Home Bibles ଲେବୀୟ ପୁସ୍ତକ 11:45 · ଓଡ଼ିଆ ବାଇବେଲ
ଲେବୀୟ ପୁସ୍ତକ 11:45 · ଓଡ଼ିଆ ବାଇବେଲ

ଆମ୍ଭେ ତୁମ୍ଭମାନଙ୍କର ପରମେଶ୍ବର, ତୁମ୍ଭମାନଙ୍କୁ ମିଶରରୁ ଆଣିଅଛୁ। ଏଣୁ ତୁମ୍ଭମାନେେ ପବିତ୍ର ହବେ କାରଣ ଆମ୍ଭେ ପବିତ୍ର ଅଟୁ।

Cross references

ଯାତ୍ରା ପୁସ୍ତକ 6:7

ତୁମ୍ଭମାନେେ ମାରେ ଲୋକ ହବେ। ଏବଂ ମୁଁ ତୁମ୍ଭର ପରମେଶ୍ବର ହବେି। ମୁଁ ସଦାପ୍ରଭୁ ତୁମ୍ଭର ପରମେଶ୍ବର ଅଟେ। ଏବଂ ତୁମ୍ଭେ ଜାଣିବ ଯେ, ମୁଁ ତୁମ୍ଭମାନଙ୍କୁ ମିଶରୀଯମାନଙ୍କ ଦାଉରୁ ରକ୍ଷା କରିବି।

ଯାତ୍ରା ପୁସ୍ତକ 19:6

ମାେ ପାଇଁ ତୁମ୍ଭମାନେେ ଯାଜକମାନଙ୍କର ଏକ ରାଜ୍ଯ ଏବଂ ପବିତ୍ର ରାଷ୍ଟ୍ର ହବେ।' ମାଶାେ, ଏହି ସମସ୍ତ କଥା ତୁମ୍ଭେ ଇଶ୍ରାୟେଲୀୟମାନଙ୍କୁ କୁହ।

ଯାତ୍ରା ପୁସ୍ତକ 20:2

ମୁଁ ହେଉଛି ସଦାପ୍ରଭୁ ତୁମ୍ଭର ପରମେଶ୍ବର। ତୁମ୍ଭମାନଙ୍କୁ ମୁଁ ମିଶରରୁ ବାହର କରି ଆଣିଲି, ଯେଉଁଠା ରେ ତୁମ୍ଭମାନେେ ଦାସ ଥିଲ।

ଯାତ୍ରା ପୁସ୍ତକ 22:30

ତୁମ୍ଭମାନଙ୍କର ମଷେ, ଗୋବତ୍ସା ଇତ୍ଯାଦି ତାଙ୍କର ପ୍ରଥମଜାତ ସନ୍ତାନମାନଙ୍କୁ ତାଙ୍କର ମା ପାଖ ରେ ସାତଦିନ ରଖି ଅଷ୍ଟମ ଦିନ ରେ ମାଠାେ ରେ ଉତ୍ସର୍ଗ କରିବ।

ଲେବୀୟ ପୁସ୍ତକ 11:44

କାରଣ ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବର ଅଟୁ। ଏଣୁ ତୁମ୍ଭମାନେେ ନିଜକୁ ପବିତ୍ର କର ଓ ତୁମ୍ଭମାନେେ ପବିତ୍ର ହୁଅ। ଯେ ହତେୁ ଆମ୍ଭେ ପବିତ୍ର, ତୁମ୍ଭମାନେେ ଭୂମିରେ ଗମନକାରୀ କୌଣସି ଉରୋଗାମୀ ଜୀବ ଦ୍ବାରା ନିଜକୁ ଅଶୁଚି କରିବ ନାହିଁ।

ଲେବୀୟ ପୁସ୍ତକ 19:2

ଇଶ୍ରାୟେଲର ସମସ୍ତ ସନ୍ତାନଗଣଙ୍କୁ କୁହ, ତୁମ୍ଭମାନେେ ପବିତ୍ର ହବେ। କାରଣ ଆମ୍ଭେ ସଦାପ୍ରଭୁ କୁମ୍ଭମାନଙ୍କର ପରମେଶ୍ବର ପବିତ୍ର ଅଟୁ।

ଲେବୀୟ ପୁସ୍ତକ 19:36

ଯଥାର୍ଥ ଦଣ୍ଡି, ଯଥାର୍ଥ ବଟକରା, ଯଥାର୍ଥ ଐଫ ଓ ଯଥାର୍ଥ ପଳା ତୁମ୍ଭମାନଙ୍କର ହବେ। ଯେ ମିଶର ଦେଶରୁ ତୁମ୍ଭମାନଙ୍କୁ ବାହାର କରି ଆଣିଲେ ଆମ୍ଭେ ସହେି ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବର ଅଟୁ।

ଲେବୀୟ ପୁସ୍ତକ 20:7

ଏଣୁ ତୁମ୍ଭମାନେେ ନିଜକୁ ପବିତ୍ର କର ଓ ପବିତ୍ର ହୁଅ। କାରଣ ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବର ଅଟୁ।

