ପୁଣି ସହେି ଅଶୁଚି ପାତ୍ରରୁ ଯଦି ପାଣି କୌଣସି ଖାଦ୍ୟ ଦ୍ରବ୍ଯ ଉପରେ ପଡେ ତାହା ମଧ୍ଯ ଅଶୁଚି ହବେ। ଯେ କୌଣସି ପାନୀଯ, ପାତ୍ର ମଧିଅରେ ଥିଲେ ତାହା ଅଶୁଚି ହବେ।
Cross references
ଦୁଷ୍ଟମାନଙ୍କ ବଳିଦାନ ସଦାପ୍ରଭୁଙ୍କଠା ରେ ଘୃଣାର ବିଷଯ ଅଟେ। ମାତ୍ର ସରଳ ଲୋକଙ୍କର ପ୍ରାର୍ଥନାକୁ ସେ ଗ୍ରହଣ କରନ୍ତି।
ଦୁଷ୍ଟ ଲୋକମାନଙ୍କର ଗର୍ବ ଚାହାଁଣି ଓ ଗର୍ବୀତ ଚିନ୍ତା ପାପପରି। ତାହା ଲୋକର ପ୍ରଦୀପ ପରି ଦଖାୟୋଏ, ତାହା ଦୁଷ୍ଟମାନଙ୍କୁ ଅନୁଶାସନ କରେ।
ଦୁଷ୍ଟମାନଙ୍କର ବଳିଦାନ ଘୃଣାର ବିଷଯ, ମାତ୍ର ସେ କୁଅଭିପ୍ରାଯ ରେ ତାହା କଲେ ବହୁତ ଘୃଣିତ ହୁଏ।
ଯେଉଁମାନେ ସୁଧ ଓ ବୁଦ୍ଧିଦ୍ବାରା ଆପଣା ସମ୍ପତ୍ତି ବୃଦ୍ଧି କରନ୍ତି, ସମାନେେ ଦୀନହୀନ ପାଇଁ ଦୟା କରିବା ପାଇଁ ତାହା ସଞ୍ଚଯ କରନ୍ତି।
ଯେଉଁମାନେ ପବିତ୍ର, ତାହାଙ୍କ ପାଇଁ ସବୁ କିଛି ପବିତ୍ର। କିନ୍ତୁ ଯେଉଁମାନେ ପାପୀ ଓ ଅବିଶ୍ବାସୀ, ସମାନଙ୍କେ ଲାଗି କିଛି ହେଲେ ପବିତ୍ର ନୁହେଁ। ସମାନଙ୍କେର ଚିନ୍ତା ପାପରେ ଦୂଷିତ ହାଇଯୋଇଛି ଓ ଠିକ୍ କ'ଣ, ସେ ସମ୍ବନ୍ଧ ରେ ସମାନଙ୍କେର ଜ୍ଞାନ ନଷ୍ଟ ହାଇେ ଯାଇଛି।