Home Bibles ଲେବୀୟ ପୁସ୍ତକ 11:46 · ଓଡ଼ିଆ ବାଇବେଲ
ଲେବୀୟ ପୁସ୍ତକ 11:46 · ଓଡ଼ିଆ ବାଇବେଲ

ସମସ୍ତ ଯୋଗା ପ୍ରାଣୀ, ପକ୍ଷୀ ଓ ଅନ୍ୟ ପୃଥିବୀସ୍ଥିତ ପ୍ରାଣୀମାନଙ୍କ ବିଷଯ ରେ ଏହି ବ୍ଯବସ୍ଥା ସବୁ ଅଟେ। ସମସ୍ତ ଜଳଚର ଓ ଉରୋଗାମୀ ପ୍ରାଣୀମାନଙ୍କ ବିଷଯ ରେ ମଧ୍ଯ ଏହି ବ୍ଯବସ୍ଥା ଅଟେ।

Cross references

ଲେବୀୟ ପୁସ୍ତକ 7:37

ହାମବେଳି, ଶସ୍ଯ ନବୈେଦ୍ଯ, ପାପାର୍ଥକ ବଳି, ଦୋଷାର୍ଥକ ବଳି, ମଙ୍ଗଳାର୍ଥକ ବଳି ଓ ପଦ ନି ଯୋଗର୍ଥକ ବିଷଯ ରେ ଏହିସବୁ ବ୍ଯବସ୍ଥା ଅଛି।

ଲେବୀୟ ପୁସ୍ତକ 14:54

କୁଷ୍ଠ ରୋଗର ଯେକୌଣସି ଘା' ଓ ଛଉର ଏହିସବୁ ବ୍ଯବସ୍ଥା।

ଲେବୀୟ ପୁସ୍ତକ 15:32

ଧାତୁ ସ୍ରାବ ଓ ବିର୍ୟ୍ଯ କ୍ଷରଣ ହେଉଥିବା ଲୋକମାନଙ୍କ ପାଇଁ ଏହିସବୁ ବିଧି। ଏବଂ ଏହାଦ୍ବାରା ଅଶୁଚି ହୁଏ।

ଯିହିଜିକଲ 43:12

ସଦାପ୍ରଭୁଙ୍କ ମନ୍ଦିରର ବ୍ଯବସ୍ଥା, ଏହି ପର୍ବତ ଶୃଙ୍ଗର ଉପରିସ୍ଥ ଚତୁର୍ଦ୍ଦିଗର ସମୁଦାଯ ସୀମା ମହାପବିତ୍ର ଅଟେ। ଏହାହିଁ ମନ୍ଦିରର ବ୍ଯବସ୍ଥା ଅଟେ।

Interlinear

Choose Theme