Home Bibles ☰ Books ଲେବୀୟ ପୁସ୍ତକ 11:7 · ଓଡ଼ିଆ ବାଇବେଲ
ଲେବୀୟ ପୁସ୍ତକ 11:7 · ଓଡ଼ିଆ ବାଇବେଲ

ଆଉ କେତକେ ପ୍ରାଣୀ ଅଛନ୍ତି ଯେଉଁମାନଙ୍କର ଦୁଇଫାଳ ବିଶିଷ୍ଟ ଖୁରା ଅଛି। ମାତ୍ର ସମାନେେ ପାକୁଳି କରନ୍ତି ନାହିଁ। ସଗେୁଡିକୁ ମଧ୍ଯ ତୁମ୍ଭମାନେେ ଭୋଜନ କରିବ ନାହିଁ। ସେପ୍ରକାର ପ୍ରାଣୀ ହେଉଛି ଶୂକର, ସେ ମଧ୍ଯ ତୁମ୍ଭମାନଙ୍କ ପାଇଁ ଅଶୁଚି।

Cross references

ଦିତୀୟ ବିବରଣ 14:8

ତୁମ୍ଭମାନେେ ଘକ୍ସ୍ଟସକ୍ସ୍ଟରି ଖାଇବା ଇଚିତ୍ ନକ୍ସ୍ଟହଁ। କାରଣ ତାଙ୍କର ଖକ୍ସ୍ଟରା ଦକ୍ସ୍ଟଇଫାଳ ବିଶିଷ୍ଟ କିନ୍ତୁ ସମାନେେ ପାକକ୍ସ୍ଟଳି କରନ୍ତି ନାହିଁ। ତେଣୁ ତୁମ୍ଭମାନଙ୍କ ପାଇଁ ଘକ୍ସ୍ଟସକ୍ସ୍ଟରି ଅପବିତ୍ର ଅଟେ। ଏପରିକି ମୃତ ଘକ୍ସ୍ଟସକ୍ସ୍ଟରି ଶବକକ୍ସ୍ଟ ଛକ୍ସ୍ଟଅଁ ନାହିଁ।

ଯିଶାଇୟ 65:4

ସମାନେେ କବରସ୍ଥାନ ମଧିଅରେ ବସନ୍ତି ଓ ଗୁମ୍ଫା ମଧିଅରେ ରାତ୍ରି ୟାପନ କରନ୍ତି। ସମାନେେ ଶୂକର ମାଂସ ଭକ୍ଷଣ କରନ୍ତି ଓ ସମାନଙ୍କେ ପାତ୍ର ରେ ଦୂଷିତ ମାଂସ ଝୋଳ ଥାଏ।

ଯିଶାଇୟ 66:3

ଯେ ଗୋବଧ କରେ ସେ ନରହତ୍ଯାକାରୀ ପରି ହୁଏ, ଯେ ମଷେଶାବକ ବଳିଦାନ କରେ ଯେ କୁକୁରର ବକେ କାଟିଲା ଲୋକପରି ହୁଏ, ଯେ ନବୈେଦ୍ଯ ଉତ୍ସର୍ଗ କରେ, ସେ ଶୂକର ରକ୍ତ ଉତ୍ସର୍ଗ କରିବା ଲୋକପରି ହୁଏ, ଯେ ସୁବାସିତ ଧୂପ ଜଳାଏ, ସେ ଦବେତାର ଧନ୍ଯବାଦ କରିବା ଲୋକପରି ହୁଏ। ସମାନେେ ନିଜ ନିଜ ପଥ ମନୋନୀତ କରିଅଛନ୍ତି। ସମାନଙ୍କେର ଆତ୍ମା ନିଜର ଘୃଣା ଯୋଗ୍ଯ ବିଷଯ ରେ ସନ୍ତୁଷ୍ଟ ହୁଏ।

ଯିଶାଇୟ 66:17

ସଦାପ୍ରଭୁ ପୁଣି କୁହନ୍ତି, ଯେଉଁମାନେ ଅନ୍ୟକୁ ଅନୁସରଣ କରି ଉଦ୍ୟାନକୁ ୟିବା ପାଇଁ ନିଜକୁ ପବିତ୍ର ଓ ଶୁଚି କରନ୍ତି ଓ ଶୂକର ମାଂସ, ଘୃଣ୍ଯଦ୍ରବ୍ଯ ଓ ମୂଷା ଖାଆନ୍ତି, ସମାନେେ ସମସ୍ତେ ଏକତ୍ର ବିନଷ୍ଟ ହବେେ।

ମାଥିଉଲିଖିତ ସୁସମାଚାର 7:6

'କୁକୁରମାନଙ୍କୁ ପବିତ୍ର ବସ୍ତୁ ଦିଅନାହିଁ, କାରଣ ସମାନେେ ବୁଲି ପଡି ତୁମ୍ଭକୁ କାମୁଡି ପାରନ୍ତି। ଘୁଷୁରିମାନଙ୍କ ଆଗ ରେ ନିଜର ମାେତି ପକାଅ ନାହିଁ, କାରଣ ସମାନେେ ମାେତିକୁ ଗୋଡ ରେ ଦଳି ଦଇେ ଗ୍ଭଲିଯିବେ।

ଲୂକଲିଖିତ ସୁସମାଚାର 8:33

ତା'ପରେ ଭୂତମାନେ ଲୋକଟି ଦହରେୁ ବାହାରି ଆସିଲେ ଓ ଘୁଷୁରିମାନଙ୍କ ଦହକେୁ ଚାଲିଗଲେ। ଦଳକଯାକ ଘୁଷୁରି ସହେି ପାହାଡ ଉପରୁ ହ୍ରଦ ଭିତରକୁ ଦୌଡିଗଲେ ଓ ସମସ୍ତେ ବୁଡିଗଲେ।

ଲୂକଲିଖିତ ସୁସମାଚାର 15:15

ତେଣୁ ସେ ସହେି ଦେଶ ରେ ଗୋଟିଏ ଲୋକ ପାଖକୁ ମୂଲ ଲାଗିବାକୁ ଗଲା, ସେ ଲୋକଟି ତାହାକୁ ତା ପଡିଆ ରେ ଘୁଷୁରି ଚ ରଇବୋକୁ ପଠାଇଲା।

ପିତରଙ୍କ ଦିତୀୟ ପତ୍ର 2:18

ସହେି ଭଣ୍ଡ ଶିକ୍ଷକମାନେ ନିରର୍ଥକ କଥାଗୁଡ଼ିକ ପାଇଁ ଗର୍ବ କରନ୍ତି। ସମାନେେ ଲୋକମାନଙ୍କୁ ପାପ ରାସ୍ତା ରେ କଢ଼ାଇ ନିଅନ୍ତି। ମନ୍ଦ ଭାବରେ ରହୁଥିବା ଲୋକଙ୍କଠାରୁ ବାହାରି ଆସି ଭଲ ମାର୍ଗ ରେ ୟିବାକୁ ଆରମ୍ଭ କରିଥିବା ଲୋକଙ୍କୁ ଏମାନେ ଆକର୍ଷିତ କରନ୍ତି। ପାପପୂର୍ଣ୍ଣ ଆତ୍ମା ରେ ମନ୍ଦ ଇଚ୍ଛାଗୁଡ଼ିକୁ ଜାଗତ୍ର କରାଇ ଭଣ୍ଡ ଶିକ୍ଷକମାନେ ଏପରି କରନ୍ତି।

Interlinear

Choose Theme