକୁ ୟଜ୍ଞବଦେୀ ଉପରେ ଦଗ୍ଧ କରିବ। ତାହା ସଦାପ୍ରଭୁଙ୍କ ପାଇଁ ହାମବେଳି। ଏହା ସଦାପ୍ରଭୁଙ୍କ ପାଇଁ ସୁବାସିତ ଉପହାର।

ଯାତ୍ରା ପୁସ୍ତକ 29:25

ଏହାପରେ ହାରୋଣ ଏବଂ ତାଙ୍କର ପୁତ୍ରଙ୍କ ହସ୍ତରୁ ଏହି ନବୈେଦ୍ଯ ନଇେ ୟଜ୍ଞବଦେୀର ହାମବେଳି ଉପରେ ଦଗ୍ଧ କର। ଏହା ସଦାପ୍ରଭୁଙ୍କ ପାଇଁ ଏକ ସୁବାସିତ ଉପହାର।

ଲେବୀୟ ପୁସ୍ତକ 1:13

ମାତ୍ର ସେ ତା'ର ଅନ୍ତ୍ର ଅଂଶ ଓ ଗୋଡ ଜଳ ରେ ଧୌତ କରିବ। ତା'ପରେ ଯାଜକ ସମ୍ପୁର୍ଣ୍ଣ ପଶୁଟିକୁ ଉତ୍ସର୍ଗ କରିବ ଓ ଏହାକୁ ୟଜ୍ଞବଦେୀ ଉପରେ ଦଗ୍ଧ କରିବ। ତାହା ହବେ ସଦାପ୍ରଭୁଙ୍କ ପାଇଁ ଗୋଟିଏ ସୁବାସିତ ନବୈେଦ୍ଯ।

ଲେବୀୟ ପୁସ୍ତକ 1:17

ତା'ପରେ ସେ ଯାଜକ ତା'ର ଦୁଇ ପକ୍ଷକୁ ଚିରିବ ମାତ୍ର ତାକୁ ଦୁଇ ଖଣ୍ଡ କରିବ ନାହିଁ। ତା'ପରେ ଯାଜକ ଏହାକୁ ସମ୍ପୁର୍ଣ୍ଣଭାବରେ ବଦେୀ ରେ ଥିବା ଅଗ୍ନିକାଠ ମଧିଅରେ ଦଗ୍ଧ କରିବ। ଏହି ହାମବେଳି ସଦାପ୍ରଭୁଙ୍କ ପାଇଁ ସୁଗନ୍ଧିତ ନବୈେଦ୍ଯ ହବେ।

ଲେବୀୟ ପୁସ୍ତକ 2:2

ପୁଣି ତାକୁ ହାରୋଣର ଯାଜକ ପୁତ୍ରମାନଙ୍କ ନିକଟକୁ ଆଣିବ। ଯାଜକ ସେଥିରୁ ମୁଠିଏ ସରୁ ମଇଦା, କିଛି ତୈଳ ଓ ସମସ୍ତ କପୂର୍ର ନବେ। ତା'ପରେ ଯାଜକ ଏହି ସ୍ମାରକ ଅଂଶ ୟଜ୍ଞବଦେୀ ଉପରେ ଦଗ୍ଧ କରିବ। ତାହା ସଦାପ୍ରଭୁଙ୍କ ପାଇଁ ସୁଗନ୍ଧିତ ନବୈେଦ୍ଯ ଅଟେ।

ଲେବୀୟ ପୁସ୍ତକ 2:9

ପୁଣି ଯାଜକ ସହେି ଭଜା ଶସ୍ଯରୁ କିଛି ଅଂଶ ନବୋ ଉଚିତ୍ ଓ ୟଜ୍ଞବଦେୀ ଉପରେ ଏହି ସ୍ମରଣାର୍ଥକ ଅଂଶ ଦଗ୍ଧ କରିବା ଉଚିତ୍। ତାହା ସଦାପ୍ରଭୁଙ୍କ ପାଇଁ ସୁବାସିତ ନବୈେଦ୍ଯ ଅଟେ।

