Home Bibles ଲେବୀୟ ପୁସ୍ତକ 11:19 · ଓଡ଼ିଆ ବାଇବେଲ
ଲେବୀୟ ପୁସ୍ତକ 11:19 · ଓଡ଼ିଆ ବାଇବେଲ

ପୁଣି ଚରଳ, ବିଭିନ୍ନ ଜାତିର କଙ୍କ, ଟିଟ୍ଟିବ ଓ ଚାମଗିକା।

Cross references

ଆୟୁବ ପୁସ୍ତକ 39:13

ଓଟ ପକ୍ଷୀ ଉତ୍ତଜେନା ରେ ଡ଼ଣୋ ହଲାଏ କିନ୍ତୁ ଏହା ଉଡ଼ିପାରିବ ନାହିଁ। ଏହାର ଡ଼ଣୋ ବଗ ପରି ନୁହେଁ।

ଗୀତସଂହିତା 104:17

ସହେି ବୃକ୍ଷଗୁଡ଼ିକ ମଧ୍ୟରେ ପକ୍ଷୀଗଣ ଆପଣା ଆପଣା ବସା ନିର୍ମାଣ କରନ୍ତି। ସାରସ ପକ୍ଷୀ ସୋନବରେ ବୃକ୍ଷରେ ବାସ କରନ୍ତି।

ଯିଶାଇୟ 2:20

ସେତବେେଳେ ଲୋକମାନେ ତାଙ୍କ ଦ୍ବାରା ନିର୍ମାଣ କରିଥିବା ଓ ପୂଜା କରୁଥିବା ସୁନା ଓ ରୂପାର ପ୍ରତିମାଗୁଡ଼ିକୁ ଫିଙ୍ଗି ଦବେେ। ସମାନେେ ସହେି ପ୍ରତିମାଗୁଡ଼ିକୁ ମୂଷିକ ଓ ବାଦୁଡ଼ିମାନଙ୍କର ଗହ୍ବର ଭିତର ରେ ଫିଙ୍ଗି ଦବେେ।

ଯିଖରିୟ 5:9

ତା'ପ ରେ ମୁଁ ଉର୍ଦ୍ଧ୍ବକୁ ଦୃଷ୍ଟି କଲି ଏବଂ ସାରସ ପକ୍ଷୀ ପରି ପକ୍ଷୀଥିବା ଦୁଇଟି ନାରୀ ଦେଖିଲି। ସମାନେେ ଉଡି ଆସିଲେ ଏବଂ ସମାନଙ୍କେ ପକ୍ଷ ରେ ପବନ ଥିଲା। ସମାନେେ ସେ ମାପିବାର ଟୋକଇକେୁ ଉଠାଇଲେ ପୃଥିବୀ ଓ ସ୍ବର୍ଗ ମଧିଅରେ ବୋହି ନେଲେ।

Interlinear

Choose Theme