ଇଶ୍ରାୟେଲ ସନ୍ତାନଗଣଙ୍କୁ କୁହ, 'ଯଦି କୌଣସି ସ୍ତ୍ରୀ ଗର୍ଭଧାରଣ କରି ପୁତ୍ର ପ୍ରସବ କରେ, ତବେେ ସେ ସ୍ତ୍ରୀ ଧର୍ମର ଅ େଶୗଚ ସମୟ ପରି ସାତଦିନ ୟାଏ ଅଶୁଚି ରହିବ।
Cross references
ସେଥିପାଇଁ ପରମେଶ୍ବର ସମାନଙ୍କେୁ ଆଶୀର୍ବାଦ କଲେ ଏବଂ କହିଲେ, ବହୁତ ସନ୍ତାନ ସନ୍ତତି ସହ ଆଶୀର୍ବାଦ ପ୍ରାପ୍ତ ହୁଅ। ପୃଥିବୀ ରେ ଶାସନ କର, ପୃଥିବୀକୁ ପରିପୂର୍ଣ୍ଣ କର। ଆଉ ଜଳ ରେ ଥିବା ମତ୍ସ୍ଯଗଣ ଉପରେ ଏବଂ ବୃହତ୍ ପ୍ରାଣୀଗଣ ଉପରେ ଏବଂ ପୃଥିବୀ ଉପରେ ଗମନକାରୀ ଭୂଚ଼ର ପ୍ରାଣୀ ଗଣ ଉପରେ ଶାସନ କର।
ଏହାପରେ ସଦାପ୍ରଭୁ ପରମେଶ୍ବର ସହେି ସ୍ତ୍ରୀ ଲୋକଟିକୁ କହିଲେ, ମୁଁ ତୁମ୍ଭର କାର୍ୟ୍ଯଭାର ଏବଂ ତୁମ୍ଭର ଗର୍ଭ ବଦନୋ ମଧ୍ଯ ବଢ଼ାଇବି। ତୁମ୍ଭେ ବ୍ଯଥା ରେ ସନ୍ତାନ ପ୍ରସବ କରିବ। ପୁଣି ସ୍ବାମୀ ପ୍ରତି ତୁମ୍ଭର ବାସନା ରହିବ ସେ ତୁମ୍ଭ ଉପରେ କତ୍ତୃର୍ତ୍ବ କରିବ।
ଆହୁରି ଅନକେ ଜିନିଷ ଅଛି ଯାହା କି ମନୁଷ୍ଯକୁ ଅଶୁଚି କରେ। ଯଦି କହେି ଜାଣିଥାଏ ଯାହାକୁ ସ୍ପର୍ଶ କଲେ ଅଶୁଚି ହୁଏ ଏବଂ ସେ ତାହା ଅଜ୍ଞାତ ରେ କରିଥାଏ, ତବେେ ସେ ଯେତବେେଳେ ଜାଣେ ସେ ଦୋଷୀ ହବେ।
ମାତ୍ର ଯବେେ ଜଣେ ସ୍ତ୍ରୀ କନ୍ଯା ପ୍ରସବ କରେ, ସହେିଭଳି ସ୍ତ୍ରୀ ଧର୍ମର ଅ େଶୗଚ ସମୟରେ ରହେ, ସେ ଦୁଇ ସପ୍ତାହ ପାଇଁ ଅଶୁଚି ରହିବ। ତା'ପରେ ତା'ର ଦହରେ ରକ୍ତସ୍ରାବରୁ ଶୁଦ୍ଧ ହବୋପାଇଁ ତାକୁ ଆଉ ଛଅଷଠି ଦିନ ଅପେକ୍ଷା କରିବା ଉଚିତ୍।
ଆଉ ଯଦି କୌଣସି ସ୍ତ୍ରୀ ରଜସ୍ବଳା ହୁଏ ଓ ତା'ର ଦହରେୁ ରକ୍ତ କ୍ଷରିତ ହୁଏ, ତବେେ ସେ ସାତଦିନ ପର୍ୟ୍ଯନ୍ତ ଅଶୌଚ ରହିବ। ୟିଏ କହେି ତାକୁ ସେ ସମୟରେ ଛୁଇଁବ ସେ ସନ୍ଧ୍ଯା ପର୍ୟ୍ଯନ୍ତ ଅଶୁଚି ରହିବ।
ପୁଣି କୌଣସି ରଜସ୍ବଳା ନାରୀ ସହିତ ୟୌନ ସଂପର୍କ ରଖିବ ନାହିଁ। କାରଣ ସେସମୟରେ ସେ ଅଶୁଚି ଅଟେ।
'ଅପରିଷ୍କାର ବସ୍ତୁରୁ କିଏ ପରିଷ୍କାର ବସ୍ତୁ ଉତ୍ପନ୍ନ କରିପା ରେ। ନା, କହେି ଜଣେ ମନୁଷ୍ଯ କରି ପାରିବ ନାହିଁ।
ମନୁଷ୍ଯ କ'ଣ ସତ ରେ ଶୁଦ୍ଧ ହାଇପୋରିବ ? ଜଣେ ସ୍ତ୍ରୀ ଲୋକଠାରୁ ଜନ୍ମ ହାଇେଥିବା କହେି ଧାର୍ମିକ ହାଇପୋରିବ କି ?
ପରମେଶ୍ବରଙ୍କ ସହିତ ବିବାଦ କରି, କହେି ମନୁଷ୍ଯ କିପରି ଭଲ ହାଇପୋରିବ ? କିମ୍ବା ସ୍ତ୍ରୀ ଲୋକ ପାଖରୁ ଜନ୍ମ ହାଇେ ଜଣେ ମନୁଷ୍ଯ କିପରି ନିରୀହ ହାଇେ ପାରିବ।
ମୁଁ ପାପପୂର୍ଣ୍ଣ ପୃଥିବୀରେ ଜନ୍ମ ହଲିେ ଓ ପାପରୁ ହିଁ ମାରେ ମା ମାେତେ ଗର୍ଭରେ ଧାରଣ କଲା।
ମାଶାଙ୍କେ ବ୍ଯବସ୍ଥା ଅନୁସାରେ ଶୁଚି ହବୋର ସମୟ ଆସିଲା। ଏହାପରେ ୟୋ ସଫେ ଓ ମରିୟମ ଯୀଶୁଙ୍କୁ ପ୍ରଭୁ ପରମେଶ୍ବରଙ୍କ ନିକଟରେ ଉତ୍ସର୍ଗ କରିବା ପାଇଁ ୟିରୂଶାଲମକୁ ନଇେ ଆସିଲେ।
ଜଣେ ଲୋକ ଆଦମ ପାଇଁ ଜଗତକୁ ପାପ ଆସିଲା। ପାପ ଦ୍ବାରା ମୃତ୍ଯୁ ଆସିଲା। ସେଥିପାଇଁ ସମସ୍ତେ ନିଶ୍ଚୟ ମରିବେ, କାରଣ ସମସ୍ତେ ପାପ କରିଛନ୍ତି।