ଲେବୀୟ ପୁସ୍ତକ 2:16

ତା'ପରେ କିଛି ମର୍ଦ୍ଦିତ ଶସ୍ଯ, କିଛି ତୈଳ ଓ ସମସ୍ତ ଲୋବାନି ଗୋଟିଏ ସ୍ମରାଣାର୍ଥକ ଅଂଶ ରୂପେ ଦଗ୍ଧ କରିବ। ଏହା ସଦାପ୍ରଭୁଙ୍କ ପ୍ରତି ଗୋଟିଏ ଉପହାର ଅଟେ।

ଲେବୀୟ ପୁସ୍ତକ 3:5

ତହୁଁ ହାରୋଣର ପୁତ୍ରଗଣ ୟଜ୍ଞବଦେୀ ରେ ଏହିସବୁ ସହିତ ଅଗ୍ନିକାଠ ରେ ଥିବା ହାମବେଳିକୁ ଦଗ୍ଧ କରିବେ। ତାହା ସଦାପ୍ରଭୁଙ୍କ ନିମନ୍ତେ ସୁବାସିତ ନବୈେଦ୍ଯ ଅଟେ।

ଲେବୀୟ ପୁସ୍ତକ 3:11

ତତ୍ପରେ ଯାଜକ ସେସମସ୍ତ ନଇେ ବଦେୀ ଉପରେ ଦଗ୍ଧ କରିବ। ଏହି ଭୋଜ୍ଯ ନବୈେଦ୍ଯ ସଦାପ୍ରଭୁଙ୍କୁ ଏକ ଉପହାର ହବେ।

ଲେବୀୟ ପୁସ୍ତକ 6:14

ଏହା ହେଉଛି ଶସ୍ଯ ନବୈେଦ୍ଯର ବ୍ଯବସ୍ଥା। ହାରୋଣର ପୁତ୍ରଗଣ ୟଜ୍ଞବଦେୀ ସମ୍ମୁଖ ରେ ସଦାପ୍ରଭୁଙ୍କ ଛାମୁକୁ ଶସ୍ଯ ଆଣିବେ।

ଲେବୀୟ ପୁସ୍ତକ 8:21

ଏହାଥିଲା ସଦାପ୍ରଭୁଙ୍କ ପାଇଁ ହାମବେଳି ଓ ସଦାପ୍ରଭୁଙ୍କର ଏକ ସୁବାସିତ ନବୈେଦ୍ଯ। ମାଶାେ ଠିକ୍ ତାହା କଲେ, ଯାହା ସଦାପ୍ରଭୁ ତାଙ୍କୁ ଆଜ୍ଞା ଦଇେଥିଲେ।

ଲେବୀୟ ପୁସ୍ତକ 8:28

ଏହାପରେ ମାଶାେ ସମାନଙ୍କେ ହସ୍ତରୁ ସେସବୁ ନଇେ ୟଜ୍ଞବଦେୀସ୍ଥିତ ହାମବେଳି ଉପରେ ଦଗ୍ଧ କଲେ। ହାରୋଣ ଓ ତାଙ୍କର ପୁତ୍ରମାନଙ୍କୁ ଯାଜକ ରୂପେ ନିୟୁକ୍ତି ଉପଲକ୍ଷେ ଏହା ଏକ ନବୈେଦ୍ଯ ଥିଲା, ଏହା ସଦାପ୍ରଭୁଙ୍କ ପାଇ ଏକ ସୁବାସିତ ନବୈେଦ୍ଯ।

ଲେବୀୟ ପୁସ୍ତକ 9:14

ହାରୋଣ ମଧ୍ଯ ହାମବେଳିର ଅନ୍ତ ଓ ଗୋଡ ଧୌତ କଲେ ଓ ସେ ସମସ୍ତ ୟଜ୍ଞବଦେୀ ଉପରେ ଦଗ୍ଧ କଲେ।

ଗଣନା ପୁସ୍ତକ 15:3

ତୁମ୍ଭମାନଙ୍କ ପ୍ରତିଜ୍ଞା ପୂରଣ କରିବା ପାଇଁ କିମ୍ବା ସ୍ବେଚ୍ଛାଦତ୍ତ ଉପହାର ପାଇଁ କିମ୍ବା ତୁମ୍ଭମାନଙ୍କ ନିରୂପିତ ପର୍ବ ରେ ଗୋମଷୋଦି ପଲରୁ ସଦାପ୍ରଭୁଙ୍କ ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉବ୍ଦେଶ୍ଯ ରେ ଅଗ୍ନିକୃତ ଉପହାର ରୂପେ ହାମବେଳି ଉତ୍ସର୍ଗ କରିବ।

