ପୁଣି ସେ ସ୍ତ୍ରୀ ତତେିଶ ଦିନ ପର୍ୟ୍ଯନ୍ତ ନିଜର େଶୗଚ ନିମନ୍ତେ ରକ୍ତ ସ୍ରାବ ଅବସ୍ଥା ରେ ରହିବ। ଯେପର୍ୟ୍ଯନ୍ତ େଶୗଚର ଦିନ ପୂର୍ଣ୍ଣ ନ ହୁଏ, ସପେର୍ୟ୍ଯନ୍ତ ସେ କୌଣସି ପବିତ୍ର ବସ୍ତୁ ଛୁଇଁବ ନାହିଁ କିମ୍ବା କୌଣସି ପବିତ୍ର ସ୍ଥାନ ରେ ପ୍ରବେଶ କରିବ ନାହିଁ।
Cross references
ମାତ୍ର ଯବେେ ଜଣେ ସ୍ତ୍ରୀ କନ୍ଯା ପ୍ରସବ କରେ, ସହେିଭଳି ସ୍ତ୍ରୀ ଧର୍ମର ଅ େଶୗଚ ସମୟରେ ରହେ, ସେ ଦୁଇ ସପ୍ତାହ ପାଇଁ ଅଶୁଚି ରହିବ। ତା'ପରେ ତା'ର ଦହରେ ରକ୍ତସ୍ରାବରୁ ଶୁଦ୍ଧ ହବୋପାଇଁ ତାକୁ ଆଉ ଛଅଷଠି ଦିନ ଅପେକ୍ଷା କରିବା ଉଚିତ୍।
ଆଉ ସ୍ତ୍ରୀର ମାସିକ ଧର୍ମ ସମୟ ଛଡା ଯଦି କୌଣସି ସ୍ତ୍ରୀ ବହୁଦିନ ପର୍ୟ୍ଯନ୍ତ ରକ୍ତସ୍ରାବ ହୁଏ, କିମ୍ବା ସାତ ଦିନ ଅତିବାହିତ ହେଲାପରେ ଯଦି କ୍ତ ସ୍ରାବ ହୁଏ, ତବେେ ରକ୍ତସ୍ରାବ ହେଉଥିବ ପର୍ୟ୍ଯନ୍ତ ସେ ସ୍ତ୍ରୀର ମାସିକ ଧର୍ମ ସମୟ ପରି ଅଶୁଚି ରହିବ।
ତା'ପ ରେ ହାଗଯ କହିଲେ, ଯଦି ଜଣେ ବ୍ଯକ୍ତି ଗୋଟିଏ ଶବକୁ ଛୁଏଁ ତବେେ ସେ କ'ଣ ଅପବିତ୍ର ହବେ? ବର୍ତ୍ତମାନ ସେ ଯଦି ଅନ୍ୟ ଜିନିଷଗୁଡିକୁ ଛୁଏଁ ସଗେୁଡିକ କ'ଣ ଅପବିତ୍ର ହାଇଯେିବ?
ମାଶାଙ୍କେ ବ୍ଯବସ୍ଥା ଅନୁସାରେ ଶୁଚି ହବୋର ସମୟ ଆସିଲା। ଏହାପରେ ୟୋ ସଫେ ଓ ମରିୟମ ଯୀଶୁଙ୍କୁ ପ୍ରଭୁ ପରମେଶ୍ବରଙ୍କ ନିକଟରେ ଉତ୍ସର୍ଗ କରିବା ପାଇଁ ୟିରୂଶାଲମକୁ ନଇେ ଆସିଲେ।