ଲେବୀୟ ପୁସ୍ତକ 22:33

ଯେ ତୁମ୍ଭମାନଙ୍କୁ ମିଶର ଦେଶରୁ ଆଣିଛନ୍ତି ଓ ତୁମ୍ଭମାନଙ୍କୁ ପବିତ୍ର କରିଛନ୍ତି, ଆମ୍ଭେ ସହେି ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବର ଅଟୁ।

ଲେବୀୟ ପୁସ୍ତକ 25:38

ଯେ ତୁମ୍ଭର ପରମେଶ୍ବର ଓ ତୁମ୍ଭମାନଙ୍କୁ କିଣାନ ଦେଶ ଦବୋ ନିମନ୍ତେ ମିଶର ଦେଶରୁ ବାହାର କରି ଆଣିଲେ, ସହେି ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବର ଆମ୍ଭେ ଅଟୁ।

ଲେବୀୟ ପୁସ୍ତକ 26:45

ମାତ୍ର ଆମ୍ଭେ ସମାନଙ୍କେ ଲାଗି ସମାନଙ୍କେ ପୂର୍ବପୁରୁଷଙ୍କ ସହିତ କରିଥିବା ନିଯମ ସ୍ମରଣ କରିବା, ଆମ୍ଭେ ସମାନଙ୍କେର ପରମେଶ୍ବର ହବୋ ନିମନ୍ତେ ଅନ୍ୟ ଦେଶୀଯ ଲୋକମାନଙ୍କ ସାକ୍ଷାତ ରେ ସମାନଙ୍କେୁ ମିଶର ଦେଶରୁ ବାହାର କରି ଆଣିଅଛୁ। ଆମ୍ଭେ ସଦାପ୍ରଭୁ ଅଟୁ।

ଯିହୋଶୂୟ 24:19

ଏହାପରେ ଯିହାଶୂେୟ ଲୋକମାନଙ୍କୁ କହିଲେ, ଏହା ସତ୍ଯ ନକ୍ସ୍ଟ ହେଁ? ତୁମ୍ଭମାନେେ ସଦାପ୍ରଭୁଙ୍କର ସବୋ କରିପାରିବାକକ୍ସ୍ଟ ସକ୍ଷମ ହବେ ନାହିଁ। କାରଣ ସଦାପ୍ରଭୁ ପରମେଶ୍ବର ପବିତ୍ର। ସେ ଜଣେ ଇର୍ଷାପରାଯଣ ପରମେଶ୍ବର ଅଟନ୍ତି। ସଦାପ୍ରଭୁ ତୁମ୍ଭକୁ କ୍ଷମା କରିବେ ନାହିଁ, ଯଦି ତୁମ୍ଭମାନେେ ଏହିପରି ଭାବରେ ତାଙ୍କର ବିରକ୍ସ୍ଟଦ୍ଧାଚରଣ କର।

ପ୍ରଥମ ଶାମୁୟେଲ 2:2

ପରମେଶ୍ବରଙ୍କ ତକ୍ସ୍ଟଲ୍ଯ ପବିତ୍ର ଆଉ କହେି ନାହିଁ, କାରଣ ତକ୍ସ୍ଟମ୍ଭ ବ୍ଯତୀତ ଆଉ କହେି ପରମେଶ୍ବର ନାହାନ୍ତି। ଆମ୍ଭର ପରମେଶ୍ବରଙ୍କ ତକ୍ସ୍ଟଲ୍ଯ କୌଣସି ଶୈଳ ନାହିଁ।

ଗୀତସଂହିତା 105:43

ପରମେଶ୍ବର ଆପଣା ଲୋକମାନଙ୍କୁ ମିଶରରୁ ବାହାର କରି ଆଣିଲେ। ସମାନେେ ଆନନ୍ଦରେ ଗୀତ ଗାଇ ଗାଇ ଆସିଲେ।

ହୋଶେୟ 11:1

ସଦାପ୍ରଭୁ କହିଲେ, ଇଶ୍ରାୟେଲ ବାଲ୍ଯ ଥିଲା ବେଳେ ଆମ୍ଭେ ତା'କୁ ଭଲ ପାଉଥିଲୁ। ଆମ୍ଭେ ମିଶରକୁ ପୁଅ ବୋଲି ଡାକୁଥିଲୁ।

ଥେସଲନୀକୀୟଙ୍କ ପ୍ରତି ପ୍ରଥମ ପତ୍ର 4:7

ପରମେଶ୍ବର ଆମ୍ଭକୁ ପବିତ୍ର ହବୋ ପାଇଁ ଆହ୍ବାନ କରିଛନ୍ତି। ଆମ୍ଭେ ପାପରେ ଜୀବନ ଯାପନ କରିବା ପାଇଁ ସେ ଚାହାଁନ୍ତି ନାହିଁ।

ପିତରଙ୍କ ପ୍ରଥମ ପତ୍ 1:16

ଶାସ୍ତ୍ର ରେ ଲଖାେଅଛି : ପବିତ୍ର ହୁଅ, କାରଣ ମୁଁ ହେଉଛି ପବିତ୍ର।338

Interlinear

Choose Theme