ଗଣନା ପୁସ୍ତକ 15:8

ଆଉ ତୁମ୍ଭେ ସଦାପ୍ରଭୁଙ୍କ ଉବ୍ଦେଶ୍ଯ ରେ ହାମବେଳି ନିମନ୍ତେ ଅବା ମାନସିକ ପୂରଣାର୍ଥକ ବଳି ନିମନ୍ତେ କିମ୍ବା ମଗଂଳାର୍ଥକ ଉପହାର ନିମନ୍ତେ ଯବେେ ଗୋବତ୍ସ ଉତ୍ସର୍ଗ କର,

ଗଣନା ପୁସ୍ତକ 28:7

ପୁଣି ତହିଁର ଏକ ମଷେବତ୍ସ ନିମନ୍ତେ ଏକ ହିନର ଚତୁର୍ଥାଂଶ ପଯେ ନବୈେଦ୍ଯ ଦବେ। ତୁମ୍ଭେ ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ପବିତ୍ର ପଯେ ନବୈେଦ୍ଯରୂପେ ଦ୍ରାକ୍ଷାରସ ଢାଳିବ।

ଗଣନା ପୁସ୍ତକ 28:8

ଆଉ ତୁମ୍ଭେ ଅନ୍ୟ ମଷେବତ୍ସକୁ ସନ୍ଧ୍ଯା ବେଳେ ଉତ୍ସର୍ଗ କରିବ। ଯେପରି ପ୍ରାତଃକାଳ ରେ ଶସ୍ଯ ନବୈେଦ୍ଯ ଓ ପଯେ ନବୈେଦ୍ଯ ଉତ୍ସର୍ଗ କରିବ, ସହେିପରି ତୁମ୍ଭେ ସଦାପ୍ରଭୁଙ୍କୁ ଏକ ସୁବାସିତ ଉପହାର ରୂପେ ଉତ୍ସର୍ଗ କରିବ।

ପ୍ରଥମ ବଂଶାବଳୀ 6:34

ଶାମୁଯଲେ ଇଲକାନାଙ୍କ ପୁତ୍ର ଥିଲେ। ଇଲ୍କାନା ୟିରୋହମ୍ଙ୍କ ପୁତ୍ର ଥିଲେ। ୟିରୋହମ୍ ଇଲୀଯେଲ୍ଙ୍କ ପୁତ୍ର ଥିଲେ। ଇଲୀଯେଲ୍ ତୋହଙ୍କ ପୁତ୍ର ଥିଲେ।

ଦିତୀୟ ବଂଶାବଳୀ 4:6

ଶଲୋମନ ଦଶଟି ପ୍ରକ୍ଷାଳନ ପାତ୍ର ନିର୍ମାଣ କଲେ। ସେ ପାଞ୍ଚଟି ପ୍ରକ୍ଷାଳନ ପାତ୍ର ସହେି ବୃହତ୍ କୁଣ୍ତର ଦକ୍ଷିଣ ପାଶର୍‌ବ ରେ ଏବଂ ଅନ୍ୟ ପାଞ୍ଚଟି ପ୍ରକ୍ଷାଳନ ପାତ୍ର ତାହାର ବାମ ପାଶର୍‌ବ ରେ ରଖିଲେ। ହାମବେଳିକୁ ଉତ୍ସର୍ଗ କରିବା ପରେ ଧୋଇବ ନିମନ୍ତେ ଏହି ଦଶଟି ପ୍ରକ୍ଷାଳନ ପାତ୍ର ବ୍ଯବହାର କରାୟାଏ। ମାତ୍ର ବୃହତ୍ ପିତ୍ତଳ କୁଣ୍ଡ ରେ କବଳେ ଯାଜକମାନେ ପ୍ରକ୍ଷାଳନ କରିବେ।

ଗୀତସଂହିତା 51:6

ହେ ପରମେଶ୍ବର, ମୁଁ ବିଶ୍ବସ୍ତ ହୁଏ ବୋଲି ତୁମ୍ଭେ ଚାହଁ, ତଣେୁ ମାେ ଅନ୍ତରରେ ପ୍ରକୃତ ଜ୍ଞାନ ପ୍ରଦାନ କର।

