Home Bibles ☰ Books ଲେବୀୟ ପୁସ୍ତକ 11:36 · ଓଡ଼ିଆ ବାଇବେଲ
ଲେବୀୟ ପୁସ୍ତକ 11:36 · ଓଡ଼ିଆ ବାଇବେଲ

କୌଣସି ଝରଣା କିମ୍ବା କୂପରେ ଥିବା ଜଳ ଶୁଚି ହବେ। ମାତ୍ର ୟିଏ କହେି ସମାନଙ୍କେର ଶବ ଛୁଏଁ ସେ ଅଶୁଚି ହବେ।

Cross references

ଯିଖରିୟ 13:1

ମାତ୍ର ସେତବେେଳେ, ଏକ ନିର୍ଝର ଦାଉଦର ପରିବାର ଓ ୟିରୁଶାଲମ ନିବାସୀ ପାଇଁ ଖାେଲା ହବେ। ସହେି ଝରଣା ସମାନଙ୍କେର ପାପସବୁ ଓ ଅପବିତ୍ରତାକୁ ଧୋଇଦବେ।

ଯୋହନଲିଖିତ ସୁସମାଚାର 4:14

କିନ୍ତୁ ମୁଁ ଯେଉଁ ଜଳ ପିଇବାକୁ ଦବେି, ତାହା ଯେଉଁ ଲୋକ ପିଇବ ସେ କଦାପି ତୃଷାର୍ତ୍ତ ହବେ ନାହିଁ। ମୁଁ ତାହାଙ୍କୁ ଯେଉଁ ଜଳ ଦବେି, ତାହା ଅନନ୍ତ ଜୀବନ ଜଳର ଝର ସ୍ବରୁପେ ସର୍ବଦା ପ୍ରବାହିତ ହବେ।

Interlinear

Choose Theme