Home Bibles ଲେବୀୟ ପୁସ୍ତକ 10:20 · ଓଡ଼ିଆ ବାଇବେଲ
ଲେବୀୟ ପୁସ୍ତକ 10:20 · ଓଡ଼ିଆ ବାଇବେଲ

ଯେତବେେଳେ ମାଶାେ ଏହା ଶୁଣିଲେ, ତାହା ତାଙ୍କ ଦୃଷ୍ଟି ରେ ଭଲ ଦଖାଗେଲା।

Cross references

ଦିତୀୟ ବଂଶାବଳୀ 30:18

ଇଫ୍ରଯିମ, ମନଃଶି, ଇଷାଖର ଓ ସବୂଲୂନ୍ର ଅନକେ ଲୋକ ନିଜକୁ ଯଥାର୍ଥରୂପେ ନିସ୍ତାରପର୍ବ ନିମନ୍ତେ ପ୍ରସ୍ତୁତ କରି ନ ଥିଲେ। ସମାନେେ ନିସ୍ତାରପର୍ବକୁ ଯଥାର୍ଥରୂପେ ଯେପରି ମାଶାଙ୍କେ ବ୍ଯବସ୍ଥା ନିଯମ ରେ କୁହାୟାଇଥିଲା, ସହେିପରି ପାଳନ କଲେ ନାହିଁ। କିନ୍ତୁ ହିଜକିଯ ସହେି ଲୋକମାନଙ୍କ ନିମନ୍ତେ ପ୍ରାର୍ଥନା କଲେ। ହିଜକିଯ ଏହି ପ୍ରକା ରେ ପ୍ରାର୍ଥନା କଲେ, ହେ ସଦାପ୍ରଭୁ ପରମେଶ୍ବର, ତୁମ୍ଭେ ମଙ୍ଗଳକାରୀ ଅଟ।

ଯିଖରିୟ 7:8

ଏହାପ ରେ ସଦାପ୍ରଭୁ ତାଙ୍କ ବାର୍ତ୍ତା ୟିଖରିଯଙ୍କ ନିକଟକୁ ପଠାଇଲେ।

ମାଥିଉଲିଖିତ ସୁସମାଚାର 12:3

ଏହା ଶୁଣି ଯୀଶୁ ସମାନଙ୍କେୁ କହିଲେ, ଦାଉଦ ଓ ତାହାଙ୍କ ସାଙ୍ଗ ରେ ଥିବା ଲୋକେ ଭୋକ ଲାଗୁବା ବେଳେ କଣ କରିଥିଲେ, ସେ ବିଷୟ ରେ ତୁମ୍ଭେ କ'ଣ ପଢିନାହଁ?

ମାଥିଉଲିଖିତ ସୁସମାଚାର 12:20

ନଇଁ ପଡ଼ିଥିବା ଛେଚ଼ାନଳର କାଣ୍ଡଟି ସେ ଭାଙ୍ଗିବେ ନାହିଁ କି ଲିଭି ଆସୁଥିବା ଦୀପଟିକୁ ସେ ଲିଭଇବେେ ନାହିଁ। ନ୍ଯାୟର ବିଜୟ ନ ହବୋ ପର୍ୟ୍ଯନ୍ତ ସେ ଅଟଳ ରହିବେ।

Interlinear

Choose Theme