ଗୀତସଂହିତା 66:15

ମୁଁ ତୁମ୍ଭକୁ ମାଂସାଳ ପଶୁମାନଙ୍କୁ ପାପାର୍ଥକବଳି ଆକାରରେ ପ୍ରଦାନ କରିବି। ମୁଁ ମଷେ ସହିତ ସମାନଙ୍କେର ସୁଗନ୍ଧି ପ୍ରଦାନ କରିବି। ମୁଁ ଛାଗ ସଙ୍ଗେ ବୃଷ ବଳିଦାନ କରିବି।

ଯିରିମିୟ 4:14

ହେ ୟିରୁଶାଲମ ନିବାସୀଗଣ ! ଉଦ୍ଧାର ପାଇବା ନିମନ୍ତେ ନିଜ ନିଜ ହୃଦଯରୁ ଅମଙ୍ଗଳକୁ ଧୋଇ ଦିଅ। ହୃଦଯକୁ ନିର୍ମଳ ଓ ପବିତ୍ର କର, ଆଉ ମନ୍ଦ କଳ୍ପନା ତୁମ୍ଭମାନଙ୍କ ମଧିଅରେ ସ୍ଥାନ ଦିଅ ନାହିଁ।

ଯିହିଜିକଲ 20:28

ତଥାପି ମୁଁ ଆଗ ରେ ଯେଉଁ ଦେଶ ସମାନଙ୍କେୁ ଦବୋପାଇଁ ପ୍ରତିଜ୍ଞା କରିଥିଲି, ସହେି ଦେଶକୁ ସମାନଙ୍କେୁ ଆଣିଲି। ସେତବେେଳେ ସମାନେେ ପ୍ରେତ୍ୟକକ ଉଚ୍ଚପର୍ବତ ଓ ପ୍ରେତ୍ୟକକ ଗହଳିଆ ବୃକ୍ଷ ଦେଖି ସମାନଙ୍କେର ବଳିଦାନ କଲେ। ସମାନେେ ସମାନଙ୍କେର ବଳିଦାନ ଦ୍ବାରା ମାେତେ ବିରକ୍ତ କଲେ। ସମାନେେ ନିଜର ସୁଗନ୍ଧି ଦ୍ରବ୍ଯ ରଖିଲେ ଓ ନିଜ ନିଜର ପଯେ ନବୈେଦ୍ଯ ଢ଼ାଳିଲେ।

ଯିହିଜିକଲ 20:41

ଯେଉଁ ସମୟରେ ମୁଁ ଜାତିଗୁଡ଼ିକ ମଧ୍ଯରୁ ତୁମ୍ଭମାନଙ୍କୁ ବାହାର କରି ଆଣିବି ଓ ଛିନ୍ନଭିନ୍ନ ହାଇେ ରହିଥିବା ଦେଶମାନଙ୍କରୁ ତୁମ୍ଭମାନଙ୍କୁ ଏକତ୍ରୀତ କରିବି, ମୁଁ ତୁମ୍ଭମାନଙ୍କୁ ତୁମ୍ଭର ସୁଗନ୍ଧି ନବୈେଦ୍ଯଗୁଡ଼ିକ ଗ୍ରହଣ କରିବି ଏବଂ ସମସ୍ତ ଜାତିଗୁଡ଼ିକ ଉପସ୍ଥିତି ରେ ମୁଁ ତୁମ୍ଭମାନଙ୍କୁ ପବିତ୍ର କରିବି।

ଯିହିଜିକଲ 40:38

ପ୍ରେତ୍ୟକକ ଫାଟକର ତ୍ବରଣ ନିକଟରେ ଏକ ଦ୍ବାର ବିଶିଷ୍ଟ ଏକ କଠାେରୀ ଥିଲା। ସଠାେ ରେ ଯାଜକମାନେ ହାମବେଳି ଧୌତ କଲେ।

ଯିଖରିୟ 13:7

ସର୍ବଶକ୍ତିମାନ୍ ସଦାପ୍ରଭୁ କୁହନ୍ତି, ହେ ଖଡ୍ଗ, ୟାଅ! ଏବଂ ମଷେପାଳକ ଆମ୍ଭର ଘନିଷ୍ଠ ବନ୍ଧୁଙ୍କୁ ଆଘାତ କର। ମଷେପାଳକଙ୍କୁ ଆଘାତ କର, ଯେପରି ମଷେପଲ ପଳାଯନ କରିବେ। ଆମ୍ଭେ ଆପଣା ହସ୍ତ ସହେି କ୍ଷୁଦ୍ରମାନଙ୍କ ବିରୁଦ୍ଧ ରେ ଉଠାଇବା।

ମାଥିଉଲିଖିତ ସୁସମାଚାର 23:25

ରେ କପଟୀ ଧର୍ମଶାସ୍ତ୍ରୀମାନେ ଓ ଫାରୂଶୀମାନେ! ତୁମ୍ଭମାନେେ ଧିକ! ତୁମ୍ଭମାନେେ ତୁମ୍ଭର ଥାଳିଗିନାର ବାହାର ପଟ ଭଲ ଭାବରେ ଧୋଉଛ। କିନ୍ତୁ ତୁମ୍ଭମାନଙ୍କର ଅନ୍ତର ଅନ୍ୟକୁ ଠକି ନିଜକୁ ତୋଷିବା ପଦାର୍ଥ ରେ ପୂର୍ଣ୍ଣ କରୁଛ।

କରିନ୍ଥୀୟଙ୍କ ପ୍ରତି ଦ୍ୱିତୀୟ ପତ୍ର 2:15

ଆମ୍ଭର ଉତ୍ସର୍ଗ ବଳି ପରମେଶ୍ବରଙ୍କ ପାଇଁ ହେଉଛି ଏହା : ଯେଉଁ ଲୋକମାନେ ଉଦ୍ଧାର ପାଇଛନ୍ତି ଏବଂ ଯେଉଁମାନେ ପାଇ ନାହାଁନ୍ତି, ସମାନଙ୍କେ ପାଇଁ ଆମ୍ଭମାନେେ ଖ୍ରୀଷ୍ଟଙ୍କ ମଧୁର ସୁଗନ୍ଧି।

ଏଫିସୀୟଙ୍କ ପ୍ରତି ପତ୍ର 5:2

ପ୍ ରମେପୂର୍ଣ୍ଣ ଜୀବନଯାପନ କର। ଖ୍ରୀଷ୍ଟ ଆମ୍ଭକୁ ଯେପରି ପ୍ ରମେ କରିଛନ୍ତି, ତୁମ୍ଭମାନେେ ମଧ୍ଯ ସହେିଭଳି ଅନ୍ୟମାନଙ୍କୁ ପ୍ ରମେ କର। ଖ୍ରୀଷ୍ଟ ଆମ୍ଭମାନଙ୍କ ନିମନ୍ତେ ଆପଣାକୁ ଦେଲେ, ସେ ଆମ୍ଭମାନଙ୍କ ନିମନ୍ତେ ପରମେଶ୍ବରଙ୍କ ନିକଟରେ ମଧୁର-ସୁଗନ୍ଧି-ୟୁକ୍ତ ଭଟେି ଓ ପରମେଶ୍ବରଙ୍କ ବଳି ସ୍ବରୂପ ଅଟନ୍ତି।

ଫିଲି‌ପ୍‌ପୀୟଙ୍କ ପ୍ରତି ପତ୍ର 4:18

ମାରେସମସ୍ତ ଆବଶ୍ଯକୀୟ ଜିନିଷ ମାେ ପାଖ ରେ ଅଛି। ଏପାଫ୍ରାଦିତଙ୍କ ଦ୍ବାରା ତୁମ୍ଭମାନେେ ଉପହାରମାନ ପଠାଇଥିବାରୁ ମାେ ପାଖ ରେ ମାରେ ଆବଶ୍ଯକତାଠାରୁ ଅଧିକ ରହିଛି। ତୁମ୍ଭର ଉପହାରଗୁଡ଼ିକ ସୁଗନ୍ଧି ବଳି ରୂପେ ପରମେଶ୍ବରଙ୍କୁ ଅର୍ପଣ କରାଯାଇଛି।

Interlinear

Choose Theme